-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||     

HOME   ଜିଲ୍ଲା

ଓଡ଼ିଆ ବିଭାଗର ଗବେଷକଗଣଙ୍କ ଦ୍ବାରା ଭୀମ ଜୟନ୍ତୀ ପାଳିତ

14-Apr-2026



 ସମ୍ବଲପୁର ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ଓଡ଼ିଆ ବିଭାଗର ଗବେଷକ ଓ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଭାରତ ରତ୍ନ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି । ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ବିଧୂଭୂଷଣ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଆମ୍ବେଦକରଙ୍କ ଜୀବନୀ ସହ ଭାରତୀୟ ସମ୍ବିଧାନ ପ୍ରଣୟନରେ ମହତ୍ବପୂର୍ଣ୍ଣ ଅବଦାନ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ। ଓଡିଆ ବିଭାଗ ମୁଖ୍ୟ ପ୍ରଫେସର ନାକୁ ହାଁସଦାଃ ତତ୍କାଳୀନ ସମୟର ସାମାଜିକ କୁସଂସ୍କାର ଦୂରୀକରଣରେ ଆମ୍ବେଦକର ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ବୋଲି ମତବ୍ୟକ୍ତ କରିବା ସହ ଦୂରଦର୍ଶୀ ବିଚାରଧାରାର ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ଡକ୍ଟର ସୁନୀତି ଦେବତା, ଡକ୍ଟର ଭରଦ୍ୱାଜ ସାହୁ, ଡକ୍ଟର ପ୍ରିୟଙ୍କା ପ୍ରିୟଦର୍ଶିନୀ ପ୍ରଧାନ, ଡକ୍ଟର ବନ୍ଦିତା ନାଏକ ଉପସ୍ଥିତ ଥିଲେ । ଏଥିରେ ଗବେଷକ ଆନନ୍ଦ ସାଗରିଆ, ପବିତ୍ର ବାଗ, ସୁଦର୍ଶନ ଭରାସାଗର, ପ୍ରଦ୍ୟୁମ୍ନ ବାଗ, ବଳରାମ କଟା, କୁନା ବେହେରା, ମନସା ମୋହନ ହେମ୍ବ୍ରମ, ରଞ୍ଜନ ମାଝୀ, ବନିତା ତାଣ୍ଡି, ଶୀତଲ ମେହେର, ସମୀର ମୁଣ୍ଡାରି, ବିକ୍ରମ ବେଶ୍ରା, ସୁଶାନ୍ତ ମାରାଣ୍ଡି ସମେତ ଓଡ଼ିଆ ବିଭାଗର ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026

You Might Also Like