-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||      ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   (18-Apr-2026)       ||      ଜେ ଏସ ଏମ କଲେଜ ଅଫ ଆର୍ଟ୍ସ, ସାଇନ୍ସ ଆଣ୍ଡ କମର୍ସ ଫେରୱେଲ ସେରିମୋନୀ   (18-Apr-2026)       ||      ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   (18-Apr-2026)       ||      କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ    (18-Apr-2026)       ||      ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   (18-Apr-2026)       ||      ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   (18-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||     

HOME   ଜିଲ୍ଲା

ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା

18-Apr-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ.ପି.ଭି-୫୫, ଏମ ଭି ୧୨୮ ଗ୍ରାମ ଦେଇ ମାଲାଭାରମ୍ ଛକ ପର୍ଯ୍ୟନ୍ତ ପ୍ରାୟ ୧.୮ କି.ମି. ରାସ୍ତା କାମକୁ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ବ୍ୟକ୍ତ କରିବା ସହ ଅଭିଯୋଗ ଆଣିବା ପରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା l ଖବର ପ୍ରକାଶର କିଛି ଦିନ ମଧ୍ୟରେ ପୁଣି ଥରେ ସେହି ରାସ୍ତା କାମରେ ପିଚୁ ପଡିବା ସହ ପୁନଃ କାମ ଆରମ୍ଭ ହୋଇଥିବା ଦେଖିବା ପାଇଁ ମିଳିଛି lସୂଚନା ଥାଉକିଏମ.ପି.ଭି-୫୫ ,ଏମ.ଭି-୧୨୮,ଏ ମ.ଭି-୮୮ ଠାରୁ ମାଲାଭାରମ୍‌ ଛକ କୁ ସଂଯୋଗ କରୁଥିବା ଏହି ରାସ୍ତାର କାମ

କେବଳ ୨୦ ଦିନ ପୂର୍ବରୁ ସମାପ୍ତ ହୋଇଥିବା ସତ୍ୱେ, ଏହାର ଗୁଣମାନ ନେଇ  ପ୍ରଶ୍ନ ଉଠାଇ ଥିଲେ  ଗ୍ରାମବାସୀ ମାନେ। ଖବର ପ୍ରସାରଣ ପରେ 
ଆଜି ପିଚୁ ରାସ୍ତା କୁ ସମ୍ପୂର୍ଣ୍ଣ ଖୋଳି ପୁନଃ ପିଚୁ ଚିପ୍ସ ପକାଇ ରାସ୍ତା କାମ ଗୁଣବତ୍ତା ସହ  ଆରମ୍ଭ ହୋଇଛି । ଏହାକୁ ନେଇ ଅଞ୍ଚଳ ବାସୀ  ନିଜ ଖୁସି ବ୍ୟକ୍ତ କରିବା ସହ ଗଣମାଧ୍ୟମ ଏବଂ ପ୍ରଶାସନ କୁ ଧନ୍ୟବାଦ ଦେବା ସହ କୃତଜ୍ଞତା ଜଣେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା   18-Apr-2026
  ଜିଲ୍ଲା  
ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   18-Apr-2026
  ଜିଲ୍ଲା  
ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   18-Apr-2026
  ଜିଲ୍ଲା  
ଜେ ଏସ ଏମ କଲେଜ ଅଫ ଆର୍ଟ୍ସ, ସାଇନ୍ସ ଆଣ୍ଡ କମର୍ସ ଫେରୱେଲ ସେରିମୋନୀ   18-Apr-2026
  ରାଜ୍ୟ  
ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   18-Apr-2026
  ଜିଲ୍ଲା  
କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ   18-Apr-2026
  ଜିଲ୍ଲା  
ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   18-Apr-2026
  ଜିଲ୍ଲା  
ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   18-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026

You Might Also Like