-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||      ସାମ୍ବାଦିକ ଭବନ ନିକଟରୁ ବାଇକ ଚୋରି    (16-Apr-2026)       ||      ବୁଢୀପଦାର ପଂଚାୟତ ପରିସରରେ ବାବାସାହେବ ଡ଼. ଭୀମରାଓ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଦିବସ ପାଳନ   (16-Apr-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ରକ୍ତଦାନ ଶିବିର ଆୟୋଜିତ

16-Apr-2026



ବଲାଙ୍ଗିର(ପ୍ରେରଣା ଖବର): ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଆଇଡିପି ଭବନରେ ନ୍ୟାସନାଲ ସର୍ଭିସ୍ ସ୍କିମ, ନ୍ୟାସନାଲ କାଡେଟ କର୍ପସ (ଏନସିସି) ଏବଂ ଯୁବ ରେଡକ୍ରସ୍ (ୱାଇ.ଆର୍.ସି)ଙ୍କ ସଂଯୁକ୍ତ ଉଦ୍ୟମରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ‘ଓଡ଼ିଆ ପକ୍ଷ ପାଳନ-୨୦୨୬’  ଅବସରରେ ଆୟୋଜିତ ହୋଇଥିଲା। ଏହି ଶିବିରରେ ମୋଟ ୨୧ ଇଉନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ଏହି ଶିବିରକୁ ଓଡିଶା ବ୍ଲଡ୍ ସେଣ୍ଟର (ବି.ବି.ଏମ୍.ସି.ଏଚ), ବଲାଙ୍ଗୀର ତରଫରୁ ସହଯୋଗ ମିଳିଥିଲା। ଏହି କାର୍ଯ୍ୟକ୍ରମ ଏନ.ଏସ.ଏସ ପ୍ରୋଗ୍ରାମ ଅଫିସର ଦିପ୍ତିମୟୀ ନାଏକ, ଏନ.ସି. ସି ସି କୋ-ଓର୍ଡିନେଟର ଡ଼.ଏମ୍.ଡି.ମୈନୁଲ ଏସ୍.କେ.,ଏନ ଏସ ଏସ ବ୍ୟୁରୋ କୋ-ଓର୍ଡିନେଟର ଡ଼.ବଂଶୀଧର ଦୀପ ଏବଂ ୱାଈ ଆର୍ ସି କୋ-ଓର୍ଡିନେଟର ଚନ୍ଦ୍ରଶେଖର ପାତ୍ରଙ୍କ ନିର୍ଦ୍ଦେଶରେ ଆୟୋଜିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ମାନ୍ୟବର କୁଳପତି ପ୍ରଫେସର ବିଭୂତି ଭୂଷଣ ମଲିକ ଉପସ୍ଥିତ ଥିଲେ।ଅନ୍ୟାନ୍ୟ ଅତିଥିମାନଙ୍କ ମଧ୍ୟରେ ବିତ୍ତୀୟ ନିୟନ୍ତ୍ରକ ଚନ୍ଦ୍ରମଣି ମିର୍ଧା,ଉପ-ରେଜିଷ୍ଟ୍ରାର ବିଶ୍ୱଜିତ ବେହେରା ଏବଂ କମ୍ପ୍ୟୁଟର ସାଇନ୍ସ ବିଭାଗର ମୁଖ୍ୟ ଡ଼.ଦେବବ୍ରତ ଦାନସନା ଉପସ୍ଥିତ ଥିଲେ। ବିଶ୍ୱବିଦ୍ୟାଳୟର କର୍ମଚାରୀ, ଛାତ୍ରଛାତ୍ରୀ ଏବଂ ସ୍ୱୟଂ ସେବକ ମାନଙ୍କର ସକ୍ରିୟ ଅଂଶଗ୍ରହଣ ସହିତ କାର୍ଯ୍ୟକ୍ରମଟି ସଫଳତାର ସହ ଶେଷ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026
  ଜିଲ୍ଲା  
ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି   16-Apr-2026
  ଜିଲ୍ଲା  
ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା   16-Apr-2026

You Might Also Like