-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||     

HOME   ଜିଲ୍ଲା

ସମ୍ମାନ, ସଚେତନତା ଓ ଏକତାର ସଙ୍ଗମ—ସିନାପାଲିରେ ଯୁଗ୍ମ ଜୟନ୍ତୀ ଉତ୍ସବ

15-Apr-2026



ସିନାପାଲି,( ଚିନ୍ତାମଣୀ ନେତାମ ) 
ମହାନ ସମାଜ ସୁଧାରକ ରାଷ୍ଟ୍ରପିତା ମହାତ୍ମା ଜ୍ୟୋତିରାଓ ଫୁଲେ ଓ ସମାଜ ନ୍ୟାୟର ପ୍ରତୀକ ବିଶ୍ୱରତ୍ନ ଡାଃ ବି.ଆର୍. ଆମ୍ବେଦକରଙ୍କ ଯୁଗ୍ମ ଜୟନ୍ତୀ ଅବସରରେ ସିନାପାଲିରେ ଏକ ଭବ୍ୟ, ଭାବପୂର୍ଣ୍ଣ ଓ ପ୍ରେରଣାଦାୟକ କାର୍ୟକ୍ରମ ଆୟୋଜିତ ହୋଇଯାଇଛି। ମୂଳନିବାସୀ ଏକତା ମଞ୍ଚ, ସିନାପାଲି ପକ୍ଷରୁ ଆୟୋଜିତ ଏହି ଅବସର ସମ୍ମାନ, ସଚେତନତା ଓ ସାମାଜିକ ଏକତାର ଏକ ଅନନ୍ୟ ମିଶ୍ରଣ ରୂପେ ପରିଣତ ହୋଇଥିଲା।
କାର୍ୟକ୍ରମରେ ଶ୍ରୀଯୁକ୍ତ ଖୁଟୁ ରାମ ସୁନାନୀ ଅଧ୍ୟକ୍ଷତା କରିଥିଲେ। ତାଙ୍କର ଉଦବୋଧନ ରେ ସେ ସମାଜରେ ଶିକ୍ଷା, ଏକତା ଓ ସଚେତନତାର ଗୁରୁତ୍ୱକୁ ଉଜାଗର କରିଥିଲେ। ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ଅବସରପ୍ରାପ୍ତ ରେଞ୍ଜର ଶ୍ରୀଯୁକ୍ତ ସଡାନନ୍ଦ ସୁନାନୀ ତାଙ୍କର ଭାଷଣରେ ମହାନ ବ୍ୟକ୍ତିତ୍ୱମାନଙ୍କ ଆଦର୍ଶକୁ ଅନୁସରଣ କରି ସମାଜକୁ ଆଗକୁ ନେବା ପାଇଁ ଯୁବ ପିଢିକୁ ପ୍ରେରଣା ଦେଇଥିଲେ। ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ସୋମନାଥ ଖମାରୀ ସମାଜର ଅବହେଳିତ ଓ ପଛୁଆ ବର୍ଗଙ୍କ ଅଧିକାର, ସମାନତା ଓ ସଶକ୍ତିକରଣ ଉପରେ ଗଭୀର ଆଲୋଚନା କରିଥିଲେ।
ସମ୍ମାନିତ ଅତିଥି ଭାବେ ଶ୍ରୀଯୁକ୍ତ ମହେନ୍ଦ୍ର ସୁନାନୀ, ଭରତ ବାଗ, ମନ୍ଦାକିନୀ ବଘେଲ, ସନ୍ତୋଷ ନାୟକ ସହ ଝାରବନ୍ଧ ଓ ଘାଟମାଳ ସରପଞ୍ଚମାନେ, ମେଘନାଦ ଖରସେଲ ଓ ଗୋଦାବରୀଶ ନାୟକ ଯୋଗଦେଇ କାର୍ୟକ୍ରମକୁ ଗରିମାମୟ କରିଥିଲେ।
କାର୍ୟକ୍ରମର ଆରମ୍ଭରେ  ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିରାଲସେନ ନାଗେଶ  ସମସ୍ତ ଅତିଥି ଓ ଉପସ୍ଥିତ ଜନସାଧାରଣଙ୍କୁ ଆତ୍ମୀୟ ସ୍ୱାଗତ ଜଣାଇଥିଲେ। ଶ୍ରୀଯୁକ୍ତ ଶୋଭା ରାମ ମହାନନ୍ଦ ସୁଚାରୁ ଓ ସୁନ୍ଦର ପରିଚାଳନା  କରିଥିଲେ l 
ଏହି ପବିତ୍ର ଅବସରରେ ସମାଜ ପାଇଁ ନିରନ୍ତର ଅବଦାନ ରଖିଥିବା ଶ୍ରୀଯୁକ୍ତ ହୃଦାନନ୍ଦ ମେହେର, ଶ୍ରୀଯୁକ୍ତ ମନୋଜ ମହାନନ୍ଦ ଓ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପବିତ୍ର ଦୁରିଆଙ୍କୁ ଫୁଲମାଳା, ଉତ୍ତରୀୟ ଓ ସମ୍ମାନପତ୍ର ପ୍ରଦାନ କରି ଗରିମାମୟ ଭାବରେ ସମ୍ବର୍ଦ୍ଧିତ କରାଯାଇଥିଲା। ସେହି ମୁହୂର୍ତ୍ତରେ ଉପସ୍ଥିତ ସମସ୍ତଙ୍କ ମନରେ ଗର୍ବ ଓ ଭାବବିହ୍ୱଳତାର ଭାବ ପ୍ରକାଶ ପାଇଥିଲା।
ସମଗ୍ର କାର୍ୟକ୍ରମଟି ମୂଳନିବାସୀ ଏକତା ମଞ୍ଚ, ସିନାପାଲି ପକ୍ଷରୁ ସୁସଂଗଠିତ ଭାବରେ ସଫଳତାର ସହିତ ଆୟୋଜିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026

You Might Also Like