-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଅୟନ ଫାଉଣ୍ଡେସନ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଛାମୁଣ୍ଡିଆ ପଞ୍ଚାୟତ ରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

06-Feb-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା) ନୟାଗଡ ଜିଲ୍ଲାର ଗଣିଆ ବ୍ଳକ ଅନ୍ତର୍ଗତ ଛାମୁଣ୍ଡିଆ ପଞ୍ଚାୟତ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ଜଣାଶୁଣା | ଏହି ଅଞ୍ଚଳ ରେ ସାଧାରଣ ଜନତା ସୁ ସ୍ୱାସ୍ଥ୍ୟସେବା ରୁ ବଞ୍ଚିତ ହେଉଥିବା ବେଳେ ବିଭିନ୍ନ ରୋଗ ରେ ପୀଡ଼ିତ ହୋଇ କାଳାତିପାତ କରୁଛନ୍ତି | ଏହି ଛାମୁଣ୍ଡିଆ ଗ୍ରାମ ଟି ଅୟନ ଫାଉଣ୍ଡେସନ ର ମୁଖ୍ୟ ଶ୍ରୀଯୁକ୍ତ ପଙ୍କଜ କୁମାର ସାହୁ ଙ୍କ ପୂର୍ବ ପୁରୁଷ ଙ୍କ ଦ୍ୱାରା ପ୍ରତିଷ୍ଠିତ ହୋଇ ଥିଲା | ସେ ଏହି ଗ୍ରାମାଞ୍ଚଳ ର ଜନସାଧାରଣ ଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ଉଦେଶ୍ୟ ରଖି ଛାମୁଣ୍ଡିଆ କୁଞ୍ଜବିହାରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ର ଆୟୋଜନ କରିଥିଲେ | ଉକ୍ତ ଶିବିର ରେ ଛାମୁଣ୍ଡିଆ ପଞ୍ଚାୟତ ର ପ୍ରାୟ ପାଞ୍ଚଶହ ରୁ ଉର୍ଦ୍ଧ ରୋଗୀ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣା ଔଷଧ ପ୍ରଦାନ କରାଯାଇଛି | ଏହି ଭଳି ଆଗକୁ ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ କରାଯିବ ବୋଲି ଶ୍ରୀଯୁକ୍ତ ସାହୁ ସୂଚନା ପ୍ରଦାନ କରିଛନ୍ତି | ଏହି ସ୍ୱାସ୍ଥ୍ୟ ଶିବିର ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ର ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡି ସଭାପତି ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଜେଡି ମୁଖପାତ୍ର ତଥା ଖଣ୍ଡପଡା ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଯୋଗଦେଇ ସ୍ୱାସ୍ଥ୍ୟ ଶିବିର ର ଶୁଭ ଉଦଘାଟନ କରିଥିଲେ | ଉକ୍ତ କାର୍ଯ୍ୟକ୍ରମ ରେ ଗଣିଆ ବ୍ଲକ ଅଧକ୍ଷ ସେସଦେବ ସ୍ୱାଇଁ, କନ୍ଧମାଳ ସାଂସଦ ଙ୍କ ନୟାଗଡ଼ ଜିଲ୍ଲା ପ୍ରତିନିଧି ସଦାଶିବ ମିଶ୍ର, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା, ନିଖିଳ ଉତ୍କଳ ବିଶ୍ୱ ବିଦ୍ୟାଳୟ କର୍ମଚାରୀ ସଂଘ ଅଧକ୍ଷ ଶାରଦା ଚରଣ ମହାନ୍ତି, ରୋଟାରୀ କ୍ଲବ ବରମୁଣ୍ଡା ର ଅଧକ୍ଷ ବିପିନ କୁମାର ପ୍ରଧାନ, ସ୍ଥାନୀୟ ସରପଞ୍ଚ ମଙ୍ଗୁଳି ସାହୁ ପ୍ରମୁଖ ଯୋଗ ଦେଇଥିଲେ | ଉକ୍ତ କାର୍ଯ୍ୟକ୍ରମ ଟି ପଙ୍କଜ କୁମାର ସାହୁ ଙ୍କ ମା ସ୍ବର୍ଗତ ରିତା ସାହୁ ଙ୍କ ଜନ୍ମ ତିଥିରେ ଆୟୋଜିତ ହୋଇ ଥିବାରୁ ଏହାକୁ ତାଙ୍କ ସ୍ମୃତି ରେ ଉତ୍ସର୍ଗ କରାଯାଇଛି ବୋଲି ଅୟନ ଫାଉଣ୍ଡେସନ ର ଅଧକ୍ଷ ପ୍ରକାଶ କରିଥିବା ବେଳେ ଆଗାମୀ ମେ ମାସରେ ତାଙ୍କ ସ୍ବର୍ଗତ ଜେଜେ ବାପାଙ୍କ ଜନ୍ମ ତିଥିରେ ଏହିଭଳି ଜନହିତକର କାର୍ଯ୍ୟକ୍ରମ କରାଯିବାର ଲକ୍ଷ ରଖିଛନ୍ତି ବୋଲି ସୂଚନା ଦେଇଛନ୍ତି | ଏହି ମାଗଣା ସ୍ୱାସ୍ଥ୍ୟ ଶିବିର ରେ କଟକ ଏବଂ ଭୁବନେଶ୍ୱର ର ବିଭିନ୍ନ ପ୍ରତିଷ୍ଠିତ ଡାକ୍ତର ମାନେ ଯୋଗ ଦେଇ ରୋଗୀ ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ | ବିଶେଷତଃ ଏହି ସ୍ୱାସ୍ଥ୍ୟ ଶିବିର ରେ ନାସା, ଚକ୍ଷୁ, ଗଳା, କର୍ଣ୍ଣ, ଇସିଜି ଆଦି ବିଭିନ୍ନ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇଦିଆଯାଇଥିଲା | ଆଗାମୀ ଦିନରେ କିଭଳି ଅଧିକ ଭଲ ଡାକ୍ତର ଏହି ଭଳି କାର୍ଯ୍ୟକ୍ରମ ରେ ଯୋଗଦେବେ ସେଥିପ୍ରତି ଗୁରୁତ୍ୱ ଦିଆଯିବାର ସୂଚନା ମିଳିଛି | ଶ୍ରୀଯୁକ୍ତ ସାହୁ ଙ୍କ ଏହିଭଳି ମନୋବଳ କୁ ଦୃଢ଼ କରିବା ପାଇଁ ଉପସ୍ଥିତ ଅତିଥି ମାନେ ତାଙ୍କୁ ପ୍ରୋତ୍ସାହିତ କରିବା ସହିତ ଆଗାମୀ ଦିନରେ ଜନହିତକର କାର୍ଯ୍ୟକ୍ରମ କରିବାର ଲକ୍ଷ କୁ ଭୁରି ପ୍ରଶଂସା କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like