-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||     

HOME   ଜିଲ୍ଲା

କୋଟିଆରେ ଶିଶୁ ସାହିତ୍ୟିକଙ୍କ ଦ୍ଵାରା ଓଡିଆ ଶିଶୁ ପତ୍ରିକା ବଣ୍ଟନ

14-Apr-2026



କଣ୍ଟାବାଞ୍ଜି(ପ୍ରେରଣା ଖବର): ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ମାତୃଭୂମି ଓ ମାତୃଭାଷା ପରିବାରର ମିଳିତ ସହଯୋଗରେ ତିନିଦିନ ଧରି ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଏବଂ ସାରସ୍ଵତ ଆସର କୋରାପୁଟ ଜିଲ୍ଲାର କୋଟିଆଠାରେ ଅନୁଷ୍ଠିତ ହୋଇଯାଇଛି।ଓଡ଼ିଶାର ଅବିଛେଦ୍ୟ ଅଙ୍ଗ ତଥା ଆନ୍ଧ୍ର ସୀମାନ୍ତବର୍ତ୍ତୀ କୋଟିଆରେ ଓଡିଆ ଭାଷାପ୍ରୀତି ଓ ମାତୃଭୂମିକୁ ସମ୍ମାନ ଜଣେଇ ଓଡ଼ିଆ ନବବର୍ଷ ପାଳିତ ହୋଇଥିଲା।ଏହି ଅବସରରେ କଣ୍ଟାବାଞ୍ଜିର ଭାଷା ସାହିତ୍ୟ ସଂସ୍କୃତି ପରିବେଶ ଓ ସେବାପାଇଁ ଉତ୍ସର୍ଗୀକୃତ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ପିଲାଙ୍କ ମନରେ ପଠନ ପ୍ରବୃତ୍ତି ବୃଦ୍ଧି ଓ ଓଡ଼ିଆ ଭାଷାର ଉନ୍ନତି ସକାଶେ ସମ୍ପାଦକ ବିରଞ୍ଚି ନାରାୟଣ ଦାଶ ଛାତ୍ରଛାତ୍ରୀ ମାନଙ୍କୁ ଶିଶୁ ପତ୍ରିକା ମମତାର ଡୋରି ଓ ଅନ୍ୟାନ୍ୟ ପତ୍ରିକା ବଣ୍ଟନ କରିଥିଲେ।ଏହି କାର୍ଯ୍ୟକ୍ରମରେ ଇନ୍ଦ୍ରଧନୁ ପତ୍ରିକାର ସମ୍ପାଦିକା ସବିତା ଭୋଇ ମଧ୍ୟ ଶିଶୁ ପତ୍ରିକା ବାଣ୍ଟିଥିଲେ।ବଲାଙ୍ଗୀର ଜିଲ୍ଲାର କବି ଗିରିଜା ଶଙ୍କର ରଥ,ମଦନ ମୋହନ ରଥ,ସଂଯୁକ୍ତା ପରିଛା, ରଙ୍କମଣି ବାରିକ,ଡ.ଭବାନୀ ଶଙ୍କର ପଟେଲ,ରାମଚନ୍ଦ୍ର ପଟେଲ, ଗୋପାଳ ପ୍ରଧାନ,ସୁନାଧର ବନ୍ଛୋର,ଗତିକୃଷ୍ଣ ପାଣ୍ଡିଆ ଆଦି ଯୋଗ ଦେଇ କବିତା ପାଠ କରିବା ସହିତ କୋରାପୁଟର ବିଭିନ୍ନ ଦର୍ଶନୀୟ ସ୍ଥାନ ଦେଓମାଳି,ତାଲମାଳି,ରାଣୀ ଡୁଡୁମା,ଗୁପ୍ତେଶ୍ୱର,କଣ୍ଟାବାଉଁଶୁଣୀ ଆଦି ପରିଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026

You Might Also Like