-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||     

HOME   ଜିଲ୍ଲା

ବୌଦ୍ଧ ତୀରନ୍ଦାଜ ସଂଘର ନୂତନ କାର୍ଯ୍ୟକାରୀ କମିଟି ନିର୍ବାଚିତ

09-Apr-2026



ବୌଦ୍ଧ ଜିଲ୍ଲା ଷ୍ଟାଡିଅମରେ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଂଘର ଗଭର୍ଣ୍ଣିଙ୍ଗ ବଡିର ଏକ ବୈଠକ ଶ୍ରୀଯୁକ୍ତ ବସନ୍ତ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି I ସଭାପତିଙ୍କ ଦ୍ୱାରା ପୁରୁଣା ଗଭର୍ଣ୍ଣିଙ୍ଗ ବଡି ଭଙ୍ଗ ଘୋଷଣା ପରେ ପ୍ରାପ୍ତ 16 ଗୋଟି ଦରଖାସ୍ତ ଉପରେ ଆଲୋଚନା କରାଯାଇଥିଲା I ଗଣତାନ୍ତ୍ରିକ ପଦ୍ଧତିରେ ସର୍ବସମ୍ମତିରେ 2026-2029 ପାଇଁ ନୂତନ ଗଭର୍ଣ୍ଣିଙ୍ଗ ବଡିର ସଭାପତି ରୂପେ ବସନ୍ତ କୁମାର ସାହୁ, ଉପ ସଭାପତି ରୂପେ ବିଶ୍ଵପ୍ରକାଶ ସାହୁ, ସମ୍ପାଦକ ରୂପେ ଅର୍ଜୁନ କଅଁର, ଯୁଗ୍ମ ସମ୍ପାଦକ ରୂପେ ସିଦ୍ଧାର୍ଥ ଅଗ୍ରୱାଲ, କୋଷାଧ୍ୟକ୍ଷ ରୂପେ ନିରଞ୍ଜନ ମେହେର ନିର୍ବାଚିତ ହୋଇଥିଲା ବେଳେ ଅମିତ ପଟ୍ଟନାୟକ, ଶିବ ଶଙ୍କର ଶତପଥି, ସୂର୍ଯ୍ୟନାରାୟଣ ସାହୁ, ନଟବର ଅଗ୍ରୱାଲ, ଇନ୍ଦ୍ରମଣି ମେହେର,ଗାୟତ୍ରୀ ବେହେରା, ସରିତା ମେହେର ସଭ୍ୟ ରୂପେ ନିର୍ବାଚିତ ହୋଇଛନ୍ତି I ସେହିପରି ଶ୍ରୀଯୁକ୍ତ ନବ କୁମାର ମିଶ୍ର, ରଵୀନ୍ଦ୍ର କୁମାର ରାଉତ, ସୂର୍ଯ୍ୟକାନ୍ତ ଦଳବେହେରା ଓ ଦିଲ୍ଲୀପ କୁମାର ସାହୁଙ୍କୁ ନେଇ ସଂଘର ଉପଦେଷ୍ଟା ମଣ୍ଡଳୀ ଗଠିତ ହୋଇଯାଇଛି I ସମସ୍ତ ସଦସ୍ୟଙ୍କୁ ସ୍ୱାଗତ କରାଯିବା ସହିତ ଆଗାମୀ ଦିନରେ ସମସ୍ତଙ୍କ ସହଯୋଗରେ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଂଘର କୃତିତ୍ୱ ଜିଲ୍ଲା,ରାଜ୍ୟ ଓ ଜାତୀୟ ସ୍ତରରେ ବଜାୟ ରଖିବା ପାଇଁ କାମନା କରାଯାଇଥିଲା I ଇନ୍ଦ୍ରମଣି ମେହେର ଧନ୍ୟବାଦ ଜ୍ଞାପନ କଲା ପରେ ସଭା ସାଙ୍ଗ ଘୋଷଣା କରାଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026

You Might Also Like