-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||     

HOME   ଜିଲ୍ଲା

ଭାରତରତ୍ନ ବାବା ସାହେବ ଡଃ. ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ

14-Apr-2026



ବଲାଙ୍ଗିର(ପ୍ରେରଣା ଖବର): ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ, ବଲାଙ୍ଗିର ପକ୍ଷରୁ ସମ୍ବିଧାନ ପ୍ରଣେତା ଭାରତରତ୍ନ ବାବା ସାହେବ ଡଃ. ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ ହୋଇଛି । ପୂର୍ବାହ୍ନ ୦୭.୩୦ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଡଃ. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏହି ସମୟରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ପୌର ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝି, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀ ସାକିଆ

ପ୍ରମୁଖ ଉପସ୍ଥିତ ରହି ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ ।
ଜୟନ୍ତୀ ଉପଲକ୍ଷେ ପୂର୍ବାହ୍ନରେ ଅନ୍ୱେଷା ହଷ୍ଟେଲ ହଲରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ସମ୍ମାନିତ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଦାମୋଦର ବିଶ୍ୱାଳ, ପିଏମଶ୍ରୀ ଜିଲ୍ଲା ସଂଯୋଜକ ଖଗେଶ୍ୱର ମହାକୁର ଓ ଅନ୍ୱେଷା ହଷ୍ଟେଲ, ପଥରଚେପାର ସହକାରୀ ସୁପରିଣ୍ଟେଣ୍ଡେଣ୍ଟ ସୁଚରିତା ଠାକୁର ଉପସ୍ଥିତ ଥିଲେ । ସେମାନେ ଡଃ. ଆମ୍ବେଦକରଙ୍କ ଜୀବନାଦର୍ଶ, ସଂଘର୍ଷମୟ ଓ ଗାରିମାମୟ ଜୀବନୀ ତଥା ତାଙ୍କ ଦ୍ୱାରା ପ୍ରଣିତ ଭାରତୀୟ ସମ୍ବିଧାନ ସମ୍ପର୍କରେ ଆଲୋଚନା କରିଥିଲେ । ଉତ୍ସବ ଅବସରରେ ଆୟୋଜିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଓଡିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କାର ଓ ପ୍ରଶଂସାପତ୍ର

ପ୍ରଦାନ କରାଯାଇଥିଲା । ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଓଡିଆ ପ୍ରବନ୍ଧ ପ୍ରତିଯୋଗିତାରେ ପୃଥିରାଜ ଉଚ୍ଚ ବିଦ୍ୟାଳୟର ଛାତ୍ର ଶୁଭମ ପଟେଲ ପ୍ରଥମ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନସୀରାଣୀ ଦାସ ଦ୍ଵିତୀୟ ଓ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସୋହାନା ନାଗ ତୃତୀୟ ହୋଇ ପୁରସ୍କାର ଓ ପ୍ରଶଂସା ପତ୍ର ଗ୍ରହଣ କରିଥିଲେ  । ମହାବିଦ୍ୟାଳୟ ସ୍ତରୀୟ ଓଡିଆ ବକ୍ତୃତା ପ୍ରତିଯୋଗିତା ରେ ନିକିତା ସିଂହ ପ୍ରଥମ, ବିଶ୍ଵଦିନୀ ବିଶ୍ଵାଳ ଦ୍ଵିତୀୟ ଓ ଅନିଶା ସାହୁ ତୃତୀୟ ସ୍ଥାନ ହାସଲ କରିଛନ୍ତି   । ସମସ୍ତ କାର୍ଯ୍ୟକ୍ରମକୁ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀ ସାକିଆ ପରିଚାଳନା କରିଥିଲେ । ଧନ୍ୟବାଦ ଜଣାଇଥିଲେ ସୂଚନା ଓ ଲୋକସମ୍ପର୍କ ବିଭାଗର କନିଷ୍ଠ ରାଜସ୍ୱ ସହାୟକ ପୁରୁଷୋତ୍ତମ ମୁନା । ଏହି ଉତ୍ସବକୁ ସଫଳ କରିବାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ, ବଲାଙ୍ଗିର ପୌରପରିଷଦ ଓ ଅନ୍ଵେଷା ଛାତ୍ରାବାସର ସମସ୍ତ ଅଧିକାରୀ ଓ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026

You Might Also Like