-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

*ଓଡ଼ିଆ ପକ୍ଷ ୨୦୨୬ ପାଳନ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ରକ୍ତଦାନ ଶିବିର*- *ଶୁଭ ଉଦଘାଟନ କଲେ ଜିଲ୍ଲାପାଳ*-

08-Apr-2026



(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଜୟ ଠାରେ ଆୟୋଜିତ ରକ୍ତ ଦାନ ଶିବିର ରେ ମୂଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର  ଜିଲ୍ଲାପାଳ ଡ଼ .ନୃପରାଜ ସାହୁ ଶୁଭାରମ୍ଭ କରିଥିଲେ l ଓଡ଼ିଆ ପକ୍ଷ ପାଳନ ଆମ ଓଡ଼ିଆ ଙ୍କ ପରିଚୟ ବୋଲି କହି  ଆୟୋଜିତ ଏକ ସଚେତନତା। ସଭା ରେ  ମେଡିକାଲ୍ ସାଇନ୍ସ ବୁହୁ ଆଗକୁ ଯାଇଛି, ଆର୍ଟିଫିସିଆଲ ହାର୍ଟ ଲଗା ଯାଇ ପାରେ କିନ୍ତୁ କେବେ ବି ଆର୍ଟିଫିସିଆଲ ବ୍ଲଡ ମିଳିବା ଅସମ୍ଭବ ବୋଲି କହିଥିଲେ l 
ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷା ରାଣୀ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହିସଭାରେ  ବିଶେଷ ଅତିଥିଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକ୍ଷକ ଡା.ଦୁର୍ଗାଦତ୍ତ ଦାଶ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଯକ୍ଷ୍ମl ଡା ପଦ୍ମହଂସା ଦୋରା ବ୍ଲଡ଼ ବେଙ୍କ ଅଧିକାରୀ ଡା ମାନସ ରଞ୍ଜନ ଦାଶ ,ଡି ପି ଏମ ଏନ ଏଚ ଏମ ରୂପକ କୁମାର ମହାପାତ୍ର , ବ୍ଲଡ ବ୍ୟାଙ୍କ ଅଧିକାରୀ ଡ଼ା ମାନସ ରଞ୍ଜନ ଦାଶ, ଏ ଡି ପି ଏଚ ସି ଓ ବୃନ୍ଦାବନ ସାହୁ ପ୍ରମୁଖ  ଯୋଗ ଦେଇ ରକ୍ତ ଦାନ କରି ଅନ୍ୟ ର ଜୀବନ ବଞ୍ଚାଇବା ସହ ନିଜ ସ୍ବାସ୍ଥ୍ୟ କୁ ମଧ୍ଯ ସୁରକ୍ଷିତ ରଖି ପରିବା ବୋଲି କହିଥିଲେ  l ବିଭିନ୍ନ ସ୍ବେଛାସେବୀ ସଂଗଠନ ର ସଦସ୍ୟ  ଯଥା ସ୍ଵଛ ଭାରତ ସଂଗଠନ ର ସଭାପତି ଅଳିମୁଲ ଇସଲାମ ,  .ମହାନଦୀ ଧାରା ର ପ୍ଲାବନ ମହାପାତ୍ର, ବୁଢାରଜା ୟୁଥ ଆସୋସିଏସନ ର ଶିବ ଶଙ୍କର ନାଏକ ଓ   ସୁବର୍ଣ୍ଣପୁର ନରର୍ସିଙ୍ଗ ସ୍କୁଲ ର ଅଧକ୍ଷ ଶ୍ରୀ ସଞ୍ଜୟ କୁମାର ପ୍ରଧାନ ଓ  ଛାତ୍ରୀ ଙ୍କ ସହ ସମସ୍ତ ସଂଗଠନ ର କର୍ମ କର୍ତ୍ତା ଉପସ୍ଥିତ ରହି ରକ୍ତ ଦାନ ଉପରେ ଯୁବ ପୀଢ଼ି ଙ୍କୁ ମୋଟିଭେଡ କରି ଥିଲେ.l ଅନ୍ୟ ମାନଙ୍କ ମଧ୍ୟ ରେ ହସ୍ପିଟାଲ ମେନେଜର  ବି କେ ସାଗରିକା ,ବ୍ଲଡ଼ ବ୍ୟାଙ୍କ ର ଜଗତ ଦରୁଆନ,, ସ୍ୱାସ୍ଥ୍ୟ ପରିଦର୍ଶଜ ପ୍ରମୋଦ ଜୁମାର ସାହୁ, ଜ୍ଞାନଜିତ ଶତପଥୀ,  ଅନେକ ମିଡ଼ିଆ  ଉପସ୍ଥିତ ଥିଲେ.l  ସଭା କୁ ସ୍ବେଛାସେବୀ ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରି କୋଭିଡ ମହାମାରୀ ଭଳି ସଙ୍କଟ ସ୍ଥିତି ରେ ରକ୍ତ ଦାନ ଶିବିର ଆୟୋଜନ ରେ ଅ ରକ୍ତ ସଂଗ୍ରହ ରେ ଜିଲ୍ଲା ପୋଲିସ୍ ପ୍ରସାଶନ ଓ ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ର ମିଳିତ ସହଯୋଗରେ ଆମ ଜିଲ୍ଲା ରାଜ୍ୟ ରେ ନମ୍ବର ୱାନ ସ୍ଥାନ ରେ ରହିଥିଲା ବୋଲି କହିଥିଲେ l  ସୋନପୁର ମହାବିଦ୍ୟାଳୟ ର ଅଧ୍ୟାପକ ଉମାଶଙ୍କର ନାଗ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ. I ସୋନପୁର ରକ୍ତ କେନ୍ଦ୍ର ରେ ୧୦ ୟୁନିଟ୍ ଓ ବୀର ମହାରାଜ ପୁର କେନ୍ଦ୍ର ରେ ୧୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା l 
ସମସ୍ତ କାର୍ଯ୍ୟକ୍ରମ କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ସମସ୍ତ କର୍ମକର୍ତ୍ତା ତଦାରଖ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like