-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଅବସରରେ ସମଗ୍ର ଶିକ୍ଷା ସଚେତନତା ରଥକୁ ସେମଳା ଠାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

09-Apr-2026



(ପ୍ରିୟଦର୍ଶିନୀ ପାତ୍ର)
ପାପଡ଼ା ହାଣ୍ଡି ବ୍ଲକର ସେମଳା କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ସେମଳା ପ୍ରାଙ୍ଗଣରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଅବସରରେ ସମଗ୍ର ଶିକ୍ଷା ନବରଙ୍ଗପୁର ପକ୍ଷରୁ ଆସିଥିବା ସଚେତନତା ରଥକୁ ଭବ୍ୟ ସ୍ୱାଗତ କରାଯାଇଥିଲା।
ସେମଳା କ୍ଲଷ୍ଟରର ସିଆରସିସି ବାବୁଲାଲ ସାଗରଙ୍କ ନେତୃତ୍ୱରେ ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ସଚେତନତା ରଥକୁ ସ୍ୱାଗତ କରିଥିଲେ। ଏହି ଅବସରରେ ସିଆରସିସି ବାବୁଲାଲ ସାଗର ଶିକ୍ଷାର ଗୁରୁତ୍ୱ ଉପରେ ସଚେତନତାମୂଳକ ଭାଷଣ ଦେଇ କହିଥିଲେ ଯେ ପ୍ରତ୍ୟେକ ଶିଶୁଙ୍କୁ ବିଦ୍ୟାଳୟରେ ଭର୍ତ୍ତି କରାଇବା ଓ ସେମାନଙ୍କୁ ନିୟମିତ ଭାବେ ପାଠପଢ଼ାରେ ଅଂଶଗ୍ରହଣ କରାଇବା ସମସ୍ତଙ୍କ ଦାୟିତ୍ୱ।
ସେ ଅଭିଭାବକମାନଙ୍କୁ ନିଜ ଶିଶୁମାନଙ୍କୁ ବିଦ୍ୟାଳୟକୁ ପଠାଇବାକୁ ଅନୁରୋଧ କରିଥିବା ସହ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ନିଶୁଳ୍କ ପାଠ୍ୟପୁସ୍ତକ, ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ଶିକ୍ଷା ସୁବିଧା ବିଷୟରେ ମଧ୍ୟ ସଚେତନତା ସୃଷ୍ଟି କରିଥିଲେ।
ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ଶିକ୍ଷକମାନେ, ଅଭିଭାବକ ଓ ସ୍ଥାନୀୟ ଗ୍ରାମବାସୀମାନଙ୍କ ସକ୍ରିୟ ଅଂଶଗ୍ରହଣ ଦେଖାଯାଇଥିଲା। ସେମଳା କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟ ପକ୍ଷରୁ ଜିଲ୍ଲା ସମଗ୍ର ଶିକ୍ଷା ନବରଙ୍ଗପୁର ସଚେତନତା ରଥକୁ ଦିବ୍ୟ ଓ ଭବ୍ୟ ପରିବେଶରେ ସ୍ୱାଗତ କରାଯାଇଥିଲା।
କଳସ, ପଇଡ଼, ଆମ୍ବ ତୋରଣ ଓ “ସ୍ୱାଗତମ” ଝୁଣ୍ଟି ସଜାଣାରେ ବିଦ୍ୟାଳୟ ପ୍ରାଙ୍ଗଣ ଆକର୍ଷଣୀୟ ହୋଇଉଠିଥିଲା। ସଚେତନତା ରଥ ମାଧ୍ୟମରେ ଅଞ୍ଚଳରେ ଶିକ୍ଷାର ଗୁରୁତ୍ୱ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି ହୋଇଥିବା ବେଳେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଉତ୍ସାହ ଓ ଉତ୍ସବମୁଖର ପରିବେଶରେ ଅନୁଷ୍ଠିତ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like