-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||      ସାମ୍ବାଦିକ ଭବନ ନିକଟରୁ ବାଇକ ଚୋରି    (16-Apr-2026)       ||      ବୁଢୀପଦାର ପଂଚାୟତ ପରିସରରେ ବାବାସାହେବ ଡ଼. ଭୀମରାଓ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଦିବସ ପାଳନ   (16-Apr-2026)       ||      ହାତୀ ବଞ୍ଚାଅ ଦିବସ ପାଳନ   (16-Apr-2026)       ||      କକଡାଗୁଡା ରେ ଗଣ୍ଡଗୋଳ ... ଟାଙ୍ଗିଆ ଚୋଟରେ ଜଣେ ଗୁରୁତ୍ୱର, "ସସିଆଲ ମିଡିଆରେ ଭିଡିଓ ଭାଇରାଲ"   (16-Apr-2026)       ||      ଛେଳି ଚୋରି ଘଟଣାରେ ୩ ଅଭିଯୁକ୍ତ ଗିରଫ ସହ କୋର୍ଟ ଚାଲାଣ, ଗୋଟିଏ ପିସ୍ତଲ ସହ ଗୁଳି ଜବତ   (16-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଦାବିରେ ଅପ୍ରିଲ୍‌ ୨୯ରେ ରାଜ୍ୟବ୍ୟାପୀ ବିକ୍ଷୋଭ   (16-Apr-2026)       ||     

HOME   ଜିଲ୍ଲା

ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ

17-Apr-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର  ଯୁବୋଦୟ ଲିଡ୍ ସ୍କୁଲର  ଦଶମ ଶ୍ରେଣୀ (ସିବିଏସି) ପରୀକ୍ଷାର ଫଳାଫଳ ଏବେ ପ୍ରକାଶ ପାଇଛି। ପ୍ରାରମ୍ଭିକ ବ୍ୟାଚ ହେଉଥିବା ସତ୍ୱେ, ଛାତ୍ରଛାତ୍ରୀ ମାନେ ଖୁବ ଭଲ ପ୍ରଦର୍ଶନ କରି ସ୍କୁଲର ଗୌରବ ବଢ଼ାଇଛନ୍ତି।
ଏହି ପରୀକ୍ଷାରେ ଅପର୍ଣା ନାଥ ୯୭.୬% ଅଙ୍କ ପାଇ ସ୍କୁଲରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ପରେ ବେଦବ୍ୟାସ ଗଡତ୍ୟା ୯୫.୬% ଏବଂ ଅବନୀଶ କୁମାର ଦାଶ ୯୪.୮% ରଖିଛନ୍ତି | କ୍ରମାଗତଭାବେ ଅଭୟ ପ୍ରତାପ ପଟେଲ ୯୪.୪%, ପ୍ରଣୀତ ପାତ୍ର ୯୪.୨%, ସୁମିତ କୁମାର ପଟେଲ ୯୨.୮% ଓ ଅଂଶିତା ଦାଶ ୯୦.୬%  ଅଙ୍କ ପାଇ ଉଲ୍ଲେଖନୀୟ ସ୍ଥାନ ଅଧିକାର କରିଛନ୍ତି।
ସ୍କୁଲର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି, ଯାହା ସ୍କୁଲ ପାଇଁ ଏକ ବଡ଼ ସଫଳତା। ଏକ  ତୃତୀୟାଂଶ ଛାତ୍ରଛାତ୍ରୀ ୯୦% ଠାରୁ ଅଧିକ ଅଙ୍କ ପାଇଛନ୍ତି ଓ  ଦୁଇ ତୃତୀୟାଂଶ ୮୦% ଠାରୁ ଉପରେ ଅଙ୍କ ରଖିଛନ୍ତି। ଏହା ଛାତ୍ରଛାତ୍ରୀଙ୍କ ଶୃଙ୍ଖଳା, ଶ୍ରମ ଓ ଶିକ୍ଷକ ମାନଙ୍କ ଉତ୍ତମ ଆଧୁନିକ ପ୍ରଣାଳୀରେ ଶିକ୍ଷାର ଫଳ ବୋଲି କୁହାଯାଉଛି। 

ପଶ୍ଚିମ ଓଡିଶାରେ ଅନେକ ଡାକ୍ତର ଓ ଇଞ୍ଜିନିୟର ତିଆରି କରୁଥିବା ଏକ ଶିକ୍ଷା କେନ୍ଦ୍ର ଭାବେ ପରିଚିତ ହୋଇଥିବାରୁ, ସ୍କୁଲରେ ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିବା ପାଇଁ ଛାତ୍ରଛାତ୍ରୀମାନେ ବିଶେଷ ଆଗ୍ରହ ଦେଖାଉଛନ୍ତି। ସ୍ୱଳ୍ପ ଖର୍ଚ୍ଚରେ ଭଲ ଶିକ୍ଷା ଦେବାରେ ନାମ କମାଇଥିବା ଯୁବୋଦୟ, ଚଳିତ ବର୍ଷରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ପଢ଼ା ପ୍ରଣାଳୀ ଆରମ୍ଭ କରିଛି ଯାହା ଫଳରେ ଅଭିଭାବକ ମାନଙ୍କର ଯୁବୋଦୟ ପ୍ରତି ବିଶ୍ୱାସ ଆଉ ମଜବୁତ ହୋଇଛି। ଆଗାମୀ ଦିନରେ ଯୁବୋଦୟ  ଏହି ଅଞ୍ଚଳର ଶିକ୍ଷାକୁ ନୂତନ ଆକାର ଦେବାକୁ ଯାଉଅଛି ବୋଲି ଅନୁଷ୍ଠାନର ନିର୍ଦ୍ଦେଶକ ପରିପ୍ରକାଶ କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026
  ଜିଲ୍ଲା  
ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି   16-Apr-2026
  ଜିଲ୍ଲା  
ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା   16-Apr-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   16-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   16-Apr-2026

You Might Also Like