-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   (18-Apr-2026)       ||      କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ    (18-Apr-2026)       ||      ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   (18-Apr-2026)       ||      ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   (18-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||     

HOME   ରାଜ୍ୟ

ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର

18-Apr-2026



ବଲାଙ୍ଗିର(ପ୍ରେରଣା ଖବର): ରାଜ୍ୟରେ ୪ଟି ନୂତନ କୃଷି ଭିତ୍ତିକ କଲେଜ ଖୋଲିବା ପାଇଁ ରାଜ୍ୟ ସରକାର ଗତ ବିଧାନସଭା ବଜେଟ ଅଧିବେଶନରେ ଘୋଷଣା କରିଥିଲେ। ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୂବନେଶ୍ୱର ଅଧିନରେ ବଲାଙ୍ଗିରରେ କୃଷି ବିଜ୍ଞାନ କଲେଜ, ସୁବର୍ଣପୁରରେ ମସ୍ୟ ବିଜ୍ଞାନ, ଚିପିଲିମାରେ ପ୍ରାଣୀ ବିଜ୍ଞାନ ଓ ମୟୁରଭଞରେ ଏକ କୃଷି ବିଜ୍ଞାନ କଲେଜ ପ୍ରତିଷ୍ଠା କରିବା ପ୍ରସ୍ତାବ ରାଜ୍ୟ ବଜେଟରେ ସ୍ଥାନ ପାଇଥିଲା । ଏହା ମଧ୍ୟରୁ ବଲାଙ୍ଗିରରେ ସ୍ଥାପନ ହେବାକୁ ଥିବା କୃଷି ବିଜ୍ଞାନ କଲେଜର ସବିଶେଷ ତଥ୍ୟ ଜାଣିବା ପାଇଁ ବଲାଙ୍ଗିରର ବିଶିଷ୍ଟ ସୂଚନା ଅଧିକାର କର୍ମୀ ହେମନ୍ତ କୁମାର ପଣ୍ଡା ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିଥିଲେ। ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବଜେଟ ଓ ଫାଇନାନ୍ସ ସେକ୍ସନ ପକ୍ଷରୁ ଜନ ସୂଚନା ଅଧିକାରୀ ତଥା ଉପ ସଚିବ ଦେବାଶିଷ ସାହୁ ସୂଚନା ଜର୍ମୀ ପଣ୍ଡାଙ୍କୁ ଜଣାଇଛନ୍ତି ଯେ, ଓୟୁଏଟି, ଭୂବନେଶ୍ୱର ଅଧିନରେ ନୂତନ ଭାବେ ଘୋଷିତ ୪ଟି କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ଟଙ୍କା ମଞୁର କରାଯାଇ ଥିଲା । ସମୂଦାୟ ୫୦ କୋଟି ଟଙ୍କାରୁ ପ୍ରସ୍ତାବିତ ବଲାଙ୍ଗିର କୃଷି ବିଜ୍ଞାନ ମହାବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ଇୟରମାର୍କ ତଥା ନିର୍ଦ୍ଧାରିତ କରାଯାଇଛି ବୋଲି ତଥ୍ୟରେ କୁହାଯାଇଛି । ଓୟୁଏଟି ଭୂବନେଶ୍ୱର ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଡିପିଆର ରେ ପ୍ରସ୍ତାବିତ କଲେଜ ୧୨୦ ଆସନ ସଂଖ୍ୟା ବିଶିଷ୍ଟ ହେବା ସଙ୍ଗେ ଅଧ୍ୟାପକ ଅଧ୍ୟାପିକା ସଂଖ୍ୟା ୨୩ ରହିବ ବୋଲି ଉଲ୍ଲେଖ କରାଯାଇଛି । ନନ୍ ଟିଚିଂ ଷ୍ଟାଫ ସଂଖ୍ୟା ୩୭ ରହିବ ଓ ଡିନଙ୍କ କାର୍ଯ୍ୟାଳୟ ସହ ୧୪ ଜଣ କର୍ମଚାରୀ ରହିବେ । ପ୍ରସ୍ତାବିତ ମହାବିଦ୍ୟାଳୟ ଲାଗି ସର୍ବମୋଟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯିବା ସହ ପ୍ରତତ୍ୟେକ ବର୍ଷ ୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଡିପିଆର ରେ କୁହାଯାଇଛି । ଆହୁରି ମଧ୍ୟ କୁହାଯାଇଛି ଯେ, କଲେଜ ସ୍ଥାପନ ପାଇଁ ୧୫ ଏକର ଜାଗା ଆବଶ୍ୟକ । କିନ୍ତୁ କେବେ ସୁଦ୍ଧା ପ୍ରସ୍ତାବିତ କଲେଜରେ ଶିକ୍ଷାଦାନ ଆରମ୍ଭ ହେବ ସେ ବିଷୟରେ କୌଣସି ତଥ୍ୟ ପ୍ରଦାନ କରାଯାଇ ନାହିଁ ବୋଲି ସୂଚନା କର୍ମୀ ପଣ୍ଡା କହିଛନ୍ତି ।

 


News Comment




Photo in News

Advertisment
Lastest News
  ରାଜ୍ୟ  
ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   18-Apr-2026
  ଜିଲ୍ଲା  
କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ   18-Apr-2026
  ଜିଲ୍ଲା  
ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   18-Apr-2026
  ଜିଲ୍ଲା  
ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   18-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026

You Might Also Like