-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||      ସାମ୍ବାଦିକ ଭବନ ନିକଟରୁ ବାଇକ ଚୋରି    (16-Apr-2026)       ||      ବୁଢୀପଦାର ପଂଚାୟତ ପରିସରରେ ବାବାସାହେବ ଡ଼. ଭୀମରାଓ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଦିବସ ପାଳନ   (16-Apr-2026)       ||      ହାତୀ ବଞ୍ଚାଅ ଦିବସ ପାଳନ   (16-Apr-2026)       ||      କକଡାଗୁଡା ରେ ଗଣ୍ଡଗୋଳ ... ଟାଙ୍ଗିଆ ଚୋଟରେ ଜଣେ ଗୁରୁତ୍ୱର, "ସସିଆଲ ମିଡିଆରେ ଭିଡିଓ ଭାଇରାଲ"   (16-Apr-2026)       ||      ଛେଳି ଚୋରି ଘଟଣାରେ ୩ ଅଭିଯୁକ୍ତ ଗିରଫ ସହ କୋର୍ଟ ଚାଲାଣ, ଗୋଟିଏ ପିସ୍ତଲ ସହ ଗୁଳି ଜବତ   (16-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଦାବିରେ ଅପ୍ରିଲ୍‌ ୨୯ରେ ରାଜ୍ୟବ୍ୟାପୀ ବିକ୍ଷୋଭ   (16-Apr-2026)       ||     

HOME   ଜିଲ୍ଲା

ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ

16-Apr-2026



ତୁଷୁରା (ମନୋଜ କୁମାର ଜୈନ) ଓଡିଶାର ଶିକ୍ଷିତ ଭିନ୍ନକ୍ଷମ ମାନଙ୍କୁ ନେଇ ଗଠିତ "ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ତୁଷୁରା ଏନଏସି ର ୨ ନମ୍ବର ୱାଡ ରେ ବସବାସ କରୁଥିବା ୪୦ ଜଣ ଅସହାୟ ବୃଦ୍ଧା ପିତା ମାତା ଏବଂ ନିରୀହ ଭିନ୍ନକ୍ଷମ ମାନଙ୍କୁ ଜୋତା ଏବଂ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ମହାମାରୀ କରୋନା ସମୟରେ ଲୋକେ ଜୀବନ ଭୟରେ ଘରୁ ବାହାରି ବାକୁ ଭୟ କରିଥିବା ବେଳେ ଏହି ସଂଘ ସଭାପତି ଶମ୍ଭୁ ପ୍ରସାଦ ସାହୁ ନିଜ ଜୀବନକୁ ଭୟ ନ କରି ତୁଷୁରା ଏନଏସି ର ବିଭିନ୍ନ ୱାଡ ମାନଙ୍କରେ ଘର ଘର ବୁଲି ଲୋକଙ୍କୁ ସଚେତନ କରି ନିଜ ଖର୍ଚ୍ଚ ରେ ଶୁଖିଲା ଖାଦ୍ୟ ମାକ୍ସ ବଣ୍ଟନ କରିବା ସହିତ ଗଳି କଣ୍ଡି ରେ ଥିବା ଡ୍ରେନ ମାନଙ୍କୁ ସେନିଟାଇଜର କରି ବେଶ ପ୍ରଶଂସିତ ହୋଇଥିଲେ। ପରେ ବର୍ଷା ସମୟରେ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ସହିତ ଛତା, ଶୀତରେ କମ୍ବଳ, ଗ୍ରୀଷ୍ମ ସମୟରେ ଚପଲ ସହିତ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଛି। ସେହିପରି ଗୁରୁବାର ଦିନ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ଚପଲ ବଣ୍ଟନ କରିବା କାର୍ଯ୍ୟକ୍ରମ ରେ ତୁଷୁରା ସହରରେ ଭାନୁ ଜୈନ ସାମିଲ ହୋଇ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026
  ଜିଲ୍ଲା  
ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି   16-Apr-2026
  ଜିଲ୍ଲା  
ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା   16-Apr-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   16-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026

You Might Also Like