-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

12-Apr-2026



ବଲାଙ୍ଗିର(ପ୍ରେରଣା ଖବର):ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଟିକ୍ରାପଡା ରାମଜୀ ମନ୍ଦିରରେ ସ୍ବର୍ଗତ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଏକ ଶୋକସଭା ଗାନ୍ଧି ପାଠାଗାର ସଭାପତି ପ୍ରକାଶ ନେପାକଙ୍କ ଅଧ୍ୟକ୍ଷତାରେ ଆୟୋଜନ କରାଯାଇ ଅମର ଆତ୍ମା ର ସଦଗତି ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା l ଉକ୍ତ ସଭାରେ ପଡ଼ାବାସୀ, ପାଠାଗାର ସଭ୍ୟ ତଥା ଟିକ୍ରାପଡା ଅହୋରାତ୍ର ନାମଯଂଜ୍ଞ କମିଟିର ସମସ୍ତ ସଭ୍ୟ ସଭ୍ୟା ଉପସ୍ଥିତ ରହି ସ୍ବର୍ଗତ ପ୍ରମୋଦ ସାହୁ ଙ୍କ ସ୍ମୃତିଚାରଣ କରିଥିଲେ l ପାଠାଗାର ବରିଷ୍ଟ ସଭ୍ୟ ଭଗବାନ ବଗର୍ତି, ଅଶୋକ ଚାନ୍ଦ, ମଧୁସୂଦନ ନାୟକ, ରାଜେନ୍ଦ୍ର ମିଶ୍ର,ତ୍ରିନାଥ ସାହୁ  ସାହୁ,ବିଧୁଭୂଷଣ ତ୍ରିପାଠୀ, କୁନୁ  ପାତ୍ର ପ୍ରମୁଖ ପ୍ରମୋଦ ସାହୁ ଙ୍କ ପଡ଼ା ପ୍ରତି ତଥା ସମସ୍ତ ଅନୁଷ୍ଠାନ ଙ୍କ ପ୍ରତି ସହଯୋଗ ସ୍ମରଣୀୟ ହୋଇ ରହିବ ବୋଲି ପ୍ରକାଶ କରିଥିଲେ l ପାଠାଗାର ଉପସଭାପତି ସନ୍ତକ ବହିଦାର ଗାନ୍ଧୀପାଠାଗାର ଜଣେ ସଚ୍ଚୋଟ ସଂଗଠକକୁ ହରାଇଲା ବୋଲି ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ l ପାଠଗାର ସଭାପତି ଓ ଉପସ୍ଥିତ ସମସ୍ତ ଜନତା ସ୍ବର୍ଗତ ପ୍ରମୋଦ ସାହୁ ଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ଅମର ଆତ୍ମା ର ସଦଗତି ପ୍ରାର୍ଥନା କରିଥିଲେ ଏବଂ ତାଙ୍କ ପରିବାର ବର୍ଗ ଙ୍କୁ ଆସ୍ଵାଶନା ଦେଇଥିଲେ l ଏହି ଶୋକସଭାରେ ଟିକରପଡା ନାମଯଜ୍ଞ କମିଟିର ବରିଷ୍ଠ ସଭ୍ୟ ଶିବନାରାୟଣ ରଥ, ଶରତ ଷlଣ୍ଡ, ଦୁର୍ଗା ସାହୁ, ରାଜୁ ଅଗ୍ରୱାଲ, ରବି ଅଗ୍ରୱାଲ, ଲିନା ମହାନ୍ତି, ତୁଫାନ ସାହୁ, ପିଙ୍କୁ ପଣ୍ଡା, ଗାନ୍ଧି ପାଠାଗାର ବରିଷ୍ଠ ସଭ୍ୟ ଅନୁ ବେହେରା, ରାଜେନ୍ଦ୍ର ପାଣି, ଶିବେନ୍ଦ୍ର ସାହୁ, ହୃଦୟ ରଞ୍ଜନ ସାହୁ, ଦାଶରଥି ସାହୁ, ଅବଦୁଲ ରଜାକ,ଅମୀୟ ମିଶ୍ର, ରିଆଜ଼ ଖାନ, ପ୍ସୁରେଶ ଅଗ୍ରୱାଲ, ହରିଶଙ୍କର ପଣ୍ଡା, ପ୍ରମୋଦ ପ୍ରଧାନ, ଅଜିତ ପଣ୍ଡା, ଉଲ୍ଲାସ ମହାନ୍ତି, ରଶ୍ମି ମହାନ୍ତି, ସୁରେନ ସାହୁ,ଜ୍ୟୋତି ବାରିକ,  ବାବୁ ସାହୁ ପ୍ରମୁଖ ସ୍ବର୍ଗତ ପ୍ରମୋଦ ସାହୁ ଙ୍କ ଫୋଟୋଚିତ୍ରରେ ପୁଷ୍ପ ମାଳ ପ୍ରଦାନ କରି ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like