-+91-9937148622 |

prerana_bgr@rediffmail.com |

  Sunday 19th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||      ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||      ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   (18-Apr-2026)       ||      ଜେ ଏସ୍ ଏମ୍ କଲେଜ ଅଫ ଆର୍ଟ୍ସ, ସାଇନ୍ସ ଆଣ୍ଡ କମର୍ସ ତରଫରୁ ଫେରୱେଲ ସେରିମୋନୀ   (18-Apr-2026)       ||      ରାଜ୍ୟର ୪ଟି ପ୍ରସ୍ତାବିତ କୃଷି ଭିତ୍ତିକ କଲେଜ ପାଇଁ ୫୦ କୋଟି ବଲାଙ୍ଗିର କୃଷି ବିଜ୍ଞାନ କଲେଜ ପାଇଁ ୧୦ କୋଟି ମଞୁର   (18-Apr-2026)       ||      କଣ୍ଟାମାଳରେ ବିଜୁବାବୁଙ୍କ ୨୯ତମ ତିରୋଧାନ ଦିବସ ପାଳିତ    (18-Apr-2026)       ||      ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ   (18-Apr-2026)       ||      ହନୁମାନଜୀଉ ଙ୍କ ବାର୍ଷିକ ଉତ୍ସବ   (18-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||     

HOME   ଜିଲ୍ଲା

ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ

19-Apr-2026



କନ୍ଧମାଳ(ସୁଶୀଳ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସାମ୍ବାଦିକ ନାମରେ ଅନେକ ବ୍ୟକ୍ତି ନିଜକୁ ଜଣେ ଜଣେ ସାମ୍ବାଦିକ ବୋଲି ପରିଚୟ ଦେଉଥିବା ଦେଖିବାକୁ ମିଳୁଛି। ହେଲେ ଏ ସାମ୍ବାଦିକ ପଦ ବୋଲାଉଥିବା ବ୍ୟକ୍ତି ମାନେ ପ୍ରକୃତରେ କିଏ ଅସଲି ଆଉ କିଏ ନକଲି ତାହା ଜଣା ପଡୁ ନାହିଁ । କେହି କେବେ, ମାନେ କିଛି ବର୍ଷ ପୂର୍ବେ ଗଣମାଧ୍ୟମରେ କାମ କରିଥିବା ଦାବି କରୁଛନ୍ତି, ତ ଆଉ କେହି ଦୀର୍ଘଦିନ ହେଲା ସେଇ ପେଶା ଛାଡି ଦେଇଥିବା ସତ୍ତ୍ବେ ମଧ୍ୟ ସାମ୍ବାଦିକ ପରିଚୟ ବ୍ୟବହାର କରୁଛନ୍ତି। ଅନୁତାପର କଥା ହେଉଛି, ଏ ସମ୍ପର୍କରେ ପ୍ରଶାସନ ପାଖରେ ବର୍ତ୍ତମାନ କେତେଜଣ ସଠିକ ଓ କାର୍ଯ୍ୟରତ ପେଶାଦାର ସାମ୍ବାଦିକ ଅଛନ୍ତି, ତାହାର କୌଣସି ସଠିକ ତାଲିକା ନାହିଁ । ଅଞ୍ଚଳରେ ଯେତେବେଳେ ଯାହା କିଛି ସରକାରୀ ହେଉ ଅବା ବେସରକାରୀ କାର୍ଯ୍ୟକ୍ରମ ହେଉ ସାମ୍ବାଦିକଙ୍କ ପାଇଁ ଯଦି ପାସ୍ ନ ମିଳିଛି, ତେବେ ଉକ୍ତ ବିଭାଗ ର କର୍ମଚାରୀଙ୍କୁ ଘାଇଲା କରି ଦେଉଛନ୍ତି ଏବଂ ସରକାରୀ କାର୍ଯ୍ୟକ୍ରମରେ ପାସ୍ ପାଇଁ ଲୋକସମ୍ପର୍କ ବିଭାଗ ଏବଂ ଏସ.ପି. କାର୍ଯ୍ୟାଳୟରେ ଭିଡ଼ ଲାଗୁଛି। ଏହି ଭିଡ଼ ମଧ୍ୟରେ ପ୍ରକୃତ ସାମ୍ବାଦିକ ଠାରୁ ଅଧିକ ନକଲି ସାମ୍ବାଦିକ ଅଧିକ ଥ‌ିବା ଅଭିଯୋଗ ଉଠୁଛି। ଯେଉଁମାନେ କେବଳ କିଛି ମାସ କାମ କରିଥିଲେ କିମ୍ବା ଦୀର୍ଘଦିନ ଧରି ଧରି ପେଶାରୁ ଦୂରେଇ ରହିଛନ୍ତି, ସେମାନେ ମଧ୍ୟ ସାମ୍ବାଦିକ ପରିଚୟ ଦେଇ ପାସ ହାତେଇବାକୁ ଚେଷ୍ଟା କରୁଛନ୍ତି। ଏହାର ପରିଣାମରେ ପ୍ରକୃତ ଓ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧି ମାନେ ପାସ୍ ନପାଇବା ଭଳି ଭଳି ସମସ୍ୟା ର ସମ୍ମୁଖୀନ ହେଉଛନ୍ତି।ଏଣୁ ସମଗ୍ର କନ୍ଧମାଳ ଜିଲ୍ଲାରେ ସରକାରୀ ସ୍ୱୀକୃତି ପ୍ରାପ୍ତ ପ୍ରକୃତରେ କେଉଁପତ୍ରପତ୍ରିକା ଓ ଇଲେକ୍ଟ୍ରୋନିକ ମିଡିଆର କେତେ ଜଣ ସାମ୍ବାଦିକ କେଉଁ ଠାରେ କାର୍ଯ୍ୟରତ ଅଛନ୍ତି, ତାହାର ସ୍ପଷ୍ଟ ଚାଲିକା ପ୍ରକାଶ କରିବାକୁ ଦାବି ହେଉଛି। ଯଦି ପ୍ରଶାସନ ଏହାର ସଠିକ ବ୍ୟବସ୍ଥା ବା ହିସାବ ନ କରନ୍ତି, ତେବେ ଆଗାମୀ ଦିନରେ ଏହା ଏକ ଭୟଙ୍କର ରୂପ ଦେଖାଯିବା ସହ କନ୍ଧମାଳ ପ୍ରଶାସନ ଏଥିପାଇଁ ଦାୟୀ ରହିବେ ବୋଲି ସାମ୍ବାଦିକ ମହଲରେ ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   19-Apr-2026
  ଜିଲ୍ଲା  
ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   19-Apr-2026
  ରାଜ୍ୟ  
ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ   19-Apr-2026
  ଜିଲ୍ଲା  
ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   19-Apr-2026
  ଜିଲ୍ଲା  
ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   19-Apr-2026
  ଜିଲ୍ଲା  
ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   19-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   18-Apr-2026
  ଜିଲ୍ଲା  
*ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   18-Apr-2026
  ଜିଲ୍ଲା  
ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା   18-Apr-2026
  ଜିଲ୍ଲା  
ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   18-Apr-2026
  ଜିଲ୍ଲା  
ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   18-Apr-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜ ଅଫ ଆର୍ଟ୍ସ, ସାଇନ୍ସ ଆଣ୍ଡ କମର୍ସ ତରଫରୁ ଫେରୱେଲ ସେରିମୋନୀ   18-Apr-2026

You Might Also Like