-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||     

HOME   ଜିଲ୍ଲା

ମହାବିଷୁବ ସଂକ୍ରାନ୍ତି ଅବସରରେ ଦହି ପାଣି ବଣ୍ଟନ

14-Apr-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି  ଓଡ଼ିଆ ନବବର୍ଷ, ମହାବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ  ପାଇଁ ସମଗ୍ର ଜିଲ୍ଲା ଉତ୍ସବ ମୁଖର। ଆଜି ପରି ଏକ ପବିତ୍ର ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟରତ ଓକିଲ ବନ୍ଧୁ, ଷ୍ଟାମ୍ପ ଭେଣ୍ଡର ଓ ଡିଡ୍ ରାଇଟର୍ ମାନଙ୍କ ଉଦ୍ୟମରେ ଦହିପଣି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ କଚେରୀ ଛକ ଠାରେ ଆନନ୍ଦ ଉଲ୍ଲାସରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ

ବଲାଙ୍ଗୀରର ଶତାଧିକ ଓକିଲ, ଷ୍ଟାମ୍ପ ଭେଣ୍ଡର ଏବଂ ଡିଡ୍ ରାଇଟର୍ ମାନେ ଯୋଗ ଦେଇ ରାସ୍ତାରେ ଯାଉଥିବା ଲୋକ ମାନଙ୍କୁ ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ପାଇଁ ଦହି ପାଣି ବଣ୍ଟନ କରିଥିଲେ। ସମସ୍ତଙ୍କ ସହଯୋଗରେ ଓକିଲ ମାନଙ୍କ ପକ୍ଷରୁ   ହୋଇଥିବା ଏହି ନିଆରା କାର୍ଯ୍ୟକ୍ରମ ଦ୍ଵିତୀୟ ବର୍ଷରେ ପହଂଚିଛି। ଏଥିରେ ଅନ୍ୟ ମାନଙ୍କ

ମଧ୍ୟରେ ଆଡ଼ଭୋକେଟ ସଂଜୀବ ହୋତା, ଗୋବିନ୍ଦ ମହାନ୍ତି,  ବିଜୟ ରଥ,  ସତ୍ୟ ନାରାୟଣ ନାୟକ,  ହେମନ୍ତ ବହିଦାର, ରୁଦ୍ର ଥନାପତି, ହରିଶଙ୍କର ପଣ୍ଡା, ଶତ୍ରୁଜିତ ମହାନ୍ତି, ସୁରେନ୍ଦ୍ର ମିଶ୍ର, ରାଜେନ୍ଦ୍ର ମିଶ୍ର, ଆଶିଷ ଦର୍ଜି,ଦୀପ୍ତି ଶର୍ମା, ସରୋଜ ଗୁପ୍ତା, ବାଳକୃଷ୍ଣ ଷଡ଼ଙ୍ଗୀ,  ଦେବେନ୍ଦ୍ର ସାହୁ, ରମାକାନ୍ତ ମିଶ୍ର, ଷ୍ଟାମ୍ପ ଭେଣ୍ଡର ପଂକଜ ମିଶ୍ର, ରଘୁନାଥ ଶତପଥୀଙ୍କ ସମେତ ବହୁ ଡିଡ୍ ରାଇଟର୍  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026

You Might Also Like