-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ହିଆଁଲ କ୍ଳଷ୍ଟରରେ ଶିକ୍ଷା ସଚେତନତା ଳଥ

09-Apr-2026



କଣ୍ଟାବାଞ୍ଜି(ପ୍ରେରଣା ଖବର): ସାରା ରାଜ୍ୟରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟରେ ପ୍ରବେଶ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ସାମିଲ କରିବାପାଇଁ ଶିକ୍ଷା ସଚେତନତା ଳଥ ମାଧ୍ୟମରେ ତୁରେକେଲା ବ୍ଳକକୁ ସଚେତନ କରାଯାଉଛି।ଆଜି ହିଆଁଲ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କ୍ଳଷ୍ଟରର ହିଆଁଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଶୁଭାରମ୍ଭ କରାଯାଇଥିଲା।ବିଦ୍ୟାଳୟର ଛାତ୍ରଛାତ୍ରୀ ରଥକୁ ଧୂପଦୀପ ଓ ପୁଷ୍ପ ପ୍ରଦାନ କରିଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୁଧିଷ୍ଠିର ଭରାସଗ୍ରିଆ,ରାଜେନ୍ଦ୍ର ଦୋରା,ଲତାମଣି ସ୍ୱାଇଁ,ମମତା ପଣ୍ଡା,ମମିତା ସାହୁ,ଯଶୋବନ୍ତୀ ମାଝୀ, ମଧୁମତି ଦୀପ,ଜ୍ୟୋତ୍ସ୍ନା ବରିହା,ଆନନ୍ଦ ମିର୍ଦ୍ଧ।,ଖିରୋଜ ମାଝୀ,ସନ୍ତୋଷ ସୁନା,ରିନି ସାହୁ, ଆଦି ସହଯୋଗ କରିଥିଲେ।ମାଲପାମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀ ତଥା ଶିକ୍ଷକ ମାନେ ରଥକୁ ସ୍ୱ।ଗତ କରିଥିଲେ। ବିଦ୍ୟାଳୟର ଛାତ୍ରୀମାନେ ଏହି ଅବସରରେ ନୃତ୍ୟ ପରିବେଷଣ କରିଥିଲେ।

ପ୍ରଧାନ ଶିକ୍ଷକ ଅମରକାନ୍ତ ବେହେରା, ରାମ ପ୍ରସାଦ ବାଗ,ଅପୁ କୁମାର ଭୋଇ ଡଗର କିଶୋର ବନଗୋଲା ଆଦି ସହଯୋଗ କରିଥିଲେ।କର୍ଲାବାହାଲି ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମଧ୍ୟ ରଥକୁ ସ୍ୱାଗତ କରିଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ ପ୍ରଧାନ, ସଚିନ ସେଠ,ସତ୍ୟ ମାଝୀ, ସୋନାଲି ରାଉତରାୟ ଆଦି ଉପସ୍ଥିତ ଥିଲେ।ପରିଶେଷରେ ଡୁମେରଚୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରଥକୁ ଭବ୍ୟ ସ୍ୱାଗତ କରି ଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭି.କ୍ରିଷ୍ଣା, ଦୀପ୍ତୀବାଳା ବେହେରା, ସୁରେଶ୍ଶରୀ ବାରିକ,ରେଣୁକା ମହାନନ୍ଦ, ସସ୍ମିତା ସେଠ,ସୁନୀଲ ସେଠ ଉପସ୍ଥିତ ଥିଲେ।ସମସ୍ତଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ କ୍ଳଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା ଶପଥ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like