-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||     

HOME   ଜିଲ୍ଲା

*ନୂଆପଡ଼ାରେ ଜୀବିକା ମିଶନ ସମୀକ୍ଷା: ବ୍ୟାଙ୍କ ସହ ସଂଯୋଗ ୧୩୭% ସଫଳତା, ୭୭ ପ୍ରବାସୀ ପରିବାରକୁ ୮.୧୫ ଲକ୍ଷ ଟଙ୍କା ସହାୟତା*

15-Apr-2026



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲାରେ ଓଡ଼ିଶା ଜୀବିକା ମିଶନ (ଓଏଲଏମ) ଓ ମିଶନ ଶକ୍ତିର ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସଭାରେ ଜୀବନ ଜୀବିକା ଉପରେ ଗୁରୁତ୍ବ ଦେଇ ଜିଲ୍ଲାର ଅଗ୍ରଗତି ସନ୍ତୋଷଜନକ ଥିବା ପ୍ରକାଶ ପାଇଥିଲା। ମୋଟ ୫୪୪୦ ଟି ଭୌତିକ (physical) ଲକ୍ଷ୍ୟ ଥିଲାବେଳେ ୫୯୫୮ ଟି ସାଧନ କରାଯାଇ ୧୦୯.୫୨% ଅଗ୍ରଗତି ହୋଇଛି। ଅର୍ଥିକ ଲକ୍ଷ୍ୟ ୨୨୧୫୪ ଲକ୍ଷ ଟଙ୍କା ଥିଲାବେଳେ ୩୦୩୬୯ ଲକ୍ଷ ଟଙ୍କା ସାଧନ କରାଯାଇ ୧୩୭ % ଅଗ୍ରଗତି ହାସଲ ହୋଇଛି।
ମାର୍ଚ୍ଚ ମାସରେ ସର୍ବମୋଟ ୭୭ ଗୋଟି ପ୍ରବାସୀ ଶ୍ରମିକ ପରିବାରକୁ ୮ ଲକ୍ଷ ୧୫ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଏଥିରେ ବୋଡେନ ବ୍ଲକରେ ୧୭ଟି ପରିବାରକୁ ୧.୬୦ ଲକ୍ଷ ଟଙ୍କା, ଖରିଆରରେ ୧୦ଟି ପରିବାରକୁ ୧.୨୫ ଲକ୍ଷ ଟଙ୍କା, କୋମନାରେ ୨୦ଟି ପରିବାରକୁ ୨.୩୦ ଲକ୍ଷ ଟଙ୍କା, ନୂଆପଡ଼ାରେ ୨୫ଟି ପରିବାରକୁ ୨.୫୦ ଲକ୍ଷ ଟଙ୍କା ଯୋଗାଣ ହୋଇଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026

You Might Also Like