-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   (18-Apr-2026)       ||      କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ    (18-Apr-2026)       ||      ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   (18-Apr-2026)       ||      ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   (18-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||     

HOME   ଜିଲ୍ଲା

ଭାରତ ରତ୍ନ ବାବାସାହେବ ଆମ୍ୱେଦକର ଙ୍କ ର ୧୩୫ ତମ ଜନ୍ମ ଜୟନ୍ତୀ ପାଳିତ

15-Apr-2026



(ତ୍ରିନାଥ ବେଶ୍ରା )
 କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ରେ ଏବଂ ପ୍ରତି ପଞ୍ଚାୟତ ରେ ଆଜି ଦେଶ ସମ୍ଭିଧାନ ର ନିର୍ମାତା,ସମାଜ ସଂସ୍କାରକ ଭାରତ ରତ୍ନ ଉପାଧି ଡକ୍ଟର ବି. ଆର. ଆମ୍ୱେଦକର ଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇ ଅଛି l 
ଏହି କାର୍ଯ୍ୟକ୍ରମ ରେ ବଙ୍ଗୋମୁଣ୍ଡା ଛକ ଠାରୁ ରୋଡ ସୋ କରି ବାଜାବଜେଇ, ମଟର ସାଇକେଲ ରାଲି କରି କୋକସରା କଲ୍ୟାଣ ମଣ୍ଡପ ଠାରେ ପହଂଚି  ଥିଲେ l

ଆଞ୍ଚଳିକ ଡ଼ମ୍ବ ସମାଜ କୋକସରା, ଓ ଲଡ଼ୁଗାଁ ଗ୍ରାମ ପଞ୍ଚାୟତ,ମାଝୀ ଗୁଡା ଗ୍ରାମପଞ୍ଚାୟତ ଡ଼ମ୍ବ ସମାଜ ତରଫରୁ ଡକ୍ଟର ଆମ୍ୱେଦକର ଙ୍କ ଜନ୍ମ ଜୟନ୍ତୀ ବଡ଼ ଧୁମ ଧାମ ର ସହ ପାଳନ କରା ଯାଇଛି l ସର୍ବ ପ୍ରଥମେ ସମସ୍ତ ସଦସ୍ୟ ମାନେ ବାବା ସାହେବ ଆମ୍ୱେଦକର ଙ୍କ ଫୋଟୋ ଚିତ୍ର ରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ l ମୁଖ୍ୟ ଅତିଥି ଓ ଉପସ୍ଥିତ ଅତିଥି ମାନେ ବାବାସାହେବ ଆମ୍ୱେଦକର ଙ୍କ ଜୀବନୀ ଓ ସେ କରିଥିବା ସମାଜ ସଂସ୍କାର, ୩୨ ଡିଗିରିଧାରୀ ବ୍ୟକି ଥିଲେ ଏବଂ ସେକହିଥିଲେ ମଣିଷ ଶିକ୍ଷ୍ୟା ଦ୍ଵାରା ହିଁ ନିଜେ ସଚେତନ ହେବା ସହ ଅନ୍ୟ କୁ ମଧ୍ୟ୍ୟ ସଚେତନ କରିପାରିବେ ବୋଲି ଅତିଥି ମାନେ ନିଜ ବକ୍ତବ୍ୟ ରେ ଲୋକ ମାନଙ୍କୁ ବାବା ସାହେବ ଙ୍କ ଯିବନି ବିଷୟ ରେ ବୁଝାଇ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   18-Apr-2026
  ଜିଲ୍ଲା  
କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ   18-Apr-2026
  ଜିଲ୍ଲା  
ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   18-Apr-2026
  ଜିଲ୍ଲା  
ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   18-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026

You Might Also Like