-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଦେଶ ବିଦେଶ

କୋଭିଡ ଟିକା ନେବା ପରେ ୮ ମହିଳା ସୁରକ୍ଷା କର୍ମୀ ଅସୁସ୍ଥ

06-Feb-2021



ଅଯୋଧ୍ୟା(ପ୍ରେରଣା ଖବର ବ୍ୟୁରୋ):ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ସୁରକ୍ଷା ପାଇଁ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କ ମଧ୍ୟରୁ ୮ ଜଣ ମହିଳା ଆରକ୍ଷୀଙ୍କ ସ୍ୱାସ୍ଥ୍ୟାବସ୍ଥା ଶନିବାର ସକାଳୁ ଖରାପ ହୋଇଯାଇଛି। ଏହି ଖବର ପ୍ରଚାର ହେବା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ୮ ମହିଳା କନ୍‌ଷ୍ଟେବଲ୍‌ଙ୍କୁ ଶ୍ରୀରାମ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରୀ ଟିମ୍‌ ଏମାନଙ୍କ ଉପରେ ନଜର ରଖିଛନ୍ତି। ଏହି ମହିଳା କନ୍‌ଷ୍ଟେବଲ୍‌ମାନେ ଶୁକ୍ରବାର ଜିଲ୍ଲାରେ ହୋଇଥିବା କୋଭିଡ-୧୯ ଟିକାକରଣରେ ସାମିଲ ହୋଇ ଟିକା ନେଇଥିଲେ।

ଆଜି ସକାଳୁ ଏହି ମହିଳା କନ୍‌ଷ୍ଟେବଲ୍‌ମାନେ ନିଜ ନିଜ କର୍ମସ୍ଥଳୀରେ ପହଞ୍ଚିଥିଲେ। ସକାଳୁ ସକାଳୁ ସେମାନେ ଅସୁସ୍ଥ ଅନୁଭବ କରିଥିଲେ। ସେମାନଙ୍କର ମୁଣ୍ଡ ବିନ୍ଧା ହେବା ସହ ବାନ୍ତି ହୋଇଥିଲା। ଗତ ଦୁଇ ଓ ତିନି ତାରିଖରେ  ଡ୍ୟୁଟିରେ ଥିବା ଏକାଧିକ ମହିଳା ସୁରକ୍ଷା କର୍ମୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ଅନ୍ୟମାନେ ଭୟଭୀତ ହୋଇ ଯାଇଥିଲେ। ଅନ୍ୟ ସୁରକ୍ଷାକର୍ମୀମାନେ ଏ ସଂକ୍ରାନ୍ତରେ ସୂଚନା ଅଧିକାରୀଙ୍କୁ ଦେଇଥିଲେ। ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଏହି ମହିଳା ସୁରକ୍ଷା କର୍ମୀଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଉଜୈର ଅହମ୍ମଦ ଅନ୍‌ସାରୀଙ୍କ କହିବା ଅନୁଯାୟୀ, ଏସବୁ ଲକ୍ଷଣ ସାମାନ୍ୟ ଅଟେ। ଏପରି ସମସ୍ୟା କରୋନା ଭାକ୍ସିନ ନେବା ପରେ ପ୍ରାୟ ଆସିଥାଏ। ଏଥିରେ ଶରୀର ଦରଜ ହେବା ସହ ହାଲିଆ ଭାବ ବଢିଯାଇଥାଏ। ଡାକ୍ତରଙ୍କ କହିବା ଅନୁଯାୟୀ, ଯେ କୌଣସି ଟିକା ନେଲେ ଏହି ପ୍ରକାର ସାଇଡ ଇଫେକ୍ଟ ଦେଖା ଦେଇଥାଏ।

ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି ଏବଂ ରକ୍ତଚାପ ସ୍ୱାଭାବିକ ଅଛି। ଡାକ୍ତରୀ ଟିମ୍‌ ସେମାନଙ୍କ ଉପରେ ନଜର ରଖିଛି। ପରୀକ୍ଷା ରିପୋର୍ଟ ଆସିବା ପରେ ସବିଶେଷ ତଥ୍ୟ ଜଣାପଡ଼ିବ ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି।

ସୂଚନା ଥାଉ କି, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଶୁକ୍ରବାର ଲୋକସଭାରେ ସୂଚନା ଦେଇ କହିଛନ୍ତି, ୫୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ମାର୍ଚ୍ଚ ୨ୟ କିମ୍ବା ୩ୟ ସପ୍ତାହରେ ଟିକା ଦିଆଯିବା ପ୍ରକ୍ରିୟା ଆରମ୍ଭ ହେବ। ସାଂସଦଙ୍କ ଏକ ପ୍ରଶ୍ନର ଏକ ଉତ୍ତରରେ ହର୍ଷବର୍ଦ୍ଧନ କହିଛନ୍ତି, କୋଭିଡ-୧୯ର ଦୁଇ ଡୋଜ ଟିକାକୁ ଜରୁରୀକାଳିନ ବ୍ୟବହାର ପାଇଁ ମଞ୍ଜୁରୀ ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜାନୁଆରୀ ୧୬ ତାରିଖ ୨୦୨୧ରେ ଆରମ୍ଭ କରାଯାଇଛି। ଦେଶରେ ବର୍ତ୍ତମାନ ସୁଦ୍ଧା ୫୦ ଲକ୍ଷ ଲୋକଙ୍କୁ ଟିକା ପ୍ରଦାନ କରାଯାଇଛି।

ମନ୍ତ୍ରୀ ଆହୁରି କହିଛନ୍ତି, ବର୍ତ୍ତମାନ ଆହୁରି ୭ଟି ଟିକା ଉପରେ ଗବେଷଣା ଚାଲିଛି। ଏଥିମଧ୍ୟରୁ ୩ଟି ଟିକା କ୍ଲିନିକାଲ ଟ୍ରାଏଲର ତୃତୀୟ ପର୍ଯ୍ୟାୟରେ ରହିଛି। ୨ଟି ଟିକା କ୍ଲିନିକାଲ ଟ୍ରାଏଲର ପ୍ରଥମ ଏବଂ ୨ୟ ପର୍ଯ୍ୟାୟରେ ରହିଛି। ୨ଟି ଟିକା ପ୍ରି-କ୍ଲିନିକାଲ ଷ୍ଟେଜ୍‌ରେ ରହିଛି। ତେବେ ଟିକାକରଣର ପ୍ରଥମ ପର୍ଯ୍ୟାୟରେ ଏକ କୋଟି ସ୍ୱାସ୍ଥ୍ୟ କର୍ମୀଙ୍କୁ ଟିକାକରଣ କରାଯିବା ଲକ୍ଷ୍ୟ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like