-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବାଲେଶ୍ୱରରେ ଉଦ୍‌ଘାଟିତ ହେଲା ରୁଚି ଫ୍ରୋଜିଟର ପ୍ରଥମ ଆଉଟଲେଟ୍

06-Feb-2021



ବାଲେଶ୍ୱର (ପ୍ରେରଣା ଖବର): ବାଲେଶ୍ୱରରେ ଉଦ୍‌ଘାଟିତ ହେଲା ରୁଚି ଫ୍ରୋଜିଟର ପ୍ରଥମ ଆଉଟଲେଟ୍‌ । ଓଡିଶାର ସଂସ୍କୁତି ସମ୍ପନ୍ନ ସହର ବାଲେଶ୍ୱରରେ ମସଲା ତଥା ଖାଦ୍ୟ ଉତ୍ପାଦନକାରୀ ଉଦ୍ୟୋଗ ଦ୍ୱାରା ଫ୍ରୋଜିଟର ପ୍ରଥମ ଆଉଟଲେଟ୍‌ ଉଦ୍‌ଘାଟନ ହୋଇଛି । ବାଲେଶ୍ୱରରେ ଡିଆଇସି ଛକ ନିକଟରେ ଏହି ନୂଆ ଫ୍ରୋଜିଟ୍‌ ଆଉଟଲେଟ୍‌କୁ ଉଦ୍‌ଘାଟନ କରିଛନ୍ତି ରୁଚିର ପ୍ରତିଷ୍ଠାତା ଓ ପରିଚାଳନା ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ । ସମ୍ମାନନୀୟ ଅତିଥି ଭାବେ  ଯୋଗଦେଇଥିଲେ ରୁଚିର ନିର୍ଦ୍ଦେଶିକା ସଙ୍ଗୀତା ସାହୁ ।

ଓଡିଶାର ପ୍ରଥମ ଫ୍ରୋଜନ୍‌ ଖାଦ୍ୟ ପ୍ରସ୍ତୁତକାରୀ ଉଦ୍ୟୋଗ ଫ୍ରୋଜିଟ୍‌ ପକ୍ଷରୁ ୧୦ନଂ ଆଉଟଲେଟ୍‌ ବୋଲି କହିଛନ୍ତି ଏହାର ଅର୍ଥ ବିଭାଗୀୟ ମୁଖ୍ୟ ଶ୍ରୀକାନ୍ତ ମହାପାତ୍ର । ସେହିପରି ଫ୍ରୋଜିଟ୍‌ ଦ୍ୱାରା ପ୍ରସ୍ତୁତ ରେଡ୍ଡ ଟୁ ଇଟ୍‌, ରେଡ୍ଡ ଟୁ କୁକୁ, ଫ୍ରୋଜନ୍‌ ଫୁଡ୍ସ, ମୃଦୃପାନୀୟ, ବିଭିନ୍ନ ଅର୍ଗାନିକ ଦ୍ରବ୍ୟ ଓ ସ୍ୱାସ୍ଥ୍ୟପଯୋଗୀ ଜିନିଷ ବାଲେଶ୍ୱରରେ ପ୍ରତିଷ୍ଠିତ ପାର୍ବତୀ ଏଣ୍ଟରପ୍ରାଇଜେସ୍‌ ଠାରେ ଉପଲବ୍ଧ ହେବ । ଗ୍ରାହକମାନେ  ଆନ୍ତର୍ଜୀତୀୟ ଜ୍ଞାନ କୌଶଳରେ ପ୍ରସ୍ତୁତ ବିଭିନ୍ନ ପ୍ରକାର ଆମିଷ ଓ ନିରାମିଷ ଖାଦ୍ୟ ଖୁବ୍‌ କମ୍‌ ସମୟରେ ଏହି ଷ୍ଟୋରରେ ପାଇପାରିବେ ବୋଲି ବାଲେଶ୍ୱର ଫ୍ରୋଜିଟ୍‌ ଷ୍ଟୋରର ସତ୍ୱାଧିକାରୀ ରଞ୍ଜନ ନାୟକ ସୂଚନା ଦେଇଛନ୍ତି ।

ସେହିପରି ମଟନ୍‌ ଘିଅ ରୋଷ୍ଟ,ଲଚ୍ଛା ପରଟା, ମଟନ କସା , ଘିଅ ଭାତ, ଖିରୀ, ବିରିୟାନୀ, ପାସ୍ତା, ଚିକେନ୍‌ ଲଲିପପ୍‌, ସ୍ପ୍ରିଙ୍ଗରୋଲ, ଲିଚୁ, ଆମ୍ବ ଜୁସ୍‌, ଡାଲ୍‌ ତଡକା , ଦଲିଆଷ ଚୂଡ଼ା ପାଉଡ଼ରସ , ଅଲିଭ ଅଏଲ, ମାଣ୍ଡିଆ, ଖିର୍‌, ମିକ୍ସ, ନାସ୍ତାକା ପାସ୍ତା, ନୁଦୁଲ୍ସ,, ସିମେଇ , ଅର୍ଗାନିକ ବ୍ଲାକ୍‌ ପେପର, ଚିଲି, ମୁଗ ଡାଲି, ହଲଦୀ, ଜିରା, ଧନିଆ ଆଦି ବିଭିନ୍ ସୁସ୍ୱାଦୁ ଓ ପ୍ରିମିୟମ୍‌ ଦ୍ରବ୍ୟ ଏହି ଉପଲବ୍ଧ ହେବ । ତେବେ ଫେବୃଆରୀ ୫ରୁ ୨୮ ତାରିଖ ପର୍ଯ୍ୟନ୍ତ ସମସ୍ତ ଗ୍ରାହକଙ୍କୁ ୧୦ ପ୍ରତିଶତ ରିହାତି ମିଳିବ ବୋଲି ଫ୍ରୋଜିଟ୍‌ ଷ୍ଟୋର୍‌ ମୁଖ୍ୟ ଅବିନାଶ ସିଂ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like