-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||     

HOME   ଜିଲ୍ଲା

ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା

17-Apr-2026



କଟକ : ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ସିବିଏସଇ) ଦଶମ ପରୀକ୍ଷାରେ କଟକ ମହାନଦୀ ବିହାର ସ୍ଥିତ ଏପିଏସ କ୍ଲାସେସ ପୁଣିଥରେ ଦର୍ଶାଇଛି ତାଙ୍କର ଶିକ୍ଷାଦାନ ସେବାର ସଫଳ ଉତ୍କୃଷ୍ଟତା ଆଉ ଉତ୍କର୍ଷତା । ଏବର୍ଷଛାତ୍ରଛାତ୍ରୀ ମାନେ ଶ୍ରେଷ୍ଠ ଫଳାଫଳ କରି ଶିକ୍ଷାନୁଷ୍ଠାନକୁ ଗୌରବାନ୍ଵିତ କରିଛନ୍ତି । ଏହି ସଫଳତାର ଶୀର୍ଷରେ ସେଣ୍ଟ ଜାଭିୟର ହାଇସ୍କୁଲ ନୂଆବଜାର ପ୍ରତିଭାବାନ୍ ଆଦର୍ଶ ଛାତ୍ର ପାର୍ଥ ପ୍ରୀତମ ପତି ଯେକି ଏପିଏସ କ୍ଲାସେସରେ ଷଷ୍ଠ ଶ୍ରେଣୀ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ନିରବିଚ୍ଛିନ୍ନ ଭାବେ ଅଧ୍ୟୟନ କରି ଚଳିତ ବର୍ଷ ସିବିଏସଇ ଦଶମ ବୋର୍ଡ଼ ପରୀକ୍ଷାରେ ୯୯.୬% ନମ୍ବର ରଖି କଟକର ଟପର୍ ଭାବେ ଉଦୀୟମାନ ହୋଇଛନ୍ତି ।  ସେହିପରି ଏପିଏସର ସନ୍ତୋଷ ସ୍ୱାଇଁ ୯୬.୨%,ଆଦିତ୍ୟ ବେହେରା ୯୬%, ଅଂଶୁମାନ ରାଉତ ୯୪%,ଅଙ୍କିତା ପଟ୍ଟନାୟକ ୯୩%,ସୁଶୀଳ କୁମାର ସାହୁ ୯୨%,ସ୍ଵପ୍ନାରାଣୀ ଧଳ ୯୨%,ପ୍ରୟାସ କୁମାର ସାହୁ ୮୯%, ପ୍ରତୀକ ଶତପଥୀ ୮୯% ରଖି ଶିକ୍ଷାନୁଷ୍ଠାନର ପଦ ମର୍ଯ୍ୟାଦାକୁ ଦ୍ଵିଗୁଣିତ କରିଛନ୍ତି । ଶିକ୍ଷାନୁଷ୍ଠାନରେ ୯୦% ଠାରୁ ଅଧିକ ନମ୍ବର ସହ ୯ ଜଣ ଛାତ୍ରଛାତ୍ରୀ,୮୦% ଠାରୁ ଅଧିକ ସହ ୫ ଜଣ ଏବଂ ୭୦% ଠାରୁ ଅଧିକ ସହ ୬ ଜଣ ଖୁବ୍ ଫଳାଫଳ ହାସଲ କରିଛନ୍ତି ।  ଉଲ୍ଲେଖନୀୟ ଫଳାଫଳ ଏପିଏସ କ୍ଲାସେସର ନିରନ୍ତର ପ୍ରୟାସ,ଅଭିଜ୍ଞ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କର ପରିଶ୍ରମ,ନିଷ୍ଠା ଓ ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟବସାୟ ପରିଣାମ ବୋଲି ମନେ କରାଯାଇଛି । ଶିକ୍ଷାନୁଷ୍ଠାନ ପକ୍ଷରୁ ନିର୍ଦ୍ଦେଶକ ବିଶିଷ୍ଟ ଶିକ୍ଷାବିତ୍ ତଥା ଗବେଷକ ଅମୂଲ୍ୟ ପ୍ରସାଦ ଶତପଥୀ,ଶିକ୍ଷକ ଶିକ୍ଷୟତ୍ରୀ ତଥା ସାମଜିକ ଅନୁଷ୍ଠାନ ଆରାଧ୍ୟା ଚାରିଟେବୁଲ ଟ୍ରଷ୍ଟ (ଏସିଟି) ଫୁଲନଖରା ପକ୍ଷରୁ ସମସ୍ତ ସଫଳ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026

You Might Also Like