-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||      ସାମ୍ବାଦିକ ଭବନ ନିକଟରୁ ବାଇକ ଚୋରି    (16-Apr-2026)       ||      ବୁଢୀପଦାର ପଂଚାୟତ ପରିସରରେ ବାବାସାହେବ ଡ଼. ଭୀମରାଓ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଦିବସ ପାଳନ   (16-Apr-2026)       ||      ହାତୀ ବଞ୍ଚାଅ ଦିବସ ପାଳନ   (16-Apr-2026)       ||      କକଡାଗୁଡା ରେ ଗଣ୍ଡଗୋଳ ... ଟାଙ୍ଗିଆ ଚୋଟରେ ଜଣେ ଗୁରୁତ୍ୱର, "ସସିଆଲ ମିଡିଆରେ ଭିଡିଓ ଭାଇରାଲ"   (16-Apr-2026)       ||      ଛେଳି ଚୋରି ଘଟଣାରେ ୩ ଅଭିଯୁକ୍ତ ଗିରଫ ସହ କୋର୍ଟ ଚାଲାଣ, ଗୋଟିଏ ପିସ୍ତଲ ସହ ଗୁଳି ଜବତ   (16-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଦାବିରେ ଅପ୍ରିଲ୍‌ ୨୯ରେ ରାଜ୍ୟବ୍ୟାପୀ ବିକ୍ଷୋଭ   (16-Apr-2026)       ||     

HOME   ରାଜ୍ୟ

ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ

16-Apr-2026



କଣ୍ଟାବାଞ୍ଜି(ପ୍ରେରଣା ଖବର): ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା କୁଇବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ ସଭାରେ ବ୍ଳକ ଶିକ୍ଷା ଅଧିକାରୀ ଗୌତମ ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିରିକ୍ତ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି, ଜଗବନ୍ଧୁ ମାଝୀ, ମାନ୍ଦଲା ସିଆରସିସି ଧନସିଂ ମାଝୀ, ପ୍ରଧାନ ଶିକ୍ଷକ ଲକ୍ଷ୍ମଣ ସୁନା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଥିଲେ। ହିଆଁଲ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ମଞ୍ଚ ପରିଚାଳନା କରିଥିଲେ। ସର୍ବପ୍ରଥମେ ବାଗଦେବୀଙ୍କ ଫଟୋଚିତ୍ରରେ ଧୂପଦୀପ ଅର୍ପଣ କରି ମେଳାକୁ ଶୁଭାରମ୍ଭ କରାଯାଇଥିଲା। ଜାତୀୟ ଶିକ୍ଷାନୀତି ୨୦୨୦ଓ ନିପୁଣ ଭାରତକୁ ସଫଳତାର ପାହଚରେ ପହଞ୍ଚେଇବାକୁ ହେଲେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଶିକ୍ଷଣ ପ୍ରକ୍ରିୟାରେ ଶିକ୍ଷଣ ଉପକରଣ ଅତ୍ୟନ୍ତ ଜରୁରୀ ବୋଲି ଅତିଥି ମାନେ ମତପ୍ରକାଶ କରିଥିଲେ। ବ୍ଳକର ଏଗାରଗୋଟି କ୍ଳଷ୍ଟରରୁ ପ୍ରଥମ ସ୍ଥାନ ପାଇଥିବା ସାକ୍ଷରତା ଓ ସଂଖ୍ୟାଜ୍ଞାନ ପ୍ରକଳ୍ପକୁ ଛାତ୍ରଛାତ୍ରୀ ମାନେ ମେଳାରେ ପ୍ରଦର୍ଶିତ କରିଥିଲେ।ବିଚାରପତି ଭାବରେ ଶିକ୍ଷକ ରବୀନ୍ଦ୍ର ରଥ,ଜଗମୋହନ ସେଠୀ, ମମତା ପଣ୍ଡା, ଦୀପ୍ତୀବାଳା ବେହେରା ପ୍ରକଳ୍ପ ଗୁଡିକୁ ମୂଲ୍ୟାୟନ କରିଥିଲେ।ସାକ୍ଷରତା ପ୍ରକଳ୍ପରୁ ମାଲପାମୁଣ୍ଡା ବିଦ୍ୟାଳୟର ଛାତ୍ରୀ ବର୍ଷା ବାଗ ପ୍ରଥମ,ଭରତ ପନିକା ସାଲେପଡା

ଦ୍ୱିତୀୟ, ଗୁଣନିଧି ସଗ୍ରିଆ ଘୁନେଷ ତୃତୀୟ ଓ ସଂଖ୍ୟାଜ୍ଞାନ ପ୍ରକଳ୍ପରୁ ସୁପ୍ରିୟା ମାଝୀ ପ୍ରଥମ, ଗୀତିକା ଭୋଇ ଦ୍ୱିତୀୟ, ମମତା ମେହେର ତୃତୀୟ ସ୍ଥାନ ଅଧିକାର କରିଥିବାରୁ ସେମାନଙ୍କୁ ପୁରସ୍କାର ସ୍ୱରୂପ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା। ଏହି ମେଳାକୁ ସଫଳ କରିବାରେ ସିଆରସିସି ପ୍ରେମରାଜ ପାଣିଗ୍ରାହୀ, ମୋହନ ବରିହା, କୃତିବାସ ବରିହା, ଗଜୟ ଦାଶ, ଅନୁପ ଦାସ,ଗଜିନ୍ଦ୍ର ହରିଜନ,ଗୁରୁପ୍ରସାଦ ଛତ୍ରିଆ, ଅମରକାନ୍ତ ବେହେରା, ମୃତ୍ୟୁଞ୍ଜୟ ପ୍ରଧାନ, ବିଶ୍ୱଜିତ ଆଚାର୍ଯ୍ୟ, ବିକାଶ ନାଥ,ବୈଷ୍ଣବ ବେହେରା, ବୁଧୁ ବର୍ଗେ,ପ୍ରଶାନ୍ତ ମହାପାତ୍ର, ସଞ୍ଜୟ ଖୁରା, ଅପୁ କୁମାର ଭୋଇ,ତାରା ପ୍ରଧାନ,ଘନଶ୍ୟାମ ଭୋଇ, ଅରୁଣ ସାହୁ,ପରମାନନ୍ଦ ସୁନାଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026
  ଜିଲ୍ଲା  
ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି   16-Apr-2026
  ଜିଲ୍ଲା  
ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା   16-Apr-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   16-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026

You Might Also Like