-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||     

HOME   ଜିଲ୍ଲା

ରେଟାମୁଣ୍ଡାରେ ନାମଯଜ୍ଞ କଲସ ଶୋଭାଯାତ୍ରା

14-Apr-2026



ବରପାଲି - (ସୁଦାମ ଦୀପ) ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ରେଟାମୁଣ୍ଡାରେ ଗତ  13ତାରିଖରେ ଚୋବିଶ ପ୍ରହରୀ ନାମ ଯଜ୍ଞର କଳସ ସ୍ଥାପନ ହୋଇଯାଇଅଛି l ଗ୍ରାମର ଶତାଧିକ ପୁରୁଷ ଓ ମହିଳା ବେହେରାକଟା ବନ୍ଧରୁ ପୂର୍ଣ୍ଣ କଳସ ଶହ କୀର୍ତ୍ତନ ପରିକ୍ରମା କରି ପୁଜା ମଣ୍ଡପରେ କଳସ ଯାତ୍ରା ପହଞ୍ଚି ଥିଲା l ଏଥିରେ  ମୁଖ୍ୟ କର୍ତ୍ତା ଭାବେ ଗୋରଖ ନାଥ  ଚାଉଁର, ଓ ତାଙ୍କ ପତ୍ନୀ ଗୌରୀ ଚାଉଁର କର୍ତ୍ତା ଦାୟିତ୍ଵ ତୁଲାଇଥିଲେ। ପୁରୋହିତ ଆନନ୍ଦ ପଣ୍ଡା , ରୀତି ନିତି ଅନୁସାରେ ପୂଜାର୍ଚ୍ଚନା କରୁଥିଲେ l ଏହି ନାମ ଯଜ୍ଞ ୧୪ ତାରିଖରେ ଆରମ୍ଭ ହୋଇ ୧୭ ତାରିଖରେ ଉଦଯାପିତ ହେବ ବୋଲି ଗ୍ରାମର କମିଟିରୁ ସୂତ୍ର ମିଳିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026

You Might Also Like