-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||      ସାମ୍ବାଦିକ ଭବନ ନିକଟରୁ ବାଇକ ଚୋରି    (16-Apr-2026)       ||      ବୁଢୀପଦାର ପଂଚାୟତ ପରିସରରେ ବାବାସାହେବ ଡ଼. ଭୀମରାଓ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଦିବସ ପାଳନ   (16-Apr-2026)       ||      ହାତୀ ବଞ୍ଚାଅ ଦିବସ ପାଳନ   (16-Apr-2026)       ||      କକଡାଗୁଡା ରେ ଗଣ୍ଡଗୋଳ ... ଟାଙ୍ଗିଆ ଚୋଟରେ ଜଣେ ଗୁରୁତ୍ୱର, "ସସିଆଲ ମିଡିଆରେ ଭିଡିଓ ଭାଇରାଲ"   (16-Apr-2026)       ||      ଛେଳି ଚୋରି ଘଟଣାରେ ୩ ଅଭିଯୁକ୍ତ ଗିରଫ ସହ କୋର୍ଟ ଚାଲାଣ, ଗୋଟିଏ ପିସ୍ତଲ ସହ ଗୁଳି ଜବତ   (16-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଦାବିରେ ଅପ୍ରିଲ୍‌ ୨୯ରେ ରାଜ୍ୟବ୍ୟାପୀ ବିକ୍ଷୋଭ   (16-Apr-2026)       ||     

HOME   ଜିଲ୍ଲା

*ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-

16-Apr-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ଲଛିପୁର, ଲୁପୁରସିଂହା , ରୁଗୁଡ଼ି ପାଲି ସମେତ ଏ ଅଞ୍ଚଳ ର ଅନେକ ଅଙ୍ଗନ୍ ୱାଡ଼ି ସେଣ୍ଟର ଓ ବିଦ୍ୟାଳୟ ଅଚାନକ ପରିଦର୍ଶନ କରିଥିଲେ ସୁବର୍ଣ୍ଣପୁର ଜିଲ୍ଲାପାଳ l ଏ ସବୁ ର ପରିଚାଳନା ବିଷୟ ରେ କର୍ମଚାରୀ ଙ୍କୁ ବୁଝିବା ସହ ପିଲା ଙ୍କ ସହ ସିଧା ସଳଖ କଥା ହୋଇ ସବୁ ବୁଝିଲେ l ଲୁପୂର୍ ସିଙ୍ଗା ଅଙ୍ଗନ ୱାଡି ରେ ଚାଲିଥିବା ଶିଶୁ ଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଶିବିର କୁ ଦେଖି ଖୁସି ହୋଇଥିଲେ l ବିଭିନ୍ନ ଗାଁ ଗସ୍ତ ସାରି ସକାଳ ୯ ଟା ବେଳେ ଏ ରାସ୍ତା ରେ ଜିଲ୍ଲାପାଳ ସୋନପୁର ଫେରୁ ଥିବା ଓ ତାଙ୍କ ତପ୍ତରତା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଥିଲେ l ଏ ଅଞ୍ଚଳ ର ସ୍କୁଲ ଶିକ୍ଷକ ଶିକ୍ଷୟତ୍ରୀ  ଅଙ୍ଗନ ୱାଡି କର୍ମଚାରୀ ପ୍ୟାକ୍ସ କର୍ମଚାରୀ ଆଜି ଛାନିଆଁ ହୋଇ ଯାଇଥିଲେ l ପ୍ରତିଦିନ ଜିଲ୍ଲାପାଳ ଙ୍କ ଏଭଳି କିଛି ନା କିଛି ଅଞ୍ଚଳ ଗାଁ କୁ ପରିଦର୍ଶନ ଯୋଗୁଁ  ସରକାରୀ କର୍ମଚାରୀ ଚଳ ଚଞ୍ଚଳ ହୋଇ ଉଠିଥିବା ଜଣା ଯାଇଛି l ଆକ୍ସନ ଠାରୁ କ୍ଷେତ୍ର ପରିଦର୍ଶନ ,ବିଭିନ୍ନ ସମସ୍ୟା ର ସମାଧାନ ପାଇଁ ଡିସ୍କସନ୍ ମହୋଷଧି ଠାରୁ ଅଧିକ କାର୍ଯ୍ଯ କରେ ବୋଲି ଜିଲ୍ଲାପାଳ ବେଳେ ବେଳେ ସଭାରେ ଅଫିସର ମାନଂକୁ କହନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026
  ଜିଲ୍ଲା  
ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି   16-Apr-2026
  ଜିଲ୍ଲା  
ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା   16-Apr-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   16-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026

You Might Also Like