-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||      ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   (18-Apr-2026)       ||      ଜେ ଏସ୍ ଏମ୍ କଲେଜ ଅଫ ଆର୍ଟ୍ସ, ସାଇନ୍ସ ଆଣ୍ଡ କମର୍ସ ତରଫରୁ ଫେରୱେଲ ସେରିମୋନୀ   (18-Apr-2026)       ||      ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   (18-Apr-2026)       ||      କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ    (18-Apr-2026)       ||      ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   (18-Apr-2026)       ||      ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   (18-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||     

HOME   ଜିଲ୍ଲା

ଡଃ. ବି.ଆର.ଆମ୍ବେଦକର ଫାଉଣ୍ଡେସନ, ସାଲେପାଲି ତରଫରୁ ସମ୍ବିଧାନ ପ୍ରଣେତା ଭୀମ ରାଓ ଆମ୍ବେଦକଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ପାଳିତ

14-Apr-2026



ବଲାଙ୍ଗୀର, (ପ୍ରେରଣା ଖବର) ସମ୍ବିଧାନ ପ୍ରଣେତା ବିଶ୍ୱ ରତ୍ନ ଡଃ ଭୀମ ରାଓ ଆମ୍ବେଦକର ଙ୍କ ପବିତ୍ର ୧୩୫ ତମ ଜନ୍ମ ଦିବସରେ ଡି.ବି.ଏ.ଫ. ଫାଉଣ୍ଡେସନ ସାଲେପାଲି ର ସଭାପତି ପାଣ୍ଡବ ଚରଣ କୁମ୍ଭାର ଙ୍କ ସଭାପତିତ୍ୱରେ ତଥା ଫାଉଣ୍ଡେସନର ସାଧାରଣ ସଂପାଦକ ଆକାଶ ସାଗର ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଅଗଣିତ ଆମ୍ବେଦକର ପ୍ରେମୀମାନେ ଫାଉଣ୍ଡେସନ ଠାରେ ଡଃ ବି.ଆର.ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଏବଂ ଗୌତମ ବୁଦ୍ଧ ଙ୍କୁ ପ୍ରାର୍ଥନା କରି  ସାଲେପାଲି ଠାରୁ ଜିଲ୍ଲାପାଳ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ବିଶାଳ ପଦଯାତ୍ରା କରିଥିଲେ l ଏହାପରେ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଡଃ ଆମ୍ବେଦକ ଙ୍କ ପ୍ରତିମୁର୍ତ୍ତି ଠାରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଇଶ୍ୱର ନନ୍ଦ, ଅର୍ଜୁନ ନାଗ, ଦଣ୍ଡୁଆ କୁମ୍ଭାର, ଲୋକନାଥ ସୁନା, ବିରେନ୍ଦ୍ର ରାଏ, ସୁଶାନ୍ତ କୁମାର ନନ୍ଦ, ରମେଶ ଚନ୍ଦ୍ର ନାଗ, ପ୍ରମୋଦ କୁମାର ବହିଦାର, ପ୍ରଭାତ ବାରିକ, ରବି ସୁନା, କ୍ରିଷ୍ଣା ପାତ୍ର, ହରି ନନ୍ଦ, ନବୀନ ବାଗ, ହାରାଧନ କୁମ୍ଭାର, କୁନା ବାଗ, ଡାକ୍ତର ସୁନା, ପ୍ରଭାତ ବାରିକ, ସୁଦାମ ସୁନା, ସମ୍ବୋଦର ମହାନନ୍ଦ, ଶରତ ଦୀପ, ପ୍ରତାପ ସିଂ କୁମ୍ଭାର ପ୍ରମୁଖ ଏହି ଜନ୍ମ ଜୟନ୍ତୀ ରେ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା   18-Apr-2026
  ଜିଲ୍ଲା  
ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   18-Apr-2026
  ଜିଲ୍ଲା  
ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   18-Apr-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜ ଅଫ ଆର୍ଟ୍ସ, ସାଇନ୍ସ ଆଣ୍ଡ କମର୍ସ ତରଫରୁ ଫେରୱେଲ ସେରିମୋନୀ   18-Apr-2026
  ରାଜ୍ୟ  
ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   18-Apr-2026
  ଜିଲ୍ଲା  
କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ   18-Apr-2026
  ଜିଲ୍ଲା  
ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   18-Apr-2026
  ଜିଲ୍ଲା  
ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   18-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026

You Might Also Like