-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||      ସାମ୍ବାଦିକ ଭବନ ନିକଟରୁ ବାଇକ ଚୋରି    (16-Apr-2026)       ||      ବୁଢୀପଦାର ପଂଚାୟତ ପରିସରରେ ବାବାସାହେବ ଡ଼. ଭୀମରାଓ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଦିବସ ପାଳନ   (16-Apr-2026)       ||      ହାତୀ ବଞ୍ଚାଅ ଦିବସ ପାଳନ   (16-Apr-2026)       ||      କକଡାଗୁଡା ରେ ଗଣ୍ଡଗୋଳ ... ଟାଙ୍ଗିଆ ଚୋଟରେ ଜଣେ ଗୁରୁତ୍ୱର, "ସସିଆଲ ମିଡିଆରେ ଭିଡିଓ ଭାଇରାଲ"   (16-Apr-2026)       ||      ଛେଳି ଚୋରି ଘଟଣାରେ ୩ ଅଭିଯୁକ୍ତ ଗିରଫ ସହ କୋର୍ଟ ଚାଲାଣ, ଗୋଟିଏ ପିସ୍ତଲ ସହ ଗୁଳି ଜବତ   (16-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଦାବିରେ ଅପ୍ରିଲ୍‌ ୨୯ରେ ରାଜ୍ୟବ୍ୟାପୀ ବିକ୍ଷୋଭ   (16-Apr-2026)       ||     

HOME   ଜିଲ୍ଲା

ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି

16-Apr-2026



ବଲାଙ୍ଗିର(ପ୍ରେରଣା ଖବର):ବଲାଙ୍ଗିର ଜିଲ୍ଲା ଐତିହ୍ୟ ପୀଠ ହରି ଓ ଶଙ୍କର ମିଳନସ୍ଥଳି ଗନ୍ଧମାର୍ଦ୍ଦନ ପାଦ ଦେଶରେ ବୈଶାଖ ମେଳା ପାଇଁ ପ୍ରଶାସନର ପ୍ରସ୍ତୁତି ଚାଲିଥିବା ବେଳେ ଏପ୍ରିଲ ୨୭ରୁ ମଇ୧ ପର୍ଯ୍ୟନ୍ତ ୫ ଦିନ ଯାଇ ବୈଶାଖମେଳା ଅନୁଷ୍ଠିତ ହେବ। ରାଜ୍ୟ ବାହାରୁ ଭକ୍ତ ଛୁଟିବ। ଏ ଉଦ୍ଦେଶ୍ୟରେ ଯାତ୍ରୀଙ୍କ ସୁବିଧା ପାଇଁ ବସ ସେବା ପାଇଁ ଦେବାଳୟ ଓଐତିହ୍ୟ ସୁରକ୍ଷା କମିଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ବୈଶାଖ ମେଳାରେ ସ୍ୱତନ୍ତ୍ର ଅର୍ଥ ପ୍ରଦାନ, ପ୍ରଚାରପ୍ରସାର, ପର୍ଯ୍ୟଟନ ବିଭାଗ ଓ ରାଜ୍ୟ ସରକାରଙ୍କ ସଂଗ୍ରାହଳୟ ସ୍ଥାପନ କରିବା ପାଇଁ ଦାବି କରିଛନ୍ତି। ୧୪ ଗୋଟି ବ୍ଲକରେ ୫ ଦିନ ପାଇଁ ରାଜ୍ୟ ପରିବହନ ବିଭାଗ ଦ୍ୱାରା ସ୍ୱତନ୍ତ୍ର ବସ ଚଳାଇବା ପାଇଁ ଦାବି ଏବଂ ବଲାଙ୍ଗିର ସହରରୁ ହରିଶଙ୍କରକୁ ବସ ଚଳାଚଳ ବନ୍ଦ ହୋଇଯାଇଛି। ଏହା ପୁନଃର୍ବାର ଚଳାଇବା ପାଇଁ ଦାବି, ଭକ୍ତ ଓ ପର୍ଯ୍ୟଟନମାନଙ୍କର ସୁଅ ଛୁଟୁଥିବା ଏହା ପୁନର୍ବାର ବିଚାର କରି ଚଳାଇବା ପାଇଁ ଦାବି, ଟିଟିଲାଗଡରୁ ହରିଶଙ୍କର ମୁଖ୍ୟମନ୍ତ୍ରୀ ସେବା ବସ ଛାତ୍ରଛାତ୍ରୀ ଓ ମହିଳା ମାନଙ୍କ ପାଇଁ ପୁନଃର୍ବାର ଜିଲ୍ଲା ପ୍ରଶାସନ ଓ ପରିବହନ ବିଭାଗ ବୈଶାଳ ମେଳା ପୂର୍ବରୁ ଚଳାଇବା ପାଇଁ ଦାବି। ଆଗାମୀ ୧୮ ତାରିଖ ଦିନ ରାଜ୍ୟ ପରିବହନ, ଜିଲ୍ଲା ପ୍ରଶାସନ ଓ ଘରୋଇ ମାଲିକ ସଂଘ ଆଲୋଚନା କରି ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲା ପ୍ରଶାସନ ସୂଚନା ଦେଇଛି। ଏହି ଦାବିପତ୍ର ପ୍ରଦାନ ସମୟରେ ଦେବାଳୟ ଐତିହ୍ୟ ସୁରକ୍ଷା କମିଟି ସଭାପତି ଜୟକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ଶମ୍ଭୁ ପ୍ରସାଦ ଶତପଥି, ରିଣ୍ଟୁ ସାହୁ, ସଂପାଦକ ପ୍ରଶାନ୍ତ ମହାକୁର ଓ ଅଶୋକ କୁମାର ମେହେର ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026
  ଜିଲ୍ଲା  
ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି   16-Apr-2026
  ଜିଲ୍ଲା  
ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା   16-Apr-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   16-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026

You Might Also Like