-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ଦୁଇ ଭଉଣୀଙ୍କ ହତ୍ୟା ଉଦ୍ୟମକରୀ ଥିବା ଅଭିଯୁକ୍ତ କୁ ସାତ ବର୍ଷ କାରାଦଣ୍ଡ

10-Apr-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
 ଜିଲ୍ଲା ଅତିରିକ୍ତ ଜିଲ୍ଲା ଦୌରା ଜଜ ମାନ୍ୟବର ବିଚାରପତି ଶ୍ରୀ ବିଷ୍ଣୁ ପ୍ରସାଦ ମିଶ୍ର ଏକ ହତ୍ୟା ଉଦ୍ୟମ ଘଟଣା ର ବିଚାରଣା କରି  ଅଭିଯୁକ୍ତ  ଅକ୍ଷୟ କୁମାର ଶରଣ ଓରଫ ବଣ୍ଟୁ କୁ  7 ବର୍ଷ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କରିବା ସହ10,000 ଟଙ୍କା ର ଅର୍ଥ ଦଣ୍ଡ ରେ ଦଣ୍ଡିତ କରିଛନ୍ତି l ଜୋରିମାନା ଅନାଦେୟରେ 5 ମାସ ର ଅତିରିକ୍ତ କାରାଦଣ୍ଡ ରେ ଦଣ୍ଡିତ କରିବାକୁ ରାୟ ଦେଇଛନ୍ତି *। *ସୂଚନା ଅନୁଯାୟୀ ,କୋଷାଗୁମୁଡା ଥାନା  ଅନ୍ତର୍ଗତ ନେଇଗାଁ ଗ୍ରାମର ପୀଡିତା ର ଭାଇ ସାହିଲ ସିଲ ଗଣ୍ଡା ଗତ 06/01/2025 ତାରିଖ ଦିନ କୋଷାଗୁମୁଡା ଥାନାରେ କେସ ନମ୍ବର 2/25 ପ୍ରକାରେ ଏକ ଲିଖିତ ଅଭିଯୋଗ କରିଥିଲେ ଯେ, ସକାଳ ପ୍ରାୟ 5.30 ତାଙ୍କ ଦୁଇ ଭଉଣୀ ଶ୍ରଦ୍ଧା ସିମରନ ଗଣ୍ଡା ଓ ସସ୍ମିତା ରାଣୀ ଗଣ୍ଡା ଏକ ମୋଟର ସାଇକେଲ ଯୋଗେ କୋଷାଗୁମୁଡା ଯାଉଥିବା ବେଳେ ମାଙ୍କିଡି ଗ୍ରାମ ପାଖରେ 2-3 ଜଣ ବ୍ୟକ୍ତି ବାଟରେ ଅଟକାଇ ହଠାତ କିଛି ଧାରୁଆ ଅସ୍ତ୍ର ଧରି ତାଙ୍କ ଦୁଇ ଭଉଣୀ ଙ୍କ ମୁଣ୍ଡ, ବେକ, କାନ ଓ ହାତରେ ଆକ୍ରମଣ କଲା,ଫଳରେ ସେମାନେ ଗଭୀର ଭାବରେ ଆଘାତ ପ୍ରାପ୍ତ ହେଲେ l  ଆକ୍ରମଣ କରିବା ପରେ ଅଭିଯୁକ୍ତ ମାନେ ଉକ୍ତ ଜାଗା ଛାଡି ଫେରାର ହୋଇ ଚାଲିଗଲେ l ପରେ ଦୁଇ ପୀଡିତା ନିକଟସ୍ଥ ମାଙ୍କିଡି ଗ୍ରାମକୁ ଯାଇ ଗ୍ରାମବାସୀଙ୍କ ସହାୟତା ରେ  ଏତେଲାକାରୀ ଙ୍କୁ ଫୋନ ଯୋଗେ ସୂଚନା ଦେବା ପରେ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ପ୍ରଥମେ କୋଷାଗୁମୁଡା ପ୍ରାଥମିକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କୋରାପୁଟ ଜିଲ୍ଲାର ଜୟପୁରକୁ ଅଧିକ ଚିକିତ୍ସା ନିମନ୍ତେ ପଠାଯାଇଥିଲା l *ପୋଲିସ ଘଟଣା ର ତଦନ୍ତ କରି ଅଭିଯୁକ୍ତ ଅକ୍ଷୟ କୁମାର ଶରଣ ଓରଫ ବଣ୍ଟୁ ବୋଲି ଜାଣିବା ପରେ ତାକୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ତା ନାମରେ ଭାରତୀୟ ନ୍ୟାୟ ସଂହିତା 2023 ର ଧାରା  126(2), 118(1),118(2), ଓ 109 ପ୍ରକାରେ ମାମଲା ରୁଜୁ କରି ଅଭିଯୁକ୍ତ କୁ କୋର୍ଟ ଚାଲାଣ କରିଥିଲେ ଯାହାର କୋର୍ଟ କେସ ନମ୍ବର ଥିଲା CT-11/25 l ସମସ୍ତ 21ଜଣ ସାକ୍ଷ୍ୟ ପ୍ରମାଣ କୁ ଭିତ୍ତି କରି ମାନ୍ୟବର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଶ୍ରୀ ବିଷ୍ଣୁ ପ୍ରସାଦ ମିଶ୍ର ଅଭିଯୁକ୍ତ ଅକ୍ଷୟ କୁମାର ଶରଣ ଓରଫ ବଣ୍ଟୁ କୁ 7 ବର୍ଷ କାରାଦଣ୍ଡ ରେ ଦଣ୍ଡିତ କରିଛନ୍ତି*l ପୀଡିତା ଙ୍କ ପକ୍ଷରୁ ମାମଲା କୁ  ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ସୁନନ୍ଦା ପ୍ରଧାନ ମାମଲା କୁ ପରିଚାଳନା କରୁଥିବା ସହ ପବ୍ଲିକ ପ୍ରସିକ୍ୟୁଟର ମାମଲା କୁ ତଦାରଖ କରୁଥିଲେ * l *ତ୍ୱରିତ ନ୍ୟାୟ ପାଇଥିବା ଯୋଗୁଁ ପୀଡିତା ଓ ତାଙ୍କ ପରିବାର ସହ ଜିଲ୍ଲାବାସୀ ନ୍ୟାୟପ୍ରକ୍ରିୟା ଉପରେ ସନ୍ତୋଷ ପ୍ରକଟ କରିଛନ୍ତି।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like