-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   (18-Apr-2026)       ||      କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ    (18-Apr-2026)       ||      ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   (18-Apr-2026)       ||      ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   (18-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||     

HOME   ଜିଲ୍ଲା

ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା

17-Apr-2026



ବଲାଙ୍ଗୀର, (ପ୍ରେରଣା ଖବର) ବଲାଙ୍ଗୀର ସହରର ଜଣାଶୁଣା ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ସୂଚନା ରୁ ପ୍ରକାଶ l ବଲାଙ୍ଗୀର ରେଳ ଷ୍ଟେସନ୍ ରୋଡ ନିବାସୀ କେ. ଅମ୍ବିକା ନାୟାର ଙ୍କୁ ମୃତ୍ୟୁ ବେଳକୁ ୫୬ ବର୍ଷ ବୟସ ହେଉଥିଲା l ସେ ବଲାଙ୍ଗୀର ସହର ତୁଲସୀନଗର ସ୍ଥିତ ସରକାରୀ ୟୁପି ସ୍କୁଲରେ ଶିକ୍ଷୟତ୍ରୀ  ଥିଲେ। ପୂର୍ବରୁ ସେ ବଲାଙ୍ଗୀର ଚିର୍ଗୁନପାଳି ପ୍ରାଇମେରୀ ସ୍କୁଲ, ମାଧ୍ୟାପାଳି ପ୍ରାଇମେରୀ ସ୍କୁଲ, ଚନ୍ଦନପାଲି ପ୍ରାଇମେରୀ ସ୍କୁଲ, ବଲାଙ୍ଗୀର ମାଲ ଗୋଦାମ ପଡ଼ା ୟୁପି ସ୍କୁଲରେ ମଧ୍ୟ କାର୍ଯ୍ୟ ଦକ୍ଷତାର ସହ ତୁଲାଇ ଆସିଥିଲେ l ଗତ କିଛି ଦିନରୁ ସେ ଜନ ଗଣନା ପାଇଁ ବଲାଙ୍ଗୀର  ଡି ଇ ଓ ଙ୍କ କାର୍ଯ୍ୟାଳୟରେ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗ ଦେଇ ଆସୁଥିଲେ ଏବଂ ଗତ କାଲି ସେ ଟ୍ରେନିଂ ସମୟରେ ଅସୁସ୍ଥ ହୋଇ ପଡ଼ିଥିଲେ। ପରେ ସେ  ନିଜ ଘରକୁ ଫେରି ଆସିଥିଲେ l ଆଜି ସକାଳେ ତାଙ୍କର ହୃଦଘାତରେ ଦେହାନ୍ତ ହୋଇ ଯାଇଥିବା ଜାଣିବାକୁ ମିଳିଛି l ଏଣୁ ତାଙ୍କର ଅକାଳ ବିୟୋଗରେ ଏହି ଅଂଚଳ ରେ ଶୋକର ଛାୟା ଖେଳିଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   18-Apr-2026
  ଜିଲ୍ଲା  
କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ   18-Apr-2026
  ଜିଲ୍ଲା  
ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   18-Apr-2026
  ଜିଲ୍ଲା  
ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   18-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026

You Might Also Like