-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||      ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   (18-Apr-2026)       ||      ଜେ ଏସ୍ ଏମ୍ କଲେଜ ଅଫ ଆର୍ଟ୍ସ, ସାଇନ୍ସ ଆଣ୍ଡ କମର୍ସ ତରଫରୁ ଫେରୱେଲ ସେରିମୋନୀ   (18-Apr-2026)       ||      ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   (18-Apr-2026)       ||      କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ    (18-Apr-2026)       ||      ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   (18-Apr-2026)       ||      ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   (18-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||     

HOME   ଜିଲ୍ଲା

ଡ଼. ବି ଆର୍ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତି ଉନ୍ମୋଚନ                                 

14-Apr-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରୋତ୍  ଗ୍ରାମ ର ଆମ୍ବେଦକର ପଡ଼ା ରେ ଡ. ବି ଆର୍ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ବହୁଧୁମ୍ ଧାମରେ ପାଳିତ ହୋଇଯାଇଛି। ଏହାସହ ଡ. ବି ଆର୍ ଆମ୍ବେଦକର ଙ୍କ ଏକ ପ୍ରତିମୂର୍ତ୍ତି ମଧ୍ୟ ଉନ୍ମୋଚନ କରାଯାଇଥିଲା l ଏହି ଅବସର ରେ ଏକ ଶୋଭାଯାତ୍ରା ଆମ୍ବେଦକର ଭାଇ ଓ ଭଉଣୀ  ତଥା ଗ୍ରାମବାସୀ ଙ୍କ ଦ୍ଵାରା ପଡ଼ା ଛକ ରୁ ବାହାରି ବଜାର ଛକ ଦେଇ ଜଗନ୍ନାଥ ମନ୍ଦିର ଛକ  ପରିକ୍ରମା କରି ପୁଣି ପଡ଼ା ଛକ ତଥା କାର୍ଯକ୍ରମ ସ୍ଥଳ ରେ ପହଞ୍ଚି ଥିଲେ l ଏହି ପରିକ୍ରମା ସମୟରେ ଡ୍ ବି ଆର୍ ଆମ୍ବେଦକର ଙ୍କ ଜୟଭୀମ ନାରା ଦେଇ ଗ୍ରାମ ପରିଭ୍ରମଣ କରିଥିଲେ l ଏହି ଶୋଭାଯାତ୍ରା ସମୟରେ ରେ ଗ୍ରାମ ପ୍ରକମ୍ପିତ ହୋଇ ଉଠୁଥିଲା l ଏହା ପରେ ଅତିଥି ଓ ଆମ୍ବେଦକର ଭାଇ ଭଉଣୀ ଙ୍କ ମାନଙ୍କ ଉପସ୍ଥିତି  ରେ ସମିତି ସଭ୍ୟ  ଶ୍ରୀ କମଳ ସେଠ୍ ଙ୍କ ପ୍ରଚେଷ୍ଟା ତଥା ତାଙ୍କ ଉଦ୍ୟମ ରେ  ବି ଆର୍ ଆମ୍ବେଦକର ଙ୍କ ଏକ ପ୍ରତିମୂର୍ତ୍ତୀ ସ୍ଥାପନ କରାଯାଇ ତାଙ୍କ କର କମଳ ରେ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇ ଥିଲା । ଏହାପରେ ଏକ ସଭାର ଆୟୋଜନ କରାଯାଇଥିଲା ଓ  ଏଥିରେ ସମିତି ସଭ୍ୟ କମଳ ସେଠ, ସରପଞ୍ଚ ଜୟଲାଲ ସିନ୍ଦୂର, ହିମାଂଶୁ ବଗ।ର, ସୁନିଲ ନନ୍ଦ, ସୃତିରଞ୍ଜନ ଭରସ।ଗର, ସନ୍ତୋଷ ନାଗ,  ଅଭିନାସ କୁମ୍ଭାର , ଉତ୍ତମ ସୁନା, ଦେବେନ୍ ଭୋଇ , ସୁନ୍ଦର କାଳସାଏ, ପ୍ରଭୃତି ଅତିଥି ମାନେ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ମଞ୍ଚ ରେ ସୁରେଶ ମହାନନ୍ଦ ମଞ୍ଚ ପରିଚାଳନା କରିଥିଲେ l

ଉକ୍ତ ସଭାରେ ଭାରତ ରତ୍ନ ଡ଼ ବି ଆର୍ ଆମ୍ବେଦକର ଙ୍କ ଜନ୍ମ ଜୟନ୍ତୀ ପାଳନ ସହିତ ମହାନ୍ ଆତ୍ମା ଙ୍କ  ସ୍ମୃତି ଚାରଣ କରାଯାଇ ଥିଲା। ସଭା ଅଗୋରୁ ଆମ୍ବେଦକର ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ତଥା  ଦୀପ ପ୍ରଜ୍ଜ୍ୱଳନ କରା ଯାଇଥିଲା ଓ ଏହି ପରିପ୍ରେକ୍ଷୀରେ ଉପସ୍ଥିତ ଆମ୍ବେଦକର ପ୍ରେମୀ ଙ୍କୁ ସଂଗଠିତ , ଶିକ୍ଷିତ ତଥା ସଂଘର୍ଷ ମାୟ ହେବା ସହିତ ଶିକ୍ଷିତ ହେବାକୁ ସଭାରେ ଅତିଥି ମାନେ ନିଜ ନିଜ ବକ୍ତବ୍ୟ ରଖିଥିଲେ।ଏଥିରେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା  ଛାତ୍ରଛାତ୍ରୀ ତଥା ବ୍ୟକ୍ତି ବିଶେଷ ଙ୍କୁ ସମ୍ମାନିତ କରାଯାଇଥିଲା ।ଏହି ସଭାରେ ବିନୋଦ ସୁନା , ସୁମନ୍ତ ସୁନା , ଉପେନ୍ଦ୍ର ସୁନା , ଶତ୍ରୁଘ୍ନ ନାଗ , ଶିବା ସୁନା , ପବିତ୍ର ବିଭାର , ସମ୍ମିତ୍ କନ୍ଧେର , ଭଜ ମହାନନ୍ଦ , ଆଶିଷ ନାଗ , ମୁସ୍କାନ ଗଣ୍ଡ , ଟିନା ବଞ୍ଛୋର , ହୀର। ବଞ୍ଛୋର୍, ତପସ୍ଵିନୀ ବାଗ , ପ୍ରତିଭା କଲେତ୍, ପିନକି ବାଗ , ଭୁଏ ବେହେରା , ପ୍ରମୁଖ ହଜାର ହାଜର ସଂଖ୍ୟାରେ ଆମ୍ବେଦକର ପ୍ରେମି଼ ମାନେ ଉପସ୍ଥିତ ଥିଲେ । ଶେଷରେ କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯକ୍ରମ ମାନ ପରିବେଷଣ କାର ଯାଇଥିଲ। ଆମ୍ବେଦକର କ୍ଲବ୍ ର ସଦସ୍ୟ ଶ୍ରୀ ସୁରେଶ୍ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା   18-Apr-2026
  ଜିଲ୍ଲା  
ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   18-Apr-2026
  ଜିଲ୍ଲା  
ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   18-Apr-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜ ଅଫ ଆର୍ଟ୍ସ, ସାଇନ୍ସ ଆଣ୍ଡ କମର୍ସ ତରଫରୁ ଫେରୱେଲ ସେରିମୋନୀ   18-Apr-2026
  ରାଜ୍ୟ  
ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   18-Apr-2026
  ଜିଲ୍ଲା  
କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ   18-Apr-2026
  ଜିଲ୍ଲା  
ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   18-Apr-2026
  ଜିଲ୍ଲା  
ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   18-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026

You Might Also Like