-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାହୁଡ଼ିଲେ ଯୁଗଳ ମୂର୍ତ୍ତି*-   (20-Jun-2026)       ||      ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।   (20-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||     

HOME   ଜିଲ୍ଲା

ଯୁବ ସଂଗଠକ ପ୍ରମୋଦ ସାହୁଙ୍କ ଦେହାନ୍ତ♦️ ଶେଷ ଦର୍ଶନ କଲେ ବହୁ ଶୁଭେଚ୍ଛୁ, ରାଜନେତା

08-Apr-2026



ବଲାଙ୍ଗିର:  ଟିକ୍ରାପଡା ଗାନ୍ଧୀ ପାଠାଗାର ବରିଷ୍ଠ ସଭ୍ୟ ତଥା ଯୁବ ସଂଗଠକ ପ୍ରମୋଦ କୁମାର ସାହୁ ଙ୍କର ଦେହାନ୍ତ ହୋଇଯାଇଛି । ଗତ କିଛି ଦିନ ହେଲା ହୃଦୟ ଜନିତ ରୋଗରେ ପିଡିତ ରହି ଭିମସାର ବୁର୍ଲା ଠାରେ ଚିକିତ୍ସିତ ହେଉଥିଲେ । ୭ ତାରିଖ ସକାଳେ ତାଙ୍କ ଅବସ୍ଥା ଆହୁରି ଗୁରୁତର ହୋଇ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହେଉଥିଲା । ମୃତ୍ୟୁ ସମୟରେ ତାଙ୍କର ଧର୍ମପତ୍ନୀ ଝରଣା ସାହୁ ଓ ଦୁଇ ପୁଅ ସାଗର ସଂଗମ ସାହୁ ଏବଂ ସ୍ୱସ୍ତିକ ସାଗର ସାହୁ ଉପସ୍ଥିତ ଥିଲେ । ପ୍ରମୋଦ ସାହୁ ଜଣେ ଭଲ ସଂଗଠକ, ମିଷ୍ଠଭାଷୀ, ପରୋପକାରୀ ଯୁବକ ଥିଲେ । ଗାନ୍ଧୀ ପାଠାଗାର ତଥା ଆଖ ପାଖ ଅଂଚଳର ବିଭିନ୍ନ ସାମାଜିକ ତଥା ସମାଜସେବା କାର୍ଯ୍ୟରେ ସେ ସବୁବେଳେ ସକ୍ରିୟ ଯୋଗଦାନ କରୁଥିଲେ । ସୂଚନାଯୋଗ୍ୟ ଯେ ପ୍ରମୋଦ ସାହୁ ହେଉଛନ୍ତି ପୂର୍ବତନ

ବଲାଙ୍ଗିର ନଗରପାଳ ପ୍ରଦୀପ ସାହୁଙ୍କର ଭାଇ । ତାଙ୍କର ବିୟୋଗରେ ପରିବାରବର୍ଗ ତଥା ଆଖପାଖ ଅଂଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଠି ହୋଇଥିଲା । ତାଙ୍କର ଶବ ତାଙ୍କର ପୈତୃକ ବାସଭବନରେ ପହଂଚିଲା ବେଳେ ମାଁ, ଭାଇ ଭଉଣୀ, ଜ୍ୱାଇଁ, ଭଣଜା, ଭାଣିଜି ତଥା ବଲାଙ୍ଗିର ଅନେକ ରାଜନୈତିକ ନେତା,କର୍ମୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଶେଷ ଦର୍ଶନ ସହ ଶୋକାକୁଳ ବିଦାୟ ଦେଇଥିଲେ । ତାଙ୍କର ମର ଶରୀରକୁ ଶେଷ ଯାତ୍ରାରେ ବିଭୁତିପଡା ସ୍ଥିତ ଶ୍ମଶାନଘାଟରେ ଅନ୍ତେଷ୍ଟି କରାଯାଇଥିଲା । ବଡ ପୁଅ ସାଗର ସଂଗମ ସାହୁ ମୁଖାଗ୍ନି ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାହୁଡ଼ିଲେ ଯୁଗଳ ମୂର୍ତ୍ତି*-   20-Jun-2026
  ଜିଲ୍ଲା  
ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।   20-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026

You Might Also Like