-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*

13-Apr-2026



(ପ୍ରିୟଦର୍ଶିନୀ ପାତ୍ର)
 ବନ୍ୟଜନ୍ତୁ ସୁରକ୍ଷା ନିମନ୍ତେ ବନ ବିଭାଗ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଜାରି ରହିଥିବା ବେଳେ  ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଅଞ୍ଚଳରେ ଏକ ବଡ଼ ସଫଳତା ମିଳିଛି। ଚିକିଲି ଜଙ୍ଗଲ ଅଞ୍ଚଳରେ ବାଘ ଛାଲ ଚୋରା ଚାଲାଣ ସମୟରେ ବନ ବିଭାଗ ଚଢ଼ଉ କରି ୧ଟି  ଚିତା ବାଘ ଛାଲ ଜବତ କରିବା ସହ ୫ ଜଣଙ୍କୁ ଗିରଫ କରିଛି।ସୂଚନା ଅନୁସାରେ, ଚୋରା ଶିକାରୀମାନେ ଚିକିଲି ଜଙ୍ଗଲରୁ ବାଘ ଛାଲକୁ ଅନ୍ୟତ୍ର ଚୋରା ଚାଲାଣ କରିବା ପାଇଁ ଯୋଜନା କରୁଥିବାବେଳେ ବନ ବିଭାଗକୁ ଗୁପ୍ତ ସୂଚନା ମିଳିଥିଲା। ଏହା ପରେ ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ବନ ଅଧିକାରୀମାନେ ତୁରନ୍ତ ଏକ ଟିମ୍‌ ଗଠନ କରି ଚଢ଼ଉ କରିଥିଲେ। ଚଢ଼ଉ ସମୟରେ ସନ୍ଦିଗ୍ଧ ଅବସ୍ଥାରେ  ୨ଟି ମୋଟର ସାଇକଲ ନଂ ଓଡ଼ି ୨୪ଏଫ ୬୫୬୨ ଓ ଓଡୀ ୨୪ପି ୨୪୨୫  ସହ ଥିବା ୫ ଜଣ ଯଥା ନବରଙ୍ଗପୁର ଥାନା ଅଧୀନ ବଣିଆ ଗ୍ରାମର ଅର୍ଜୁନ ହରିଜନ (୩୦), ମାଇଦଲପୁର  ଥାନା ଅଧିନ ଶିବ କଲାର (୩୮) , ଗୋପିଗୁଡ଼ା ଗ୍ରାମର ବାଇଚନ୍ଦ୍ର ମଙ୍ଗଲି (୪୯), ମାଇଦଲ ପୁର  ଗ୍ରାମର କେଦାରନାଥ ବିସୋଇ  (୪୨) ଓ  ନବରଙ୍ଗପୁର ଥାନା ଅଧୀନ ପଖନାଗୁଡ଼ା ଗ୍ରାମର ମିହିର  ହରିଜନ  (୨୫) ଙ୍କୁ ଧରିବା ସହ ତାଙ୍କ ନିକଟରୁ ଚିତା  ବାଘ ବାଘ  ର ଛାଲ ଜବତ କରାଯାଇଥିଲା।ଗିରଫ ହୋଇଥିବା ବ୍ୟକ୍ତିମାନଙ୍କୁ ପଚରାଉଚରା ଚାଲିଥିବା ବେଳେ, ଏହି ଘଟଣାରେ ଆଉ କିଏ କିଏ ଜଡିତ ଅଛନ୍ତି ତାହା ଖୋଜାଯାଉଛି। ବନ ବିଭାଗ କହିଛି ଯେ ବନ୍ୟଜନ୍ତୁ ଚୋରାଚାଲାଣ ରୋକିବା ପାଇଁ ଆଗାମୀ ଦିନରେ ଏପରି ଚଢ଼ଉ ଆହୁରି ବଢ଼ାଯିବ  ବୋଲି ଡାବୁଗାଁ ବାନାଁଞ୍ଚଳ ଅଧିକାରୀ ରାମ ଚନ୍ଦ୍ର ଭତ୍ରା ସୂଚନା ଦେଇଛନ୍ତି। ଏହି ଚଢ଼ଉ ସମୟରେ  ଏସିଫ ଦିଵ୍ୟା ମାଧୁରୀ ସେଠୀ  ଫରେଷ୍ଟର ମଧୁସୂଦନ ପାତ୍ର, ଅଙ୍କୁସ ଦାସ , କାର୍ତ୍ତିକ ମାଝୀ , ଲାଲୁ ବିଷୋଇ , ତାପସ ପଟ୍ଟନାୟକ , ରିତାରାଣି ଓ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like