-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତ    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

ଲକ୍ଷାଧିକ ଟଙ୍କା ବ୍ୟୟରେ ସ୍ଥାପିତ ହୋଇଥିବା ପାନୀୟ ଜଳ ପ୍ରକଳ୍ପ ଅଚଳ : ପ୍ରବଳ ଖରାରେ ପଥିକ ହନ୍ତସନ୍ତ

10-Apr-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ପ୍ରାଣକେନ୍ଦ୍ର କୁହାଯାଉଥିବା ମୁଖ୍ୟ ବଜାର ତଥା ପୁରୁଣା ବସଷ୍ଟାଣ୍ଡ ଅଞ୍ଚଳରେ ପାନୀୟ ଜଳର ସଙ୍କଟ ତୀବ୍ର ହେବାରେ ଲାଗିଛି। ସାଧାରଣ ଲୋକଙ୍କୁ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ସ୍ଥାପିତ ହୋଇଥିବା ପାଣି ଫିଲ୍ଟର ଓ କୁଲର ବ୍ୟବସ୍ଥା ଦୀର୍ଘ ଏକ ବର୍ଷ ହେବ ଅକାମି ହୋଇ ପଡ଼ିରହିଛି। ଫଳରେ ଏହି ପ୍ରଚଣ୍ଡ ରୌଦ୍ରତାପରେ ବାହାରୁ ଆସୁଥିବା ପଥିକ ଓ ସ୍ଥାନୀୟ ବ୍ୟବସାୟୀମାନେ ଜଳକଷ୍ଟ ଭୋଗୁଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ଗତବର୍ଷ ଏହାକୁ ମରାମତି କାରାଯାଇ ଥିବା କହୁଛନ୍ତି ସ୍ଥାନୀୟ ସରପଞ୍ଚ କୁନ୍ଦରୁ ମଳିକ କିନ୍ତୁ ସ୍ଥାନୀୟ ଲୋକେ ପାଖାପାଖି ମରାମତି ହେବାର ପାଞ୍ଚ ଛଅ ଦିନ ପରଠୁ ଆଉ ଚାଲୁନାହିଁ | ବଜାରର ସବୁଠାରୁ ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଜଳ ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ପ୍ରାୟ ବର୍ଷେ ହେବ ଏହା ଖରାପ ହୋଇ ପଡ଼ିଛି। ଦେଖିବାକୁ ମିଳୁଛି ଯେ, ମେସିନ ଥିବା ଗୃହଟି ଏବେ କେବଳ ପୋଷ୍ଟର ମାରିବା ପାଇଁ ବ୍ୟବହାର ହେଉଛି ଏବଂ ସେଥିରେ ତାଲା ପଡ଼ିଛି। ଯେଉଁ ଟ୍ୟାପ୍‌ ଦେଇ ପାଣି ଆସିବା କଥା, ସେଠାରେ ଏବେ ଧୂଳି ଜମିଛି। ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ବଜାର ରେ ରାସ୍ତାଘାଟରେ ଯାତାୟାତ କରୁଥିବା ଲୋକେ ଟୋପେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀମାନେ ବାଧ୍ୟ ହୋଇ ଚଢ଼ା ଦରରେ ପାଣି ବୋତଲ କିଣିବାକୁ ବାଧ୍ୟ ହେଉଛନ୍ତି। ସରକାରୀ ଅର୍ଥରେ ନିର୍ମିତ ଏହି ବ୍ୟବସ୍ଥା ଥାଇ ମଧ୍ୟ କାର୍ଯ୍ୟକ୍ଷମ ନହେବା ସ୍ଥାନୀୟ ପ୍ରଶାସନର ଆନ୍ତରିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି ପାନୀୟ ଜଳ ପ୍ରକଳ୍ପକୁ ତୁରନ୍ତ ମରାମତି କରି କାର୍ଯ୍ୟକ୍ଷମ କରିବା ପାଇଁ ଅଞ୍ଚଳବାସୀ ଓ ପଥିକମାନେ ଜୋରଦାର ଦାବି କରିଛନ୍ତି। ଯଦି ଶୀଘ୍ର ଏହି ସମସ୍ୟାର ସମାଧାନ କରାନଯାଏ, ତେବେ ଆଗାମୀ ଦିନରେ ଖରା ବଢ଼ିଲେ ପରିସ୍ଥିତି ଆହୁରି ଜଟିଳ ହେବାର ସମ୍ଭାବନା ରହିଛି। ସ୍ଥାନୀୟ ସରପଞ୍ଚ ଏବଂ ବ୍ଲକ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ପଦକ୍ଷେପ ଗ୍ରହଣ କରିବାକୁ ଜନସାଧାରଣରେ ନିବେଦନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତ   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like