-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||      ସାମ୍ବାଦିକ ଭବନ ନିକଟରୁ ବାଇକ ଚୋରି    (16-Apr-2026)       ||      ବୁଢୀପଦାର ପଂଚାୟତ ପରିସରରେ ବାବାସାହେବ ଡ଼. ଭୀମରାଓ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଦିବସ ପାଳନ   (16-Apr-2026)       ||      ହାତୀ ବଞ୍ଚାଅ ଦିବସ ପାଳନ   (16-Apr-2026)       ||      କକଡାଗୁଡା ରେ ଗଣ୍ଡଗୋଳ ... ଟାଙ୍ଗିଆ ଚୋଟରେ ଜଣେ ଗୁରୁତ୍ୱର, "ସସିଆଲ ମିଡିଆରେ ଭିଡିଓ ଭାଇରାଲ"   (16-Apr-2026)       ||      ଛେଳି ଚୋରି ଘଟଣାରେ ୩ ଅଭିଯୁକ୍ତ ଗିରଫ ସହ କୋର୍ଟ ଚାଲାଣ, ଗୋଟିଏ ପିସ୍ତଲ ସହ ଗୁଳି ଜବତ   (16-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଦାବିରେ ଅପ୍ରିଲ୍‌ ୨୯ରେ ରାଜ୍ୟବ୍ୟାପୀ ବିକ୍ଷୋଭ   (16-Apr-2026)       ||     

HOME   ଜିଲ୍ଲା

*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*

16-Apr-2026



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ )
ସୋନପୁର ସ୍ଥିତ ସରକାରୀ ପଲିଟେକ୍‌ନିକ ଠାରେ ଛାତ୍ରୀ ଓ ଅଭିଭାବକ ମାନେ ଅଧ୍ଯକ୍ଷଙ୍କ ବିରୁଦ୍ଧରେ ହୋହାଲ୍ଲା କରିଛନ୍ତି । ହଷ୍ଟେଲରେ ଅବ୍ୟବସ୍ଥାକୁ ନେଇ ଛାତ୍ରୀ ଓ ଅଭିଭାବକମାନେ ଅଧ୍ୟକ୍ଷଙ୍କୁ ଦାୟୀ କରିଛନ୍ତି । ଅଧ୍ୟକ୍ଷ ଙ୍କ ମାତ୍ରାଧିକ ମନମାନୀ ଯୋଗୁଁ ଅଶାନ୍ତ ହୋଇ ପଡ଼ିଛି ଏହି ଶିକ୍ଷାନୁଷ୍ଠାନ। ସେମାନଙ୍କ ଅଭିଯୋଗ ଅନୁସାରେ ହଷ୍ଟେଲରେ ଛାତ୍ରୀଙ୍କୁ ଦିଆଯାଉଥିବା ଖାଦ୍ୟରେ ପୋକ ବାହାରୁଥିବା ନେଇ ଅନେକ ଥର ଅଭିଯୋଗ ହୋଇଥିଲା। ଏହାକୁ କେହି କର୍ଣ୍ଣପାତ କରୁ ନ ଥିଲା ବେଳେ ଓଲଟା ବାହାର ଜିଲ୍ଲାରୁ ଆସି ରହୁଥିବା କିଛି ଛାତ୍ର ଏହା ତୁମ ମୁଣ୍ଡ ର ଉକୁଣୀ ହୋଇଥିବ ଆହୁରି ଅନେକ ଅଶ୍ଳୀଳ କଥା କହି କମେଣ୍ଟ କରି କହୁଛନ୍ତି । ଏଥିସହ ରାତି ଅଧରେ ଚେକିଂ ନାମରେ ଛାତ୍ରୀଙ୍କ ରୁମ୍ ଭିତରକୁ ପୁରୁଷ କର୍ମଚାରୀମାନେ ପ୍ରବେଶ କରୁଥିବା ନେଇ ଗୁରୁତର ଅଭିଯୋଗ ଆସିଛି। ଯାହାକୁ ନେଇ ଛାତ୍ରୀମାନଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ଦେଖାଦେଇଥିଲା। ଆଜି ସକାଳେ ଏହି ଘଟଣାକୁ ନେଇ ଅଭିଭାବକମାନେ କଲେଜକୁ ଆସି ଛାତ୍ରଛାତ୍ରୀଙ୍କ ସହିତ ଦେଖା କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ କଲେଜ କର୍ତ୍ତୃପକ୍ଷ କଲେଜ ମୁଖ୍ୟଗେଟ୍‌କୁ ତାଲା ପକାଇ ଦେବାରୁ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। ହଷ୍ଟେଲରେ ଛାତ୍ରୀଙ୍କ ସୁରକ୍ଷା ଓ ଖାଦ୍ୟ ବ୍ୟବସ୍ଥା ସଠିକ୍ ଭାବେ ଦିଆଯାଉ ନଥିବା ଓ ଅଧ୍ୟକ୍ଷ ସେଠାରେ ଖାଦ୍ୟ ମେସ ର ଦାୟିତ୍ବ ନେଇଥିବା ବ୍ୟକ୍ତିଙ୍କ ସହ ଘନିଷ୍ଠ ସଂପର୍କ ଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ କରାଯାଇ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି।  ଏନେଇ ଅଧ୍ୟକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ହେଁ ସମ୍ଭବ ହୋଇପାରିନାହିଁ । ସେପଟେ ଅଧ୍ୟକ୍ଷ ଙ୍କ ବଦଳି ନ ହେବା ଯାଏ ଆଗକୁ ଆନ୍ଦୋଳନକୁ ତୀବ୍ର କରିବା ପାଇଁ ଅଭିଭାବକ ସଂଘ୍ ସଜବାଜ ହେଉଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026
  ଜିଲ୍ଲା  
ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି   16-Apr-2026
  ଜିଲ୍ଲା  
ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା   16-Apr-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   16-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026

You Might Also Like