-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

କରୋନା କଟକଣା କୋହଳ ପାଇଁ  ଟିଟିଲାଗଡ଼ ସାଉଣ୍ଡ ଲାଇଟ ଓ ଟେଣ୍ଟ ସଙ୍ଘ ର ସରକାର ଙ୍କୁ ନିବେଦନ

11-Oct-2020



ଟିଟିଲାଗଡ଼ ,11/10(ଜ୍ୟୋତି ପ୍ରକାଶ ପୁରୋହିତ)  ଆଜି ସ୍ଥାନୀୟ ଧବଳେଶ୍ଵର ମହାଦେବ ମନ୍ଦିର ପ୍ରାଙ୍ଗଣ ସ୍ଥିତ ପ୍ରହରୀ ମଣ୍ଡପ ନିକଟରେ ଟିଟିଲାଗଡ଼ ସାଉଣ୍ଡ ଲାଇଟ ଓ ଟେଣ୍ଟ ସଙ୍ଘ ର ଏକ ବୈଠକ ଅନୁଷ୍ଠିତ ହୋଇଛି । ତାଙ୍କର ଅନୁରୋଧ କୁ ସରକାର ଙ୍କ ନିକଟକୁ ପହଞ୍ଚାଇବା ସକାଶେ ଉକ୍ତ ବୈଠକ ରେ ସ୍ଥାନୀୟ ସାମ୍ବାଦିକ ମାନଙ୍କୁ ନିମନ୍ତ୍ରଣ କରିଥିଲେ । କରନା ମହାମାରୀ ଯୋଗୁଁ ମାର୍ଚ୍ଚ ମାସରୁ ସେମାନଙ୍କ ବ୍ୟବସାୟ ସମ୍ପୁର୍ଣ୍ଣ ଥପ୍ ହୋଇ ପଡ଼ିଛି। ପରିବାର ର ଭରଣ ପୋଷଣ ବହୁ କାଠିକର ହୋଇପଡିଛି। ରୋଜଗାର ପାଇଁ ଅନ୍ୟ ପନ୍ଥା ନାହିଁ। ଦୁଃଖ ବା ଜଣାଇବେ କାହାକୁ। ଏପଟେ ପୁଣି ପିଲାଙ୍କ ପାଠପଢ଼ା ଖର୍ଚ୍ଚ। ପିଲାଙ୍କ ଭବିଷ୍ୟତ କୁ ଅନାଇ ଅନିଛା ସତ୍ୱେ ସ୍କୁଲ ବନ୍ଦ ଥାଇ ମଧ୍ୟ ସ୍କୁଲ ଫି ଓ ବସ ଫି ଦେବାକୁ ପଡୁଛି ଏବଂ ପଡିବ। ତେବେ ମାଲିକ ମାନେ ଏପଟୁ ସେପଟୁ କାମ ଚଳାଇ ନେଉ ଛନ୍ତି ହେଲେ ତାଙ୍କ ପାଖରେ କାମ ପାଇଁ ନିୟୋଜିତ ଥିବା ଲୋକଙ୍କ ପରିସ୍ଥିତି ସାଙ୍ଘାତିକ ଅଛି। 
ତେବେ ସରକାର ଯେତେବେଳେ କଳାକାର ମାନଙ୍କ ପାଇଁ ଭତ୍ତା ଓ ବିଭିନ୍ନ ସୁବିଧା ଦେଲେ  କିନ୍ତୁ ଆମ୍ଭ ମାନଙ୍କୁ କୌଣସି ସୁବିଧା ଦେଇ ନାହାନ୍ତି। ତେଣୁକରି ସରକାରଙ୍କୁ ଅନୁରୋଧ ଯେ ଆମ୍ଭମାନଙ୍କ ଦୁଃଖ ବୁଝନ୍ତୁ ଏବଂ କଟକଣା କୋହଳ କରିବା ସହିତ ଆମ୍ଭମାନଙ୍କ କାମ ଆରମ୍ଭ କରିବା ପାଇଁ ଅନୁମତି ଦିଅନ୍ତୁ। 
ସଙ୍ଘ ର ସଭାପତି ଶ୍ରୀ ଧିରେଦ୍ର ସାହୁଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଥିବା ବେଳେ ସହ  ସମ୍ପାଦକ ମନୀଷ ସୁନା ସଭା କୁ ପରି ଚଲନା କରିଥିଲେ । ଉପସଭାପତି ରସିକ ପୋଢ଼, ସମ୍ପାଦକ ତ୍ରିଲୋଚନ ନାଏକ, କୋଷଧ୍ୟକ୍ଷ ମୁରଲୀ ପୁଟେଲ , ସହ କୋଷଧ୍ୟକ୍ଷ ନାରାୟଣ ବଗର୍ତୀ , ଉପଦେଷ୍ଟା ସିମନ ଜାଲ, ଶଙ୍କର ରାଓ ,ବ୍ରହ୍ମ ନନ୍ଦ ରଣା, ଅମୂଲ୍ୟ ମହାକୁର ଏବଂ ସଦସ୍ୟ ଉମେଶ ବଛା, ଧ୍ରୁବ ରାଜ ମାଝୀ, ରାଜୁ ବାଗ, ଭଗବାନ ଚନ୍ଦନ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like