-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲିବାସୀଙ୍କ ଦୀର୍ଘ ବର୍ଷ ର ଦାବି ପୂରଣ ହେଲା

10-Apr-2026



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର ): ସୁବର୍ଣ୍ଣପୁର ଜିଲ୍ଲାର ଏକ ସମୃଦ୍ଧ ବ୍ଲକ ଭାବରେ ଡୁଙ୍ଗୁରିପାଲିକୁ ଗଣାଯାଇଥାଏ। ବ୍ଲକର ସଦର ମହକୁମାରେ ରାସ୍ତାକଡରେ ରାତ୍ରି ସମୟରେ ଲାଇଟ ବ୍ଯବସ୍ଥା ନ ଥିବାରୁ ଦୂରଦୂରାନ୍ତକୁ ଯିବା ପାଇଁ ବସକୁ ଅପେକ୍ଷାକରିଥିବା ଯାତ୍ରୀ ଓ  ଯିବା ଆସିବା କରୁଥିବା ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହି ଅସୁବିଧାକୁ ଦୂର କରିବା ପାଇଁ  ଅଞ୍ଚଳବାସୀ ସ୍ଥାନୀୟ ସରପଞ୍ଚ, ଜିଲ୍ଲାପାଳ, ବିଧାୟକଙ୍କ ଠାରେ 

ବାରମ୍ବାର ଗୁହାରୀ କରି ନୟାନ୍ତ ହୋଇଥିଲେ, ଶେଷରେ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓଙ୍କୁ ଏହି ବିଷୟରେ ଅବଗତ କରାଯିବା ପରେ ଲୋକପ୍ରିୟ ସାଂସଦ ଶ୍ରୀମତୀ ସିଂହ ଦେଓ ଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କର ପ୍ରତିନିଧି ସାନନ୍ଦ କୁମାର ମେହେରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆଜି ନିତେଇ ପାଲ, ବିକାଶ ହାତୀ, 

ବିରେନ୍ଦ୍ର କଠାର, ସୁରେଶ ପଧାନ, ପଟୁଆରୀ ପଧାନ,ଡାକ୍ତର ସେଟ ଙ୍କ ସହିତ ବହୁ କର୍ମୀଙ୍କ ଉପସ୍ଥିତିରେ ଡୁଙ୍ଗୁରିପାଲିର ଶିଶୁ ମନ୍ଦିର ଛକ, କୁଦେଇ ପଡା ଛକ, ଆର୍ ଏମ୍ ସି ଛକ, ସହଲା ଛକ, ଥାନା ପାଖ ଓ ବସଷ୍ଟାଣ୍ଡ, ଆମ୍ବେଦକର ଛକ, ଡେଲି ମାର୍କେଟ, ଶିବ ମନ୍ଦିର ଓ ହାଇସ୍କୁଲ ଛକ ଠାରେ ସୋଲାର ଲାଇଟ ଲଗାଯାଇଥିଲା। ଏହି ରାସ୍ତା କଡ ଆଲୋକୀକରଣ ଯୋଗୁ ଅଞ୍ଚଳବାସୀଙ୍କ ମଧ୍ଯରେ ଆନନ୍ଦର ଲହରୀ ଖେଲି ଯାଇଛି। ସମସ୍ତେ ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହ ଦେଓ ଓ ତାଙ୍କ ପ୍ରତିନିଧି ସାନନ୍ଦ କୁମାର ମେହେର ଏବଂ ଅଞ୍ଚଳର ବିଜେପି କାର୍ଯ୍ଯକର୍ତ୍ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like