-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

*ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*

11-Apr-2026



ବରୀ (ରଂଜିତ ମିହାନ୍ତ )
ବରୀ ଅରଙ୍ଗାବାଦ୍ (ଚତର) ଠାରେ ବରୀ ଅଞ୍ଚଳର ଅଗ୍ରଣୀ ହୋମିଓ ପ୍ରତିଷ୍ଠାନ କମଳା ହୋମିଓ ସେବା ସଦନ ଏବଂ ଯୁଧିଷ୍ଠିର ତ୍ରିପାଠୀ ମେମୋରିଆଲ୍ ଚାରିଟେବୁଲ୍ ଟ୍ରଷ୍ଟ ର ମିଳିତ ଆନୁକୁଲ୍ୟରେ ଟ୍ରଷ୍ଟ ର ସଭା ଗୃହରେ ହୋମିଓପ୍ୟାଥିକ ଚିକିତ୍ସା ବିଜ୍ଞାନର ଜନକ ଡାକ୍ତର ସି.ଫେଡ୍ରିକ.ସାମୁଏଲ୍ ହ୍ୟାନିମାନ ଙ୍କ ୨୭୨ ତମ ଜୟନ୍ତୀ ଏବଂ ବିଶ୍ଵ ହୋମିଓପ୍ୟାଥିକ ଦିବସ ମହାସମାରହରେ ପାଳିତ ହୋଇଯାଇଅଛି।
ଏହି କାର୍ଯ୍ୟକ୍ରମ କୁ ବରୀ ଅଞ୍ଚଳର ବରିଷ୍ଠ ନାଟ୍ୟକାର ଅଭୟ କୁମାର ଶତପଥି ପ୍ରଦ୍ଵିପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ।
ପ୍ରଥମେ ହ୍ୟାନିମାନ ଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସର୍ବଧର୍ମ  ପ୍ରାର୍ଥନା ମାଧ୍ୟମରେ ସମାରୋହ ଆରମ୍ଭ କରାଯାଇଥିଲା। ଏହି ସମାରୋହ କାର୍ଯ୍ୟକ୍ରମ ସମାଜସେବୀ ପ୍ରଭାସ ଚନ୍ଦ୍ର ଦାସ ଙ୍କ ସଭାପତିତ୍ବରେ ବିଶ୍ଵ ହୋମିଓପ୍ୟାଥିକ ଦିବସ ଅବସରରେ ସଞ୍ଜମୀ ଖାଦ୍ୟ, ଆଦର୍ଶ ଦିନଚର୍ଯ୍ୟା, ଯୋଗ,ପ୍ରାଣାୟାମ ଆଦି କେଉଁଭଳି ଭାବରେ ଶାରୀରିକ ଓ ମାନସିକ ସୁସ୍ଥତା ଆଣିବା ସହ ଅବସାଦ ମୁକ୍ତ ଜୀବନ ହୋଇପାରେ ସେ ବିଷୟରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା ।
ପ୍ରଥମେ ଶିବିରର ଆବାହକ ଯୁବ ସମାଜସେବୀ ଡଃ ବିଶ୍ଵନାଥ ତ୍ରିପାଠୀ ଅତିଥି ପରିଚୟ ସ୍ବାଗତ ଭାଷଣ ସହ ଚିକିତ୍ସା କ୍ଷେତ୍ରରେ ବିଶ୍ଵ ସମୁଦାୟ ପାଇଁ ହ୍ୟାନିମାନ ଙ୍କ ଅବଦାନ ବିଷୟରେ ବର୍ଣ୍ଣନା କରିଥିଲେ। ସମ୍ମାନିତ ଅତିଥି ଭାବେ ନବ ନିର୍ମାଣ କୃଷକ ସଂଗଠନ ର ଉପଦେଷ୍ଟା ମାଧବାନନ୍ଦ ଶାନ୍ତି, ପୂର୍ବତନ ଜିଲ୍ଲପରିଷଦ ରବୀନ୍ଦ୍ର କୁମାର ଜେନା, ଟ୍ରଷ୍ଟ ର ଅଧ୍ୟକ୍ଷା ଚଞ୍ଚଳା ତ୍ରିପାଠୀ,ସାମ୍ବାଦିକ ବିଶ୍ବଭୂଷଣ ଜେନା,ଅତିସ୍ କୁମାର ଜେନା, ଦେବୀ ପ୍ରସାଦ ଜେନା, ବିଶ୍ବହିନ୍ଦୁ ପରିଷଦ ଯାଜପୁର ର ସମରସତ୍ତା  ପ୍ରମୁଖ ଚିତ୍ତ ରଞ୍ଜନ ପରିଡ଼ା ପ୍ରଭୃତି ହ୍ୟାନି ମ୍ୟାନ ଙ୍କ ଜୀବନୀ  ଓ ହୋମିଓପ୍ୟାଥିକ ଔଷଧ ର ଗୁରୁତ୍ୱତା, ଉପକାରିତା ଆବଶ୍ୟକତା ବିଷୟରେ ନିଜ ନିଜର ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ହୋମିଓ ଭେଷଜ ସହାୟକ କାହ୍ନୁ ଚରଣ ନାୟକ,ପ୍ରତିଭା ତ୍ରିପାଠୀ, ଚିତ୍ତ ରଞ୍ଜନ ପାଢ଼ୀ, ଜୟ ପ୍ରକାଶ ନାଥ, ସ୍ଵୟଂ ସମ୍ପୂର୍ଣ୍ଣା ତ୍ରିପାଠୀ ପ୍ରଭୃତି ଯୋଗ ଦେଇଥିଲେ। ଚାରିଟେବୁଲ୍ ଟ୍ରଷ୍ଟ ର ସଦସ୍ୟ ହରପ୍ରସାଦ ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like