-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   (18-Apr-2026)       ||      କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ    (18-Apr-2026)       ||      ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   (18-Apr-2026)       ||      ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   (18-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||     

HOME   ଜିଲ୍ଲା

ବାଲିଗୁଡ଼ା ଠାରୁ ସମ୍ୱଲପୁର ସରକାରୀ ବସ ଚଳାଚଳ ଦାବି

14-Apr-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): ଓଡିଶା ର ସର୍ବ ବୃହତ୍ତମ ଉପଖଣ୍ଡ କହିଲେ କନ୍ଧମାଳ ଜିଲ୍ଲା ବାଲିଗୁଡାକୁ ହିଁ ବୁଝାଏ, ହେଲେ ଏଠାରେ ସବୁ କିଛି ଅଭାବ ଅସୁବିଧା ଓ ଅବ୍ୟବସ୍ଥା ଦେଇ ଗତି କରୁଛି l ସେ ଭିତରେ  ବାଲିଗୁଡା ଠାରୁ ସମ୍ବଲପୁର ଯିବାକୁ ସାଧାସଳଖ ସରକାରୀ ବସ୍ ଚଳାଚଳ ନଥିବାରୁ ଅଞ୍ଚଳବାସୀ ଅସୁବିଧା ଭୋଗୁଛନ୍ତି। ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତଥା ସ୍ଥାନୀୟ ବିଧାୟକଙ୍କୁ ମୌଖିକ ଓ ଲିଖିତ ଭାବେ ଜଣାଇଥିଲେ ହେଁ ଅଦ୍ୟାବଧି ସୁଦ୍ଧା କୌଣସି ଭାବେ ବିହିତ ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ଅଞ୍ଚଳ ବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ପରେ ପୁନଃରାୟ ଅବଗତ କରାଯାଇଛି l ସୂଚନା ଯୋଗ୍ୟ ଯେ, ବାଲିଗୁଡା, ବାରଖମା, ସୁଡୁରା, ଲଣ୍ଡାଗାଁ, କଣ୍ଟାମାଳ ଦେଇ ସମ୍ବଲପୁର ପ୍ରାୟ ୧୮୦ କିମି । ଏହି ରୁଟ ରେ ବସ୍ ଚଳାଚଳ ହେଲେ ବୁର୍ଲା ମେଡିକାଲ କଲେଜକୁ ସିଧାସଳଖ ଯାତ୍ରା କରିହେବ । ବାଲିଗୁଡା ତଥା ଆଖପାଖ ଅଞ୍ଚଳର ଅଧିକାଂଶ ଛାତ୍ରଛାତ୍ରୀ ବୁର୍ଲା ମେଡିକାଲ ସହ ଅନେକ ବିଦ୍ୟାଳୟରେ ଅଧ୍ୟୟନ କରୁଛନ୍ତି। ବାଲିଗୁଡା, ସମେତ କ.ନୂଆଗାଁ, ରାଇକିଆ, ଦାରିଙ୍ଗବାଡି, ତୁମୁଡିବନ୍ଧ ଆଦି ବ୍ଳକର ଶତାଧୂକ ଛାତ୍ରଛାତ୍ରୀ ସମ୍ବଲପୁର ଏବଂ  ଝାରସୁଗୁଡାର ବିଭିନ୍ନ ବିଦ୍ୟାଳୟ , ୟୁନିଭରସିଟି ଓ ଅନ୍ୟ ଅନୁଷ୍ଠାନରେ ପଢୁଛନ୍ତି । ସମ୍ବଲପୁରକୁ ସିଧାସଳଖ ଗାଡି ନଥୁବାରୁ ଅଧୂକ ଖର୍ଚ୍ଚାନ୍ତର ଶିକାର ହେଉଛନ୍ତି । ବୁର୍ଲା ଡାକ୍ତରଖାନାକୁ ମଧ୍ଯ ଅନେକ ଲୋକ ଚିକିତ୍ସା ପାଇଁ ଯାଇଥାନ୍ତି । ବାଲିଗୁଡା ଠାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ଆପେକ୍ଷା ବୁର୍ଲା ଡାକ୍ତରଖାନା ନିକଟତର ହେବ ବୋଲି ବାଲିଗୁଡା ବିଧାୟକଙ୍କ ନିକଟରେ କିଛି ସଂଘ ଏବଂ ବୁଦ୍ଧିଜୀବୀ ଲିଖୁତ ଜଣାଇଛନ୍ତି । ଏ ସମ୍ପର୍କ ରେ ବିଧାୟକ ଚକ୍ରମଣି କହଁର ବାଲିଗୁଡା ଠାରୁ ସମ୍ବଲପୁର ସିଧା ସଳଖ ବସ୍ ଚଳାଚଳ ନେଇ ପରିବହନ ମନ୍ତ୍ରୀ ଏବଂ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   18-Apr-2026
  ଜିଲ୍ଲା  
କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ   18-Apr-2026
  ଜିଲ୍ଲା  
ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   18-Apr-2026
  ଜିଲ୍ଲା  
ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   18-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026

You Might Also Like