-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ବିଧାୟକ କଳିକେଶଙ୍କ ସମୀକ୍ଷା ବୈଠକ, ଫ୍ଲୋରାଇଡ୍ ପାଣି ସମସ୍ୟା ଓ ବ୍ୟାରେଜ ପ୍ରକଳ୍ପ ଉପରେ ଗୁରୁତ୍ୱ

10-Apr-2026



ବଲାଙ୍ଗୀର (ପ୍ରେରଣା ଖବର): ମାନ୍ୟବର କଳିକେଶ ନାରାୟଣ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଆୟୋଜିତ ହୋଇଛି। ଏହି ବୈଠକରେ ଜନସ୍ୱାସ୍ଥ୍ୟ ବିଭାଗ, କ୍ଷୁଦ୍ର ଜଳସେଚନ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ଗ୍ରାମ୍ୟ ଜଳଯୋଗାଣ ବିଭାଗର କାର୍ଯ୍ୟକଳାପ ଉପରେ ବିସ୍ତୃତ ସମୀକ୍ଷା କରାଯାଇଥିଲା।
ବିଶେଷକରି ଗ୍ରାମାଞ୍ଚଳରେ ଫ୍ଲୋରାଇଡ୍ ଯୁକ୍ତ ପାଣି ସମସ୍ୟାକୁ ନେଇ ଗଭୀର ଆଲୋଚନା ହୋଇଥିଲା ଏବଂ ଏହାର ସ୍ଥାୟୀ ସମାଧାନ ପାଇଁ ତତ୍କାଳ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏହା ସହିତ ସୋନଗଡ଼ ନଦୀର ସିକୁଆଁ ଠାରେ ପ୍ରାୟ ୧୨୪ କୋଟି ଟଙ୍କା ବ୍ୟୟରେ ବ୍ୟାରେଜ ନିର୍ମାଣ ପ୍ରକଳ୍ପ ଉପରେ ମଧ୍ୟ ସମୀକ୍ଷା ହୋଇଛି। ପ୍ରକଳ୍ପଟି କାର୍ଯ୍ୟକ୍ଷମ ହେଲେ ଦେଓଗାଁ ବ୍ଲକ ଓ ବଲାଙ୍ଗିର ବ୍ଲକର ଅନେକ ଗ୍ରାମ ପଞ୍ଚାୟତରେ ଜଳସେଚନ ସୁବିଧା ବୃଦ୍ଧି ପାଇବା ସହ ପାନୀୟଜଳ ଯୋଗାଣ ସୁନିଶ୍ଚିତ ହେବ।
ବିଧାୟକ କଳିକେଶ ନାରାୟଣ ସିଂହଦେଓ ଙ୍କ ପ୍ରଚେଷ୍ଟାରେ ଏହି ପ୍ରକଳ୍ପ ଖୁବଶୀଘ୍ର ଆରମ୍ଭ ହେବାକୁ ଥିବାବେଳେ, ଏହା ଅଞ୍ଚଳର ଉନ୍ନୟନକୁ ଆହୁରି ସୁଯୋଗ ଦେବ ବୋଲି ଆଶା ଉଜ୍ଜୀବିତ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like