-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||     

HOME   ଜିଲ୍ଲା

ଦୁର୍ଘଟଣାକୁ ଅପେକ୍ଷା କରିଛି କି ବିଦ୍ୟୁତ ବିଭାଗ ? ଲାଦରପାଲିରେ ମରଣଯନ୍ତା ସାଜିଛି ବଙ୍କା ବିଜୁଳି ଖୁଣ୍ଟ

09-Apr-2026



ଅତାବିରା(ଆକାଶ ମିଶ୍ର): ଅତାବିରା ଏନ.ଏ.ସି ସ୍ଥିତ ୱାର୍ଡ ନମ୍ବର ୯ ଲାଦରପାଲି ଗ୍ରାମର ଏକ ବହୁ ପୁରାତନ ହନୁମାନ ମନ୍ଦିର ସମ୍ମୁଖରେ ଥିବା ବିଜୁଳି ଖୁଣ୍ଟ ଏବେ ଗ୍ରାମବାସୀଙ୍କ ପାଇଁ ମରଣଯନ୍ତା ସାଜିଛି। ନିକଟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ଏହି ଖୁଣ୍ଟଟି ବଙ୍କେଇ ଯାଇ ମନ୍ଦିର ଆଡ଼କୁ ଢଳି ରହିଥିବା ବେଳେ, ଯେକୌଣସି ମୁହୂର୍ତ୍ତରେ ବଡ଼ ଧରଣର ଅଘଟଣ ଘଟିବାର ଆଶଙ୍କା ଦେଖାଦେଇଛି। ଆଗକୁ ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ ପଡ଼ୁଥିବାରୁ ଏହି ପ୍ରାଚୀନ ମନ୍ଦିର ପ୍ରାଙ୍ଗଣରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିବ। ମହାସମାରୋହରେ ପାଳିତ ହେବାକୁ ଥିବା ଏହି ଉତ୍ସବ ସମୟରେ ଯଦି କୌଣସି ଅଘଟଣ ଘଟେ, ତେବେ ଏଥିପାଇଁ ବିଦ୍ୟୁତ୍ ବିଭାଗ ସମ୍ପୂର୍ଣ୍ଣ ଦାୟୀ ରହିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଦୁଃଖର ବିଷୟ, ଅତି ନିକଟରେ ବିଦ୍ୟୁତ୍ ବିଭାଗର କାର୍ଯ୍ୟାଳୟ ଥିଲେ ମଧ୍ୟ କର୍ତ୍ତୃପକ୍ଷ ଏଥିପ୍ରତି ସମ୍ପୂର୍ଣ୍ଣ ଆଖି ବୁଜି ଦେଇଛନ୍ତି। ଗ୍ରାମବାସୀଙ୍କ ପକ୍ଷରୁଅନଲାଇନ ମାଧ୍ୟମରେ ବିଭାଗୀୟ କର୍ତ୍ତୃପକ୍ଷ ଙ୍କୁ ଜଣାଇ ସାରିଥିଲେ ହେଁ, ଏପର୍ଯ୍ୟନ୍ତ କୌଣସି ସମାଧାନ ହୋଇନାହିଁ। ବିଭାଗର ଏହି ଚରମ ଅବହେଳାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗ୍ରାମବାସୀ ସ୍ପଷ୍ଟ କରିଛନ୍ତି ଯେ, ଯଦି ହନୁମାନ ଜୟନ୍ତୀ ପୂର୍ବରୁ ଏହି ବିଜୁଳି ଖୁଣ୍ଟକୁ ସଜାଡ଼ିବା ସହ ବିପଦମୁକ୍ତ କରାନଯାଏ, ତେବେ ସେମାନେ ବାଧ୍ୟ ହୋଇ ବିଦ୍ୟୁତ୍ ବିଭାଗ କାର୍ଯ୍ୟାଳୟରେ ତାଲା ପକାଇବା ସହ କାମ ବନ୍ଦ କରିବେ। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ତୁରନ୍ତ ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026

You Might Also Like