-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||      ବାଜିଲା ଖବର ପଡିଲା ପ୍ରଭାବ♦️ ଖବର ପ୍ରସାରଣ ପରେ ପୁନଃନିର୍ମାଣହେଲାଏମ.ପି.ଭି-୫୫,ଏମ୍ ଭି-୧୨୮ ଠାରୁ ମାଲାଭରମ ଛକ ପର୍ଯ୍ୟନ୍ତ ଦେଇ ଯାଇଥିବା ପିଚୁ ରାସ୍ତା    (18-Apr-2026)       ||      ପାଳସାହି ରେ ମାଗଣl ସ୍ୱାସ୍ଥ୍ୟ ସେବା ଶିବିର   (18-Apr-2026)       ||      ରେଟାମୁଣ୍ଡାରେ ଚୋବିଶ ପ୍ରହର ନାମଯଜ୍ଞ,   (18-Apr-2026)       ||     

HOME   ଜିଲ୍ଲା

ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ

19-Apr-2026



ବଲାଙ୍ଗିର  ସ୍ଥାନୀୟ ସାଇଟ୍ ନର୍ସିଂ କଲେଜ ର ଜି. ନ୍‌.ଏମ୍ ଓ ବି.ଏସ୍‌.ସି ନର୍ସିଂ ର ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଶତାଧିକ ନର୍ସିଂ ଛାତ୍ରଛାତ୍ରୀ ସମାଜ ର ଉନ୍ନତିକଳ୍ପେ ଉପଯୁକ୍ତ ସମୟରେ ସମୋଚିତ ସେବା ଯୋଗାଇଦେବା ପାଇଁ ଶପଥ ଗ୍ରହଣ କରିଥିଲେ । ଫ୍ଲୋରେନ୍ସ ନାଇଟଏଙ୍ଗେଲ ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ତଥା ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରିବାପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରଫେସର ଲୋପାମୁଦ୍ରା ମିଶ୍ରଙ୍କ ସଭାରେ ଅଧ୍ୟ୍ୟକ୍ଷତା କରିଥିବା ବେଳେ ପ୍ରିନସିପାଲ ସ୍ନିଗଧାମିନତି ଦାନୀ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ.ପୁଷ୍ପାଞ୍ଜଳୀ ମିଶ୍ର ଯୋଗଦାନ କରି ଚିକିତ୍ସା କ୍ଷେତ୍ରରେ ନର୍ସ ମାନଙ୍କ ଭୂମିକା ଅତୁଳନୀୟ ବୋଲି କହିଥିଲେ । ସେହିପରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନର୍ସିଂ ଅଫିସର ଲୋହିତା ତାଣ୍ଡି , ରାମଜୀ ଯୁବକ ସଂଘ ର ସଭାପତି ଡା. ପ୍ରମୋଦ କୁମାର ମିଶ୍ର ଓ ସଂପାଦକ ଡ. ନାରାୟଣ ପ୍ରସାଦ ମିଶ୍ର ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ନର୍ସ ମାନେ ଚିକିତ୍ସା କ୍ଷେତ୍ରରେ ଅଗ୍ରଣୀ ଭୁମିକା ନିଅନ୍ତି ତେଣୁ ସେମାନେ ନିଜନିଜ କାର୍ଯ୍ୟ ଠିକ୍ ଭାବରେ ତୁଳାଇବା ପାଇଁ ମତ ଦେଇଥିଲେ ।  କାର୍ଯ୍ୟ ନିର୍ବାହୀ ଅଧିକାରୀ ଇଂ. ପ୍ରଶାନ୍ତ ତ୍ରିପାଠୀ ଧନ୍ୟବାଦ ଦେଇଥିଲେ । ତାପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ ଅଧ୍ୟାପିକା ବିଶେଷ କରି ଅଧ୍ୟାପିକା ଲକ୍ଷ୍ମୀ ମେହେର, ରିତା ସାହୁ, ଅର୍ପିତା ପଧାନ, ଜତିନ ରଣା, ମହମ୍ବଦ କାଜିମ୍‌, ଅଶୋକ ପଧାନ, ବବିତା ମେହେର ଆଦି ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026
  ଜିଲ୍ଲା  
ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   19-Apr-2026
  ଜିଲ୍ଲା  
ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   19-Apr-2026
  ରାଜ୍ୟ  
ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ   19-Apr-2026

You Might Also Like