-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||     

HOME   ଜିଲ୍ଲା

ଭୁରୁଙ୍ଗା ମହୋତ୍ସବ ଉଦଘାଟିତ

16-Apr-2026



(ରଂଜିତ ମହାନ୍ତି )
ବରୀ ବ୍ଳକ ଭଅଁରା ପଞ୍ଚାୟତ ଭୁରୁଙ୍ଗା ଵଜରଙ୍ଗ ଦଳ ଆନୁକୂଲ୍ୟରେ ଓ ଗ୍ରାମବାସୀ ଙ୍କ ସହଯୋଗରେ ସୋମବାର ଠାରୁ ଭୁରୁଙ୍ଗା ପ୍ରଥମ ବର୍ଷ ମହୋତ୍ସବ  ର ପ୍ରଥମ ବର୍ଷ ର ପ୍ରଥମ ସନ୍ଧ୍ୟା ଉଦଘାଟିତ ହେlଇଛି l ଏହି ଅବସରରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୀତାକାନ୍ତ ପଣ୍ଡା ଙ୍କ ସଭାପତି ତ୍ୱ ରେ ମୁଖ୍ୟଅତିଥି ଅବସରପ୍ରାପ୍ତଚକ୍ଷୁ ବିଶେଷଙ୍କ ରାଜ କିଶୋର ପଣ୍ଡା, ମୁଖ୍ୟଵକ୍ତା ସନ୍ଥନ ମହାବିଦ୍ୟାଳୟର ଅଧ୍ୟକ୍ଷ ବିଜୟ କୁମାର ଦାଶ, ସମ୍ମlନିତ ଅତିଥି ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସ, ଅଧ୍ୟାପକ ପ୍ରଶାନ୍ତ କୁମାର ସାହୁ, ଜ୍ୟୋତିବିଦ ଡ଼କ୍ଟର ଅମୂଲ୍ୟ କୁମାର ପଣ୍ଡା, ବିଶ୍ୱହିନ୍ଦୁପରିଷଦ ର ସଦସ୍ୟ ବରିଷ୍ଠ ସମାଜଦେବୀ ଡାକ୍ତର ବିଶ୍ୱନାଥ ତ୍ରିପାଠୀ ପ୍ରମୁଖ ଯୋଗଦେଇ ମହୋତ୍ସବ କୁ ଉଦଘାଟନ କରିଥିଲେ l କଳା, ସାହିତ୍ୟ, ସଂସ୍କୃତି ହନୁମାନ ରାମଚନ୍ଦ୍ର ଉପରେ ବକ୍ତବ୍ୟ ମହୋତ୍ସବ ହେଉଛି ନିଜ ନିଜ ଭିତରେ ସମ୍ପର୍କ ସ୍ଥାପନ ସନାତନ ଧର୍ମ ର ମୂଳମନ୍ତ୍ର ଭାଇଚାରକୁ ସୁଦୁଢ କରିବା ମହୋତ୍ସବ ଦିଗ ସମ୍ପର୍କ ରେ ଯୁବ ପିଢ଼ି ଙ୍କୁ ପରାମର୍ଶ ଦେlଇଥିଲେ l ଆଶୁତୋଷ ତ୍ରିପାଠୀ ମହୋତ୍ସବ ସମ୍ପର୍କରେ ସୂଚନା ଦେଇଥିଲେ ଏହି ଅବସରରେ ବରିଷ୍ଠ ନାଗରିକ,  ପିତାମ୍ବର କର, ବିନୋଦ ବିହାରୀ କର, ତ୍ରିଲୋଚନ କର, ତ୍ରିଲୋଚନ ତ୍ରିପାଠୀ, ସନାତନ କର, ମାନ ଗୋବିନ୍ଦ କର, ଚକ୍ରଧର କର ,ଅବସପ୍ରାପ୍ତ ଶିକ୍ଷକ ପ୍ରଫୁଲ କୁମାର ଓଝା, ଚନ୍ଦ୍ର କଳା ବାରିକ, ନରେନ୍ଦ୍ର କୁମାର ପଣ୍ଡା, ମହେଶ୍ୱର ପଲାଇ, ଜଳ ଧର ସେନାପତି, ପୁରୁଷୋତ୍ତମ ସ୍ୱାଇଁ, ଅକ୍ଷୟ କୁମାର ଷଡ଼ଙ୍ଗୀ, କ୍ଷେତ୍ର ବାସୀ ସ୍ୱାଇଁ, ସରସ୍ବତୀ ପଣ୍ଡା, ଯୁବ ସରପଞ୍ଚ ଦେବୀପ୍ରସାଦ ମିଶ୍ର ପ୍ରମୁଖ ଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରା ଯାଇଥିଲା l ୪ ଦିନ ବ୍ୟାପି ଅନୁଷ୍ଠିତ ହେଇଥିବା ମହୋତ୍ସବ ର ପ୍ରତ୍ୟେକ ଦିବସର ରେ ଶ୍ରୀହନୁମାନ ଜୀଉ ଙ୍କ ଯଜ୍ଞ, ଗୋସେବା ଶିବିର, ରକ୍ତଦାନ ଶିବିର, ଭଜନ, କୀର୍ତ୍ତନ, ଅଧିବାସ ଓ ଭଜନ ସମାରେlହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେlଇଥିବା ବେଳେ ଆଖପାଖ ଅଞ୍ଚଳ ର ବହୁ ଆଧ୍ୟlମିକ ପ୍ରେମୀ ଯୋଗଦାନ କରୁଛନ୍ତି l ପ୍ରଥମ ଦିବସର ମହୋତ୍ସବ ସନ୍ଧ୍ୟା କାର୍ଯ୍ୟକ୍ରମ କୁ ଵଜରଙ୍ଗ ଦଳ ର ସଭାପତି ନିହାର ରଞ୍ଜନ କର ଧନ୍ୟବାଦ ଦେଇଥିଲେ l ଏହି ଅବସର ରେ ଶ୍ରୀଶ୍ରୀ ମହାବୀରଜୀଉ ଙ୍କ ୧୧ ତମ ବାର୍ଷିକ ଉତ୍ସବ ଓ ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ ହେବ ଉକ୍ତ କାର୍ଯ୍ୟକ୍ରମ କୁ ଵଜରଙ୍ଗୀ ର ସଦସ୍ୟ ଶୁଭବ୍ରତ ପଣ୍ଡା, ସଂଗ୍ରlମ ତ୍ରିପାଠୀ, ବିଶ୍ୱଜିତ କର, ଚିନ୍ମୟ କର, ରୁଦ୍ରକର ପ୍ରମୁଖ ସହଯୋଗ କରୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026

You Might Also Like