-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ

12-Apr-2026



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲାର ଗାନ୍ଧୀ ଷ୍ଟାଡିଅମ, ସୋନପୁରରେ ସକାଳ ୮.୩୦ ରେ ଜିଲ୍ଲାସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ ୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ ହୋଇଅଛି। ପୂର୍ବରୁ ବ୍ଲକ ସ୍ତରୀୟ ପ୍ରତିଯୋଗିତାରେ ଉତ୍ତୀର୍ଣ ହୋଇ ଛାତ୍ରଛାତ୍ରୀ ମାନେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇଛନ୍ତି। ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ତରଫରୁ ଜାରି ହୋଇଥିବା ନିର୍ଦେଶନାମା ଅନୁସାରେ ଜିଲ୍ଲା କ୍ରୀଡା ଓ ଯୁବ ସେବା ଅଧିକାରୀ ଚିତ୍ତରଞ୍ଜନ ମିଶ୍ରଙ୍କ ନେତୃତ୍ୱରେ ଏ ସମସ୍ତ କାର୍ଯକ୍ରମ ପରିଚାଳିତ ହୋଇଥିଲା। ଏହି କାର୍ଯକ୍ରମରେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଏବଂ ଅନ୍ୟ ଶାରୀରିକ ଶିକ୍ଷକ ମାନେ ଉପସ୍ଥିତ ଥିଲେ ଏବଂ କାର୍ଯକ୍ରମକୁ ସମ୍ପାଦନ କରିଥିଲେ। ଏହିପରି ଆସନ୍ତା ୧୬.୦୪.୨୦୨୬ରେ ‘ଖୋଖୋ’ ଏବଂ ୧୭.୦୪.୨୦୨୬ରେ ‘ଭଲିଭଲ’ ଖେଳ ପାଇଁ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମର ଦିନ ଧର୍ଯ୍ୟ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like