-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ

13-Apr-2026



ବରପାଲି (ସୁଦାମ ଦୀପ) 
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ସାମୁହିକ ବ୍ରତ ଉପନୟନ ଆୟୋଜିତ ହୋଇଯାଇଛି। ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ଗତ ୧୧ ତାରିଖ ଶନିବାର ସନ୍ଧ୍ୟାରେ ଚାରିକର୍ମ ଅନୁଷ୍ଠିତ ହୋଇଥିବା ବେଳେ ଆଜି ରବିବାର ବ୍ରତୋପନୟନ କରାଯାଇଥିଲା। ଚଳିତ ବର୍ଷ ବାଙ୍କିଗିର୍ଡି ଗ୍ରାମର ରୋହିତ ଦାଶ, ମହଦା ର ହେମନ୍ତ ଷଡ଼ଙ୍ଗୀ, ଭଟିଗାଁ ର ଏକଲବ୍ୟ ପଣ୍ଡା, ବରପାଲି ର ଉମାକାନ୍ତ ମିଶ୍ର ଓ ଝସକେତନ ମିଶ୍ର,  ତେନ୍ତୁଳି ଗାଁ ର ଓଁକାର ମିଶ୍ର ଏବଂ ଭେଡେନ ର ସମୀର ନନ୍ଦ ସାତ ଜଣ ବଟୁଙ୍କୁ ବ୍ରତ କରାଯାଇ ସାବିତ୍ରୀ ପ୍ରଦାନ କରାଯାଇଥିଲା। ସନ୍ଧ୍ୟାରେ ରୋଷଣି କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଦୁଲ୍‌ ଦୁଳି ବାଜା, ଶଙ୍ଖ , ଘଣ୍ଟ ବାଦ୍ୟ ଆଦି ସାମିଲ କରାଯାଇଥିଲା।ଏହି ସାମୁହିକ ବ୍ରତ ଉପନୟନ ରେ ବ୍ଲକ ସଭାପତି ପଣ୍ଡିତ କୃଷ୍ଣ ଚନ୍ଦ୍ର ଦେବତା, କାର୍ଯ୍ୟକାରୀ ସଭାପତି ନରେନ୍ଦ୍ର କୁମାର ହୋତା,  ଉପ ସଭାପତି ବିଭୂତି ଭୂଷଣ ମିଶ୍ର, ପଣ୍ଡିତ ସଦାନନ୍ଦ ଦାଶ, ସମ୍ପାଦକ ଅରୁଣ କୁମାର ପଣ୍ଡାଙ୍କ ସମେତ ବ୍ଲକର ସାତ ଶହରୁ ଉର୍ଦ୍ଧ୍ବ ସଭ୍ୟ, ସଭ୍ୟା ଏହି କାର୍ଯକ୍ରମ ରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like