-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

*ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ*-

10-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକ୍ କୁ ଉପଖଣ୍ଡ ମାନ୍ୟତା ଦାବୀରେ ଆଖପାଖ ଅଞ୍ଚଳର ବାସିନ୍ଦା ମାନଙ୍କ ପକ୍ଷରୁ ତରଭା ବ୍ଲକ୍ ସାମ୍ୱାଦିକ ସଂଘ ଆଜି ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛି । ଏହି ଦାବୀପତ୍ର ଜିଲ୍ଲାପାଳ ଙ୍କ ଜରିଆରେ ଓଡିଶା ର ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟ ରେ ପ୍ରଦାନ କରଯାଇଥିବା ବେଳେ ଏହାର ନକଲ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ବଲାଙ୍ଗୀର ସାଂସଦ, ସୋନପୁର ବିଧାୟକ ଙ୍କୁ ପ୍ରଦାନ କରାଯାଇଛି । ଏଥିରେ ଉଲ୍ଲେଖ ଅଛି ଯେ ତରଭାକୁ ଏକ ପୃଥକ ଉପଖଣ୍ଡରେ ପରିଣତ କରିବା ପାଇଁ ଆମର ଦୀର୍ଘ ବର୍ଷର ଦାବି ରହିଛି। ଏହି ଦାବି ଏ ଅଞ୍ଚଳର ଭୌଗଳିକ, ପ୍ରଶାସନିକ ଓ ଜନସଂଖ୍ୟା ଉପରେ ଆଧାରିତ ଯାହା ୧୯୯୨ ମସିହାରୁ ଲଗାତାର ପ୍ରସଙ୍ଗ ରହି ଆସିଛି । ସୁବର୍ଣ୍ଣପୁର ଜିଲ୍ଲାରେ ଅବସ୍ଥିତ ଏକ ମହତ୍ବପୂର୍ଣ ସହର, ଯାହା  ଜିଲ୍ଲାର ପଶ୍ଚିମାଞ୍ଚଳର ପ୍ରଶାସନିକ ଓ ଅର୍ଥନୈତିକ କେନ୍ଦ୍ର ଭାବରେ କାର୍ଯ୍ୟ କରୁଛି। ୧୯୬୭ ମସିହାରେ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି)ରେ ପରିଣତ ହୋଇଥିବା ତରଭାରେ ତିନୋଟି ରାଜସ୍ବ ଗ୍ରାମ (ତରଭା, ଅନ୍ତର୍ଡ଼ା  ଓ ଫଟାମୁଣ୍ଡା) ରହିଛି। ୧୨ ଟି ୱାର୍ଡରେ ବିଭକ୍ତ ଏହି ସହରର ଜନସଂଖ୍ୟା ୧୦ ହଜାରରୁ ଉର୍ଦ୍ଧା ବ୍ୟାପକ ତରଭା ତହସିଲ ଓ ବ୍ଲକର କ୍ଷେତ୍ରଫଳ ୩୩୦ ବର୍ଗ କିମି ଏବଂ ଜନସଂଖ୍ୟା ୧୨୭୦୨୬ (୨୦୧୧ ଜନ ଗଣନା ଅନୁଯାୟୀ) ରହିଛି l ତରଭା ବ୍ଲକ ଅଧୀନରେ ୨୧ ଟି ଗ୍ରାମ ପଞ୍ଚାୟତ  ଯାହା ଏହି ଅଞ୍ଚଳର ବ୍ୟାପକ ଗ୍ରାମୀଣ ପ୍ରସାରଣ ଓ ପ୍ରଶାସନିକ ଭାରକୁ ଦର୍ଶାଉଛି। 
ଏହି ସହରରେ ବ୍ଲକ କାର୍ଯ୍ୟାଳୟ, ତହସିଲ ଓ ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ (ଜେଏମଏଫସି) କୋର୍ଟ ଭଳି ଆବଶ୍ୟକ ପ୍ରଶାସନିକ ଭିତ୍ତିଭୂମି ରହିଛି, ଯାହା ଏହାକୁ ଉପଖଣ୍ଡ ମୁଖ୍ୟାଳୟ ଭାବରେ କାର୍ଯ୍ୟ କରିବାକୁ ପୂର୍ବ ପ୍ରସ୍ତୁତ କରିଛି। ତରଭା ବ୍ଲକରେ ତିନୋଟି ଡିଗ୍ରୀ କଲେଜ ଓ ସାତୋଟି ଯୁକ୍ତ-୨ କଲେଜ, ୨୧ଟି ହାଇସ୍କୁଲ, ପିଏମଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ରହିଛି। ତରଭା ତହସିଲ ଅଧୀନରେ ୭ ଟି ଆରଆଇ ସର୍କଲ ରହିଥ‌ିବା ବେଳେ ତରଭା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ୪ ଟି ପିଏଚସି ଓ ୧୪ ଟି ସବ ସେଣ୍ଟର ଅଛି। ତରଭା ଅଞ୍ଚଳରେ ୨ ଟି ରାଷ୍ଟ୍ରାୟତ ବ୍ୟାଙ୍କ ଓ ୩ ଟି ଓଡିଶା ଗ୍ରାମୀଣ ବ୍ୟାଙ୍କ ରହିଛି I ତରଭା ଆଇସିଡିଏସ ଅଧୀନରେ ୨୬୧ ଟି ଅଙ୍ଗନବାଡି କେନ୍ଦ୍ର କାର୍ଯ୍ୟ କରୁଛି। ଏଠାରେ ପ୍ରାଣୀଧନ ଚିକିତ୍ସାଳୟ, କୃଷି କାର୍ଯ୍ୟାଳୟ, ଜଳସେଚନ ବିଭାଗ ପ୍ରଭୃତି କାର୍ଯ୍ୟାଳୟ ମାନ ରହିଛି । ୪୮୯.୯ ବର୍ଗ କିମି ପରିବ୍ୟାପ୍ତ ତରଭା ଥାନା ଅଧୀନରେ ୨ ଟି ପୁଲିସ ଫାଣ୍ଡି ରହିଛି। ଏହା ଅଧୀନରେ ମୋଟ ୨୪ ଟି ଗ୍ରାମ ପଞ୍ଚାୟତ ରହିଥ‌ିବାବେଳେ ଜନସଂଖ୍ୟା ୧ ଲକ୍ଷ ୩୦ ହଜାର (୨୦୧୧ ଜନଗଣନା) ରୁ ଅଧିକ ରହିଛି । ଏହି ଦାବୀ କୁ ପ୍ରାଥମିକତା ଦେଇ ସମ୍ଭାବ୍ୟ ମୂଲ୍ୟାୟନ ଓ ଆକାରୀକ ବିଜ୍ଞପ୍ତି ଭଳି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଏହି ଦାବୀରେ ଅଞ୍ଚଳ ବାସୀ ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like