-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ

13-Apr-2026



(ରଂଜିତ ମହାନ୍ତି )
 ବରୀ ବ୍ଲକ୍ କୃପାସିନ୍ଧୁ ବିଦ୍ୟାଭବନର ପୁରାତନ ଛାତ୍ରଛାତ୍ରୀଙ୍କ ଏକ ଗୁରୁପୂଜନ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ୪୫ବର୍ଷ ପରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପଞ୍ଚାନନ କର ଯୋଗଦେଇଥିଲେ। ଶ୍ରୀକର ପୁରୁଣା ଦିନ କଥା ମନେ ପକାଇ ଛାତ୍ରଛାତ୍ରୀମାନଙ୍କୁ ଆଶୀର୍ବାଦ କରିଥିଲେ । ପୁରାତନ ଛାତ୍ର ସଂଗଠନ ପକ୍ଷରୁ ପ୍ରଭାସ ଚନ୍ଦ୍ର ଦାସଙ୍କ ସଂଚାଳନରେ ଅନୁଷ୍ଠିତ ଉତ୍ସବରେ ଅବସରପ୍ରାପ୍ତ ଶିକ୍ଷକ ବିଚିତ୍ରାନନ୍ଦ ପୁହାଣ ଓ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ଉର୍ମିଳା ପତି, ପ୍ରଧାନଶିକ୍ଷକ ଜ୍ୟୋତିରଂଜନ ସାହୁ ଯୋଗ
ଦେଇଥିଲେ। ମୁକୁନ୍ଦ ଚରଣ ଦାସ ଅତିଥି ପରିଚୟ ଓ ଧନ୍ୟବାଦ ଦେଇଥିଲେ | ବିଜୟ କୁମାର ଦାସ ଗୁରୁବନ୍ଦନା ଗାନ କରିଥିଲେ। ପ୍ରାରମ୍ଭରେ ଦିବଂଗତ ଶିକ୍ଷକମାନଙ୍କ ଉଦ୍ଦେଶ୍ୟରେ ନିରବ ପ୍ରାର୍ଥନା କରାଯାଇଥିଲା | ଗୁରୁମାନଙ୍କୁ ସମ୍ମାନିତ କରାଯାଇଥିଲା। ସଂଧ୍ୟାରାଣୀ ଦାସ, ସସ୍ମିତା ଦାସ, ଚନ୍ଦ୍ରମଣି ବେହେରା, ଗୌରାଙ୍ଗ ରାୟ, ମଞ୍ଜୁଶ୍ରୀ ଦାଶ ପ୍ରମୁଖ ବକ୍ତବ୍ୟ ରଖିଥିଲେ | ଶ୍ୟାମସୁନ୍ଦର ରାଉତ, ଉମେଶ ଚନ୍ଦ୍ର ଦାସ, ରମେଶ ଚନ୍ଦ୍ର ବେହେରା, ଦଶରଥ ବେହେରା, ତୁଷାର ରଂଜନ ପରିଡ଼ା, ନବୀନ ପରିଡ଼ା, ଅନିରୁଦ୍ଧ ବେଉରିଆ, କୈଳାସ ସାମଲ, ଜୟନ୍ତ ଦାସ ପ୍ରମୁଖ ବନ୍ଧୁମିଳନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like