-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ନୂତନ କୁଳପତିଙ୍କ ଯୋଗଦାନ 

10-Apr-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ବିଭୂତି ଭୂଷଣ ମଲ୍ଲିକ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ବେହେରା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ନୂତନ କୁଳପତି ବିଶ୍ଵବିଦ୍ୟାଳୟ ପରିସରରେ ପହଞ୍ଚିବା ପରେ ତାଙ୍କୁ ଏନ୍ ସି ସି କେଡ଼େଟ ମାନଙ୍କ ତରଫରୁ ଗାର୍ଡ଼ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା। କୁଳପତିପ୍ରଫେସର ମଲ୍ଲିକ ବିଶ୍ଵବିଦ୍ୟାଳୟ ପରିସରରେ ଥିବା ସ୍ଵର୍ଗୀୟ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ବିଶ୍ଵବିଦ୍ୟାଳୟର ବିଦାୟୀ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ବେହେରା ମଧ୍ୟ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।ଏହା ପରେ ପୂର୍ବତନ କୁଳପତି ନୂତନ କୁଳପତିଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ଦାୟିତ୍ୱ ହସ୍ତାନ୍ତର କରିଥିଲେ। ଏହି ଅବସରରେ ବିଶ୍ଵବିଦ୍ୟାଳୟ ତରଫରୁ ନୂତନ କୁଳପତିଙ୍କୁ ସ୍ଵାଗତ ଓ ବିଦାୟୀ କୁଳପତିଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ ନିମନ୍ତେ ଏକ ଭବ୍ୟ ସମାରୋହର ଆୟୋଜନ କରାଯାଇ ଥିଲା। ସମାରୋହକୁ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ପ୍ରତାପ କୁମାର ଦାଶ ସଂଯୋଜନା କରିଥିବା ବେଳେ ନୂତନ କୁଳପତି ଏବଂ ବିଦାୟୀ କୁଳପତିଙ୍କ ସମେତ କୁଳସଚିବ ଶ୍ରୀଯୁକ୍ତ ହରପ୍ରସାଦ ଭୋଇ ମଞ୍ଚାସୀନ ଥିଲେ। ବିଦାୟୀ କୁଳପତିଙ୍କୁ ପୁଷ୍ପଗୁଚ୍ଛ,ଉପଢୌକନ,ମାନପତ୍ର ଏବଂ ସ୍ମୃତି ସ୍ମାରକୀ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଡକ୍ଟର ଶ୍ୟାମ ଭୋଇ,ବିତ୍ତ ନିୟନ୍ତ୍ରକ ଶ୍ରୀଯୁକ୍ତ ଚନ୍ଦ୍ରମଣି ମିର୍ଦ୍ଧା, ମହାବିଦ୍ୟାଳୟ ଉନ୍ନୟନ ପରିଷଦ ର ନିର୍ଦ୍ଦେଶକ ଡକ୍ଟର ଜିତେନ୍ଦ୍ର କୁମାର ପ୍ରଧାନ, ଏଚ୍ ଆର୍ ଡି ସି ଡାଇରେକ୍ଟର ପ୍ରଫେସର ରାଜକିଶୋର ପାତ୍ର, ସେକ୍ସନ ଅଫିସର ରତ୍ନ କୁମାର ରାଉତଙ୍କ ସହ ବିଶ୍ଵବିଦ୍ୟାଳୟର ସମସ୍ତ ଅଧ୍ୟାପକ-ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like