-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

୯ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଓ ହତ୍ୟା, ସିକ୍ୟୁରିଟି ଗାର୍ଡ ଗିରଫ

06-Feb-2021



କୋଲକାତା(ପ୍ରେରଣା ଖବର) ଜଣେ ୯ ବର୍ଷୀୟ ଶିଶୁକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ପୋଲିସ ଜଣେ ୪୫ ବର୍ଷୀୟ ସୁରକ୍ଷାକର୍ମୀକୁ ଗିରଫ କରିଛି । କୋଲକାତାର ଜୋରବାଗନରେ ଥିବା ଏକ ବିଲ୍ଡିଂରେ ଗୁରୁବାର  ଜଣେ ସୁରକ୍ଷାକର୍ମୀ ଏହି ପାଶବିକ କାମ କରିଥିଲା ।
ତଦନ୍ତକାରୀ ସଂସ୍ଥା ବିଲ୍ଡିଂର ସିକ୍ୟୁରିଟି ଗାର୍ଡ ରାମ କୁମାର ଆଲିଆସ ଲୋମ୍ବୁକୁ ଗିରଫ କରିଥିଲେ । ସେ ଗୁରୁବାର ରାତି ପ୍ରାୟ ୮ଟା ୪୫ରେ ୯ ବର୍ଷୀୟା ପୀଡିତାକୁ ବିରିୟାନୀ ଓ ଚିପ୍ସ ଲୋଭ ଦେଖାଇ ଏକ ପୁରୁଣା ଘରକୁ ନେଇ ଯାଇଥିଲା । ଏହି ବିଲ୍ଡିଂରେ ଦୀର୍ଘ ୧୨ ବର୍ଷ ଧରି ଅଭିଯୁକ୍ତଜଣଙ୍କ ରକ୍ଷଣାବେକ୍ଷଣ ଦାୟିତ୍ୱରେ ରହିଥିଲା ।ଗିରଫ ହେବା ପରେ ଅଭିଯୁକ୍ତ ନିଜ ଦୋଷ ସ୍ୱୀକାର କରିଥିଲେ ମଧ୍ୟ ବାରମ୍ବାର ଘଟଣାର ଦିଗ ପରିବର୍ତ୍ତନ କରି ଅଧିକାରୀଙ୍କୁ ଭୂଆଁ ବୁଲାଉଛି । କିପରି ଏହି ପାଶବିକ କାଣ୍ଡ କଲା ସେନେଇ କୌଣସି ସୂଚନା ଦେଉନାହିଁ । ତେବେ ତଦନ୍ତକାରୀ ଅଧିକାରୀ ବିଲ୍ଡିଂରେ ବିଭିନ୍ନ ପ୍ରମାଣ ଏକାଠି କରିବାକୁ ଚାହୁଁଛନ୍ତି । ଏଥିପାଇଁ ଟେକନିକାଲ୍ ଟିମ୍‌ର ସାହାଯ୍ୟ ନିଆଯାଉଛି ।
ପୋଲିସ କମିଶନର ମୁରଲିଧର ଶର୍ମାଙ୍କ କହିବାନୁସାରେ, ଅଭିଯୁକ୍ତ ଶିଶୁଙ୍କ ଦୁଷ୍କର୍ମ ଭିଡିଓ ଦେଖିଥାଏ । ଏହା ତାର ମେବାଇଲ ଫୋନରୁ ସ୍ପଷ୍ଟ ହୋଇଛି । ଦୁଷ୍କର୍ମ ବାବଦରେ ଅଭିଯୁକ୍ତକୁ ଅନେକ ପ୍ରଶ୍ନ ପଚରା ଯାଇଥିଲେ ମଧ୍ୟ ସେ ସଠିକ୍ ଉତ୍ତର ଦେଇନଥିଲା । ତା ବିରୋଧରେ ଆଇପିସି ଧାରା ୩୦୨, ୩୭୬ଏବି, ପୋକ୍ସୋ ଆକ୍ଟରେ ସେକ୍ସନ ୬ରେ ମାମଲା ରୁଜୁ ହୋଇଛି ।ସୂତ୍ରାନୁସାରେ, ପୀଡିତା ସୋମବାର ନିଜର ଜନ୍ମଦିନ ପାଳନ କରିଥିଲେ । ତେବେ ୨ ଜଣ ମାମୁ ଜନ୍ମଦିନରେ ସାମିଲ ନଥିବାରୁ ସେ ଦୁଃଖି ଥିଲେ । ଏହାପରେ ସେ ବଡ ଭଉଣୀ ସହ ମିଶି ମାମୁଙ୍କ ଘରକୁ ଯାଇଥିଲେ । ସେଠାରେ ସେ କିଛି ବନ୍ଧୁଙ୍କ ସହ ଖେଳିବା ପରେ ଏକ ବିଲ୍ଡିଂରେ ଲୁଚକାଳି ଖେଳିଥିଲେ । ସେହି ପୁରୁଣା ବିଲ୍ଡିଂରେ ସେ ଖେଳୁଥିବା ବେଳେ ଦୁଷ୍କର୍ମର ଶିକାର ହୋଇଥିଲେ । ଏହାପରେ ସିକ୍ୟୁରିଟି ଗାର୍ଜ ପୀଡିତାଙ୍କୁ ହତ୍ୟା କରିଥିଲା । ଗୁରୁବାର ହିଁ ପୀଡିତାର ମୃତଦେହ ମିଳିଥିଲା । ଏହି ଜଘନ୍ୟ କାଣ୍ଡ ରାତି ୯ରୁ ୨ଟା ମଧ୍ୟରେ ଘଟିଥିଲା । ତେବେ ସେ ବିଲ୍ଡିଂରେ ରହୁଥିବା କିଛି ଅନ୍ୟ ଲୋକଙ୍କ ଉପରେ ମଧ୍ୟ ପୋଲିସ ସନ୍ଦେହ କରୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like