-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||     

HOME   ଜିଲ୍ଲା

ଶୋଚନୀୟ ହେଲାଣି ବରୀ ରାସ୍ତା

17-Apr-2026



(ରଂଜିତ ମହାନ୍ତି )
ଶୋଚନୀୟ ହେଲାଣି ବରୀ ରାସ୍ତାସ୍ଥାୟୀ ପିଚୁ ନକରି ତଳି ପକାଉଛି ବିଭାଗଖାଲ ଖମାରେ ପୂର୍ଣ୍ଣ ହେଲାଣି ରାସ୍ତା
ବଢୁଛି ଦୁର୍ଘଟଣା, ନୂତନ ପିଚୁ କରିବାକୁ ଦାବି
ଯାଜପୁର ଜିଲ୍ଲାର ବିଭିନ୍ନ ରାସ୍ତା ମଧ୍ୟରୁ ବରୀ-କଳାମାଟିଆ ରାସ୍ତା ଅନ୍ୟତମ ବ୍ୟସ୍ତ ବହୁଳ ରାସ୍ତା । ଏହି ରାସ୍ତା ଉପରେ ଯାଜପୁର ଜିଲ୍ଲା ସହିତ କେନ୍ଦ୍ରାପଡା ଜିଲ୍ଲାର କିଛି ଅଂଶର ଲୋକ ନିର୍ଭରଶୀଳ । ଏହି ରାସ୍ତା ଦେଇ ଦୈନିକ ହଜାର ହଜାର ସଂଖ୍ୟାରେ ଗାଡି ଗତାଗତ କରୁଛି । ପୂର୍ତ୍ତ ବିଭାଗ ଅଧିନରେ ଥିବା ଏହି ରାସ୍ତା ଦୀର୍ଘ ବର୍ଷ ହେଲା ନୂତନ ପିଚୁ ହୋଇ ନାହିଁ । ବିଭାଗ ପକ୍ଷରୁ ବିଭିନ୍ନ ସମୟରେ ଏହି ରାସ୍ତାରେ ତାଳି ପକା କାମ ହୋଇଛି । ଏହି ତାଳିପକା ପିଚୁ କାମ ନିମ୍ନ ମାନର ହେଉଥିବା ଯୋଗୁ ଏହା ପଡିବାର କିଛି ଦିନ ମଧ୍ୟରେ ଉଠି ଯାଉଥିବା ଦେଖିବାକୁ ମିଳିଥାଏ । ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯୋଗୁ ଏହି ନିମ୍ନ ମାନର କାମ ହେଉଥିଲା ବେଳେ ଏବେ ଏହି ରାସ୍ତାର ବିଭିନ୍ନ ଅଂଶ ଖାଲ ଖମାରେ ପୂର୍ଣ୍ଣ ହୋଇଛି । ରାସ୍ତାର ଏହି ଶୋଚନୀୟ ଅବସ୍ଥା କିନ୍ତୁ ବିଭାଗୀୟ ଅଧିକାରୀଙ୍କ ନଜରକୁ ଆସୁନଥିବା ଅଭିଯୋଗ ହୋଇଛି । ତୁରନ୍ତ ଏହି ରାସ୍ତାକୁ ନୂତନ ପିଚୁ କରିବାକୁ ସାଧାରଣରେ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026

You Might Also Like