-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ଗୁଡଭେଲା ବ୍ଲକରେ ବିଧାୟକଙ୍କ ସମର୍ଥକ-ଅଧ୍ୟକ୍ଷାଙ୍କ ସମର୍ଥକ ମଧ୍ୟରେ ମାର୍‌ପିଟ

10-Apr-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ଗୁଡଭେଲା ବ୍ଲକରେ ରାଜନୈତିକ ଗଣ୍ଡଗୋଳ ଘଟି କିଛି ଲୋକ ଆହତ ହୋଇଥିବା ସୂଚନା ମିଳିଛି। ବିଜେପିଦଳର ଦୁଇଗୋଷ୍ଠୀ ମଧ୍ୟରେ ଏହି ଗଣ୍ଡଗୋଳ ହୋଇଛି। ଗତ କିଛିମାସ ହେଲା ଟିଟିଲାଗଡ ବିଧାୟକ ନବୀନ ଜୈନ ଓ ଗୁଡଭେଲା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ନିଜ ନିଜ ପତିଆରା ଦେଖାଇବାକୁ ଯାଇ ଆଜିର ଏହି ଗଣ୍ଡଗୋଳ ହୋଇଥିବା ଆଲୋଚନାର ବିଷୟ ହୋଇଛି। ମିଳିଥିବା ସୂଚନା ରୁ ଜଣାପଡିଛି ଯେ,ବିଧାୟକ ନବୀନ ଜୈନଙ୍କ ପ୍ରତିନିଧି ଭାବରେ ଦେଉଳଗୁଡିର ଶରତ ସାହୁ ରହିଛନ୍ତି। ଗୁଡଭେଲା ବ୍ଲକରେ ନିର୍ମାଣ ହେବାକୁଥିବା ଏକ ଷ୍ଟାଡିୟମ ବିଷୟରେ ଶରତ ସାହୁ ଓ ତାଙ୍କ ସମର୍ଥକମାନେ ବ୍ଲକକୁ ଯାଇ ଅଭିଯୋଗ କରିଥିଲେ। କୁଆଡେ ଗୁଡଭେଲା ସଦରମହକୁମାରେ ହେବାକୁ ଥିବା ମିନିଷ୍ଟାଡିୟମକୁ ଅଧ୍ୟକ୍ଷାଙ୍କ ସ୍ୱାମୀ ତଥା ଜାମୁଟ ସମିତି ସଭ୍ୟ ଅଶୋକ ଦୋରା ଜାମୁଟକୁ ନେଇଯାଇଛନ୍ତି। ସେଥିପାଇଁ ବିଧାୟକ ଗୋଷ୍ଠୀ ଏହାକୁ ଗୁଡଭେଲାରେ କରିବାକୁ ବ୍ଲକରେ ଅଧ୍ୟକ୍ଷାଙ୍କୁ ଅଭିଯୋଗ କରିଥିଲେ। ବିଧାୟକଙ୍କ ପ୍ରତିନିଧି ଶରତ ସାହୁଙ୍କ ନେତୃତ୍ୱରେ ପ୍ରାୟ ୧୦ରୁ ୧୨ଜଣ ବ୍ୟକ୍ତି ବ୍ଲକକୁ ଆଜି ଯାଇ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ଅଶୋକ ଦୋରାଙ୍କ ସହ ପ୍ରଥମେ ବଚସା ହୋଇ ପରେ ମାରପିଟ ପର୍ଯ୍ୟନ୍ତ କଥା ଯାଇଥିଲା। ଉଭୟଙ୍କ ଗୋଷ୍ଠୀ ମଧ୍ୟରେ ବ୍ଲକ ପରିସରରେ ପ୍ରବଳ ମାରପିଟ ହୋଇଥିଲା। ଉଭୟପଟୁ କିଛି ଲୋକ ଆହତ ହୋଇଥିବା ଜଣାପଡିଛି। ଏନେଇ ଅଶୋକ ଦୋରା ଗଣମାଧ୍ୟମକୁ କହିଛନ୍ତି ଯେ,ମିନିଷ୍ଟାଡିୟମ ବିଷୟରେ ସେ କିଛି ଜାଣିନାହାଁନ୍ତି କିନ୍ତୁ ସେହି ମିନିଷ୍ଟାଡିୟମକୁ ଅନ୍ୟଆଡେ ନେଇଯାଇଥିବା ଅଯଥାରେ ଅଭିଯୋଗ କରାଯାଉଛି। ବ୍ଲକ ଅଧ୍ୟକ୍ଷା ଓ ମୁଁ ଏକ କାର୍ଯ୍ୟକ୍ରମକୁ ଯାଇ ଫେରିବା ପରେ ଶରତ ସାହୁ କିଛି ମଦ୍ୟପକୁ ଧରିଆସି ବ୍ଲକଅଧ୍ୟକ୍ଷାଙ୍କୁ ଦୁର୍ବ୍ୟବହାର କରିଥିଲେ। ଯାହାକୁ ନେଇ ଗଣ୍ଡଗୋଳ ହୋଇଥିଲା ଓ ଆମର ପ୍ରାୟ ୫ଜଣ ପିଲା ଆହତ ହୋଇଛନ୍ତି ବୋଲି ଶ୍ରୀ ଦୋରା ଗଣମାଧ୍ୟମକୁ କହିଛନ୍ତି। ସେପଟେ ଲୋକଙ୍କ ଅଭିଯୋଗକୁ ନେଇ ଆମେ ପ୍ରାୟ ୧୦ଜଣ ବ୍ଲକକୁ ଆସିଥିବା ବେଳେ ଅଶୋକ ଦୋରାଙ୍କ ଗାଡିରେ ରଖାଯାଇଥିବା ଗେଡାରେ ତାଙ୍କ ସମର୍ଥକ ଆମକୁ ଆକ୍ରମଣ କରିଛନ୍ତି ବୋଲି ବିଧାୟକଙ୍କ ପ୍ରତିନିଧି ଶରତ ସାହୁ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ବ୍ଲକରେ ଅସାମାଜିକ ବ୍ୟକ୍ତିଙ୍କୁ ଆଣି ଅଶୋକ ଦୋରା ଗଣ୍ଡଗୋଳ କରାଉଥିବା ଶରତ ସାହୁ ଅଭିଯୋଗ କରିଛନ୍ତି। ତେବେ ଏନେଇ ସଦର ଏସଡିପିଓ  ସରୋଜ କୁମାର ଉପାଧ୍ୟାୟଙ୍କୁ ପଚାରିବାରୁ ଗୁଡଭେଲା ବ୍ଲକରେ କିଛି ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି କିନ୍ତୁ ପୋଲିସରେ ଏପର୍ଯ୍ୟନ୍ତ କେହି ଏତଲା ଦେଇନଥିବା କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like